ଅପରାଧ

ପୁଅ ପ୍ରେମ ବିବାହ କରି ଚାଲିଯିବା ପରେ ବାପାଙ୍କ ବର୍ବର କାଣ୍ଡ: ସ୍ତ୍ରୀ, ଝିଅଙ୍କୁ ଶାବଳରେ ପିଟି ମାରିଦେବା ପରେ ନିଜେ କଲେ ଆତ୍ମହତ୍ୟା

ଜଗତ୍‌ସିଂହପୁର ଅଫିସ, ୪ା୭: ସ୍ତ୍ରୀ ଓ ଝିଅଙ୍କୁ ଶୁକ୍ରବାର ରାତିରେ ଶାବଳରେ ପିଟି ହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଜୋତଚଣ୍ଡପାଟଣାରେ। ମୃତକମାନେ ହେଲେ ଲୋକନାଥ ପାଳ(୫୪), ସ୍ତ୍ରୀ...

ଘରକୁ ଛୁରି ନେଇ ପଶିଲେ ଯୁବକ, କ୍ୟାମେରାରେ କଏଦ ହେଲା ମହିଳାଙ୍କୁ ବଳାତ୍କାର ଉଦ୍ୟମର ପୂରା ଘଟଣା

ବୋଗଟା,୩ା୭: ଦୁନିଆରେ ମହିଳାମାନେ ଘରେ ବି ସୁରକ୍ଷିତ ନୁହନ୍ତି। ଏମିତି ଏକ ଘଟଣା ଘଟିଛି କଲମ୍ବିଆର ଜଣେ ମହିଳାଙ୍କ କ୍ଷେତ୍ରରେ। ମହିଳା ଜଣକ ଘରେ ଏକୁଟିଆ ଥିବା ବେଳେ ଘର ଭିତରକୁ ଜଣେ ଯୁବକ ହାତରେ ଛୁରି ଧରି ପଶିଥିଲେ।...

ଜେଲ୍‌ରୁ କଏଦୀ ଚମ୍ପଟ

ହିନ୍ଦୋଳ,୨ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ସବ୍‌ଜେଲରୁ ଶୁକ୍ରବାର ଜଣେ ବିରାରାଧୀନ କଏଦୀ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ତାଙ୍କ ନାମ ବିରଞ୍ଚି ବେହେରା। ସେ ଏକ ହତ୍ୟା ଘଟଣାରେ୨୪ ତାରିଖରୁ ଜେଲ୍‌ରେ ଥିଲେ। ତାଙ୍କ ଘର ରାସୋଳ ଥାନା ଦଣ୍ଡିରୀ...

ଜୁନ୍‌ରେ ଦେଢ଼କୋଟି ଲୁଟିଛନ୍ତି ସାଇବର ଠକ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପ୍ରତିମାସରେ ସାଇବର ଠକମାନେ ରାଜ୍ୟରୁ ବହୁ କୋଟି ଟଙ୍କା ଲୁଟିନେଉଛନ୍ତି। ଲୁଟ୍‌ର ଶିକାର ଲୋକଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ରାଜଧାନୀବାସୀ। ଭୁବନେଶ୍ୱର ସାଇବର ସେଲ୍‌ର ରିପୋର୍ଟ ଅନୁଯାୟୀ, କେବଳ ଜୁନ୍‌ ମାସରେ ରାଜ୍ୟରେ ୧ କୋଟି...

ରାଜ୍ୟରେ ନକଲି ଔଷଧ କାରବାର ଘଟଣା: ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୨।୭: ରାଜ୍ୟରେ ନକଲି ଔଷଧ କାରବାର ଘଟଣାର ସିବିଆଇ ତଦନ୍ତ ଦାବିକରି ଆମ୍‌ ଜନତା ଅଧିକାର ଟ୍ରଷ୍ଟର ଆବାହକ ବାସୁଦେବ ଭଟ୍ଟ ଗୁରୁବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଆବେଦନକାରୀ ଭଟ୍ଟ ଏହି ମାମଲାରେ ସିବିଆଇ ନିର୍ଦ୍ଦେଶକ,...

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଏବିଇଓ

ଆନନ୍ଦପୁର,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଏବିଇଓ ବୁଧବାର ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ୧୦ ହଜାର ଲାଞ୍ଚ ନେବା ସମୟରେ ବାଲେଶ୍ୱର ଭିଜିଲାନ୍ସ ବିଭାଗ ଦ୍ୱାରା ଆନନ୍ଦପୁର ବ୍ଲକ ଏବିଇଓ ଅଭିମନ୍ୟୁ...

ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ ଜଣେ ୨୮ ବର୍ଷର ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।...

ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ

ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼...

ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୨୭ା୬(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଧ୍ରୁବରାଜ  ନାଏକଙ୍କୁ ରବିବାର ତାଙ୍କ ଗ୍ରାମର ରମିତ ଧୁରୁଆ (୧୯) ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ହତ୍ୟାକାରୀ ରମିତଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି । ପୂର୍ବତନ କୁଳପତି ନାଏକ...

ଜେଲ୍‌ରେ ଥାଇ କଲ୍‌ଗର୍ଲଙ୍କୁ ଡାକିଲେ କଏଦୀ, ଅଶ୍ଳୀଳ ଫଟୋ ସାମ୍ନାକୁ ଆସିବା ପରେ…

ଲଣ୍ଡନ,୨୭ା୬: ଜେଲ୍‌ରେ ସଜା କାଟୁଥିବା ଜଣେ କଏଦୀ କଲ୍‌ଗର୍ଲଙ୍କୁ ଡାକିଥିଲେ। ଏହି ଘଟଣାର ଖୁଲାସା ହେଲା ଯେତେବେଳେ ମୋବାଇଲରେ ଉଠା ଯାଇଥିବା ଅଶ୍ଳୀଳ ଫଟୋ ଭାଇରାଲ ହେଲା। ତେବେ ଏହି ଫଟୋ ସାମ୍ନାକୁ ଆସିବା ପରେ ଜେଲ୍‌ର ସୁରକ୍ଷାକୁ ନେଇ...

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ...

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ ବି ରଖିଲେ ଯୁବକ ଜଣକ। ମାତ୍ର ଯେତେବେଳେ ବିବାହ କଥା ଆସିଲା ସେତେବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri