ଅପରାଧ

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ ଚାଲାଣ କରୁଥିବା ଖବର ଏସ୍‌ପି ଜାଣିପାରିଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଏହା ଜାଣିବା…

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି l ହତ୍ୟାକାରୀ ଫେରାର ହୋଇଯାଇଥିବା ବେଳେ ପୋଲିସ ଟିମ୍‌…

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର…

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଏନେ ସୂଚନା ଦେଇଛନ୍ତ ଉତ୍ତରାଞ୍ଚଳ ଆଇଜି ଏବଂ ଝାରସୁଗୁଡ଼ା…

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ ପିକ୍‌ଅପ୍‌…

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଫଟାପଡ଼ା…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଥିତ ଅତିରିକ୍ତ ଜିଲା ଦୌରା ଜଜ ତଥା ପୋକ୍ସ କୋର୍ଟକୁ ଚାଲାଣ…

ଯୁବକଙ୍କୁ ନିର୍ମମ ହତ୍ୟା, ୨ ଅଟକ

ବଲାଙ୍ଗୀର,୧୧ା୪(ସୁନୀଲ ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସରଗାଡ଼ ଗାଁରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣକ ହେଲେ ଅରୁଣ ସାଏ ପଟେଲ । ତାଙ୍କ ଘର ସରଗାଡ଼ କଲୋନୀପଡ଼ାରେ ବୋଲି ଜଣାପଡ଼ିଛି।…

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ଶିବାନୀ ସେଠୀ ରାଣୀ ସାହିରେ ରହୁଥିବା ସ୍ବାମୀ…

ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଏକ ସରକାରୀ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ବିଭାଗରେ…

ଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STF

ଟିଟିଲାଗଡ଼,୧୦ା୪(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବୈଷ୍ଣବଦେବୀ ମନ୍ଦିର ସମ୍ମୁଖରେ ଜାଲ୍‌ ନୋଟ୍‌ କାରବାର ଚାଲିଥିବା ବେଳେ ମାଡ଼ିବସିଛି ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)। ଏସ୍‌ଟିଏଫ୍‌ ଟିମ ଦ୍ୱାରା ୪୯୦୦୦ଟଙ୍କାର ଜାଲ୍‌ ନୋଟ ଜବତ ହୋଇଛି। ସବୁ ନୋଟ୍‌ ୫୦୦ ଟଙ୍କିଆ। ଜାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?