ଭାଇରାଲ ହେଉଛି ଜ୍ୟୋତି-ମନୀଷଙ୍କ ଚାଟ୍
ଲକ୍ଷ୍ନୌ,୧୩ା୭: ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ହୋମଗାର୍ଡ କମାଣ୍ଡାଣ୍ଟ ମନୀଷ ଦୁବେଙ୍କ ମାମଲାରେ ଏକ ନୂଆ ମୋଡ଼ ଆସିଛି। ବରେଲିରେ ପୋଷ୍ଟ ହୋଇଥିବା ଏସ୍ଡିଏମ ଜ୍ୟୋତି ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଜିଲା...
ବାଞ୍ଜିବାହାଲ ଅନରକିଲିଂ ଘଟଣାର ପର୍ଦ୍ଦାଫାଶ: ପ୍ରେମିକାଙ୍କ ବାପା, କାକା, ଭିଣୋଇ କୋର୍ଟଚାଲାଣ
ଭବାନୀପାଟଣା,୧୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ବହୁ ଚର୍ଚ୍ଚିତ ବାଞ୍ଜିପଦର ଗାଁ ପ୍ରେମୀଯୁଗଳଙ୍କ ଅନରକିଲିଂ ଘଟଣାର ପର୍ଦ୍ଦାଫାଶ କରିଛି ଧର୍ମଗଡ଼ ପୋଲିସ। ଏହି ଘଟଣାରେ ପ୍ରେମିକାଙ୍କ ବାପା,କାକା ଓ ଭିଣୋଇ ହତ୍ୟାକାରୀ ବୋଲି ଜଣାପଡ଼ିଛି। ତିନି ଅଭିଯୁକ୍ତଙ୍କୁ...
ମହିଳାଙ୍କୁ ଲିଫ୍ଟ ଦେବା ଆଳରେ କାର୍ ଭିତରେ ବଳାତ୍କାର
ଲକ୍ଷ୍ନୌ,୯ା୭: ଉତ୍ତରପ୍ରଦେଶର କୌଶମ୍ବୀ ଜିଲାରେ ଜଣେ ମହିଳାଙ୍କୁ ଲିଫ୍ଟ ଦେବା ବାହାନା କରି କାର୍ ଭିତରେ ମୁଣ୍ଡରେ ବନ୍ଧୁକ ଲଗାଇ ବଳାତ୍କାର କରିଥିବା ମାମଲା ସାମ୍ନାକୁ ଆସିଛି। ବଳାତ୍କାର ଅଭିଯୋଗ ମଝାନପୁର ମ୍ୟୁନିସିପାଲିଟି ପରିଷଦର ବିଏସ୍ପି ପ୍ରାର୍ଥୀ ଥିବା ଦଶରଥ...
ବେପାରୀଙ୍କୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଦୋବଲାପାଳ ଛକ ନିକଟରେ ଗୋରୁ ବେପାରୀଙ୍କଠାରୁ ଟଙ୍କା ଲୁଟ୍ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୁଣ୍ଡରେ ବନ୍ଧୁକ ଲଗାଇ ଏବଂ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।...
ଡିଏନ୍ ଗ୍ରୁପ ଉପରେ ଆୟକର ଚଢ଼ାଉ: କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ
ଭୁବନେଶ୍ୱର,୫।୭(ସତ୍ୟଜିତ୍ ରାଉତ): ଆୟକର ବିଭାଗ ପକ୍ଷରୁ ଓଡ଼ିଶାର ବଡ଼ ରିଏଲ୍ ଇଷ୍ଟେଟ୍ କମ୍ପାନୀ ଡିଏନ୍ ଗ୍ରୁପ ଉପରେ ବୁଧବାର ଚଢ଼ାଉ କରାଯାଉଛି। ଭୁବନେଶ୍ୱର ସମେତ ପ୍ରାୟ ୨୦ଟି ସ୍ଥାନରେ ଥିବା ସଂସ୍ଥାର ବ୍ୟବସାୟିକ ପ୍ରତିଷ୍ଠାନ, ଅଧ୍ୟକ୍ଷ ଜଗଦିଶ୍ ପ୍ରସାଦ ନାୟକଙ୍କ...
ଯୁବତୀଙ୍କୁ ପ୍ରତାରଣା କରି ଜେଲ୍ ଗଲେ ପ୍ରେମିକ
କୋକସରା,୫ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରୋଜଗାର ପାଇଁ ତାମିଲନାଡୁ ଯାଇଥିଲେ କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳ ଝାର କୁଣ୍ଡାମାଲ ଗାଁର ଜଣେ ଯୁବତୀ ଓ ସେହି କମ୍ପାନୀରେ ସୋନପୁର ଜିଲା ଡୁଙ୍ଗରିପାଲି ଗାଁର ସୁମିତ ନାଏକ (୨୭) ମଧ୍ୟ କାମ...
ପ୍ରେମିକ ସହ ଫେରାର ହୋଇଗଲେ ଝିଅ, ଜିଅଁନ୍ତା ଶୁଦ୍ଧି ହେଲେ ପରିବାର ଲୋକେ
ପାଟ୍ନା,୫ା୭: ବିହାରରେ ପୁଣିଥରେ ଜଣେ ଝିଅକୁ ତାଙ୍କ ପରିବାର ଲୋକେ ଜିଅଁନ୍ତା ଶୁଦ୍ଧି ହୋଇଛନ୍ତି। ଏଥିପାଇଁ ପ୍ରଥମେ ତାଙ୍କର କୋକେଇ ସଜାଯାଇଥିଲା। ପରେ ଅନ୍ତିମ ସଂସ୍କାର କରାଯାଇଥିଲା। ଏପରି ଘଟଣା ବିହାରର ପୁର୍ନିଆଠାରେ ଦେଖିବାକୁ ମିଳିଛି। ଝିଅଙ୍କ ପିତା ଏବଂ...
୫ ନାଗାବାବାଙ୍କୁ ଉଠାଇନେଲା ପୋଲିସ
ଭୁବନେଶ୍ୱର,୨୬ା୬(ସୂର୍ଯ୍ୟକାନ୍ତ ବେହେରା): ମଞ୍ଚେଶ୍ବର ପୋଲିସ ୫ ସନ୍ଦିଗ୍ଧ ନାଗା ବାବାଙ୍କୁ ଅଟକ ରଖିଛି। ମଞ୍ଚେଶ୍ବର ଅଞ୍ଚଳରେ ବୁଲୁଥିବା ବେଳେ ସୋମବାର ଏହି ୫ ଜଣଙ୍କୁ ଉଠାଇ ନେଇଛି ପୋଲିସ। ବାବା ବେଶ ହୋଇ ଏମାନେ ଲୁଟ୍ କରୁଥିବା ସନ୍ଦେହରେ ପୋଲିସ...
ବିବାହ ପୂର୍ବରୁ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ, ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଗିରଫ
ହିଞ୍ଜିଳିକାଟୁ,୨୪ା୬(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳର ଏକ ଗ୍ରାମରେ ବିବାହ ପୂର୍ବରୁ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରି ବ୍ଲାକମେଲ କରିବା ଓ ବିବାହ ପରେ ତାହାକୁ ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ହିଞ୍ଜିଳି ପୋଲିସ...
ରଜ ଉତ୍ସବ ପାଳିବାକୁ ଯାଇ ଯୁବତୀଙ୍କ ପତ୍ତା ମିଳୁନି
ବାଲିଗୁଡ଼ା,୨୪ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଦିନକୁ ଦିନ ନାବାଳିକା/ଯୁବତୀ ଅପହରଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳିତ ମାସ ୧୫ ତାରିଖରେ ମହାସିଙ୍ଗି...
ସ୍ତ୍ରୀ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ
ଭୁବନେଶ୍ୱର,୨୪ା୬(ସୂର୍ଯ୍ୟକାନ୍ତ ବେହେରା): ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ...
ବ୍ୟାଗ କିଣିବାକୁ ଆସି ଲୁଟ୍ କରିବା ଘଟଣା: ନଗଦ ଅର୍ଥ ସହ ସୁନା ଅଳଙ୍କାର ଫେରିପାଇଲେ ଦମ୍ପତି
ସୋରଡ଼ା,୨୪ା୬(ଲମ୍ବୋଦର ପାଣିଗ୍ରାହୀ): ବ୍ୟାଗ୍ କିଣିବାକୁ ଆସି ନଗଦ ଟଙ୍କା ସହ ସୁନା ଅଳଙ୍କାର ଲୁଟିନେବା ମାମଲାରେ ସୋରଡ଼ା ପୋଲିସ ୧୪ ଦିନ ମଧ୍ୟରେ ଡକାୟତମାନଙ୍କୁ ଗିରଫ ସହ ଲୁଟ୍ ସୁନା ଟଙ୍କା ଜବତ କରିଛି। ତେବେ ଲୁଟ୍ର ଶିକାର ହୋଇଥିବା...
Archives


