ବାତ୍ୟା ଅମ୍ଫନ୍‌

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ...

କିଲୋ ପିଛା ବଢ଼ିଲା ୧୦ ଟଙ୍କା

କଟକ ଅଫିସ,୫ା୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶକ...

ଅମ୍ଫନ୍‌ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଚାନ୍ଦବାଲି/ଭଦ୍ରକ ଅଫିସ, ୫ା୬(ଡି.ଏନ୍‌.ଏ.): ୪ଜଣିଆ କେନ୍ଦ୍ରୀୟ ଟିମ୍‌ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ, ସହକାରୀ କମିଶନର ଡ. ସୋମନାଥ ଅଗସିମଣି, କେନ୍ଦ୍ରୀୟ ମତ୍ସ୍ୟ ବିଭାଗର ସହକାରୀ କମିଶନର ଏସ୍‌.କେ. ରଥ, କେନ୍ଦ୍ରୀୟ ପରିବହନ ଓ ରାଜପଥ...

ଦୁର୍ଦ୍ଦିନରେ ସୁନ୍ଦରବନର ‘ବାଘ ବିଧବା’

ଗୋସାବା(ପଶ୍ଚିମବଙ୍ଗ): ସୁନ୍ଦରବନର ‘ବାଘ ବିଧବା’ଙ୍କ ଦୁଃଖ କହିଲେ ନ ସରେ। ସ୍ବାମୀଙ୍କୁ ବାଘ ମାରିବା ପରେ ‘ଅମ୍ଫନ୍‌’ ବାତ୍ୟା ସେମାନଙ୍କୁ ସର୍ବସ୍ବାନ୍ତ କରିପକାଇଛି। ମଞ୍ଜୁଲା ସର୍ଦ୍ଦାର (୪୫) ନାମକ ଜଣେ ବିଧବା ମହିଳାଙ୍କ ଦୁଃଖ କହିଲେ ନ ସରେ। ତାଙ୍କ...

ଅମ୍ଫନ୍‌ ପାଇଁ ଲକ୍ଷେ କୋଟି କ୍ଷତି

କୋଲକାତା,୨୪।୫: ମହାବାତ୍ୟା ଅମ୍ଫନ୍‌ ଯୋଗୁ ପୂର୍ବାଞ୍ଚଳ ରାଜ୍ୟ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷତିକ୍ଷତି ଘଟିଥିଲେ ହେଁ ଓଡ଼ିଶା ସେତେଟା ପ୍ରଭାବିତ ହୋଇନାହିଁ। ଅମ୍ଫନ୍‌ ଯୋଗୁ ଭିତ୍ତିଭୂମି, କୃଷି ସମେତ ଅନ୍ୟ କ୍ଷେତ୍ରରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କା (୧୩ ବିଲିୟନ...

୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)...

ଟୁଇଟ୍‌ କରି ସହଯୋଗର ହାତ ବଢ଼ାଇଲେ ୩ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପ୍ରକୋପରୁ ଓଡ଼ିଶା ବର୍ତ୍ତି ଯାଇଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟା ସମୀକ୍ଷା ଲାଗି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ଫେରିଛନ୍ତି। ଅନ୍ୟପଟେ ବାତ୍ୟା ପରବର୍ତ୍ତୀ ସମୟରେ...

ବିଦ୍ୟୁତ୍‌ କର୍ମଚାରୀଙ୍କ ବାତ୍ୟା ମୁକାବିଲାକୁ ମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୨୩ା୫ (ବ୍ୟୁରୋ): ବାତ୍ୟା ‘ଅମ୍ଫନ’ରେ କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବା ପାଇଁ ଯେଉଁ କର୍ମଚାରୀମାନେ ଦିନରାତି ଅବିରତ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଭୂୟସୀ ପ୍ରଶଂସା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ମନ୍ତ୍ରୀ କହିଛନ୍ତି,...

ଫନୀ ପରେ ଅମ୍ଫନ୍‌ ଦେଇଗଲା ଦୁଃଖ

ପୁରୀ ଅଫିସ,୨୩ା୫: ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି...

ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି

ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ...

ରାଜ୍ୟର ‘ଅମ୍ଫନ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିବେ। ତେବେ ଏହି ସମୟରେ ତାଙ୍କ ସହ ରାଜ୍ୟପାଳ ଗଣେଶୀ...

ମୋଦିଙ୍କ ପ୍ୟାକେଜ ଘୋଷଣାରେ ଅସନ୍ତୋଷ ବ୍ୟକ୍ତ କଲେ ମମତା

କୋଲକାତା,୨୨।୫:ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦ କୋଟି...

ଅମ୍ଫନ୍‌ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦...

ପଶ୍ଚିମବଙ୍ଗରେ ମୋଦି: ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

କୋଲାକାତା,୨୨।୫: ପଶ୍ଚିମବଙ୍ଗରେ ମହାବାତ୍ୟା ଅମ୍ଫନ୍‌ ଯୋଗୁ ବହୁ କ୍ଷୟକ୍ଷତି ହୋଇଥିବା ବେଳେ ଏଠାରେ ୮୦ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୮୩ବର୍ଷରେ ଏହା ସବୁଠାରୁ ଭୟାବହ ବାତ୍ୟା ରୂପେ ପରିଗଣିତ ହୋଇଛି। ଇତିମଧ୍ୟରେ ବାତ୍ୟା ସ୍ଥିତି ପରକ୍ଷିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବାଂଲାଦେଶରେ ୧୦ ମୃତ

ଢାକା,୨୨ା୫(ପି.ଟି.): ବାତ୍ୟା ଅମ୍ଫନରେ ବାଂଲାଦେଶରେ ୧୦ଜଣଙ୍କ ମୃତ୍ୟୁ ହେବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଖାଲୁଆ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ବହୁ କଚାଘର ଭାଙ୍ଗିଯାଇଛି। ୨୦୦୭ର ସିଡର ବାତ୍ୟା ପରେ ଏହା ସବୁଠୁ ଭୟଙ୍କର ବାତ୍ୟା...

ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗର ବ୍ୟାପକ କ୍ଷତି ହୋଇଛି। ଏଭଳି ସମୟରେ ରିଲିଫ...

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ୩ ଦିନରେ ଫସଲ କ୍ଷୟକ୍ଷତି ଆକଳନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଆସନ୍ତା ୩ ଦିନ ମଧ୍ୟରେ ଫସଲ କ୍ଷୟକ୍ଷତିର ଆକଳନ କରିବା ସହିତ ଘରଭଙ୍ଗା ସର୍ଭେ କାର୍ଯ୍ୟ ଆସନ୍ତା ସପ୍ତାହ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ବାତ୍ୟା ଅମ୍ଫନ ଯୋଗୁ ହୋଇ...

ବାତ୍ୟା ଅମ୍ପନ ତାଣ୍ଡବ: ପଶ୍ଚିମବଙ୍ଗରେ ଧନଜୀବନ କ୍ଷତିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ କେବଳ ଓଡିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷତି ଘଟାଇଛି। ସେଠାରେ ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ବହୁ ସମ୍ପତ୍ତି ନଷ୍ଟ ହୋଇଛି। ବାତ୍ୟା ଯୋଗୁ ପଶ୍ଚିମବଙ୍ଗରେ ଧନଜୀବନ ହାନୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ...