ବାତ୍ୟା ଅମ୍ଫନ୍‌

ଅମ୍ଫନ୍‌ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦...

ପଶ୍ଚିମବଙ୍ଗରେ ମୋଦି: ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

କୋଲାକାତା,୨୨।୫: ପଶ୍ଚିମବଙ୍ଗରେ ମହାବାତ୍ୟା ଅମ୍ଫନ୍‌ ଯୋଗୁ ବହୁ କ୍ଷୟକ୍ଷତି ହୋଇଥିବା ବେଳେ ଏଠାରେ ୮୦ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୮୩ବର୍ଷରେ ଏହା ସବୁଠାରୁ ଭୟାବହ ବାତ୍ୟା ରୂପେ ପରିଗଣିତ ହୋଇଛି। ଇତିମଧ୍ୟରେ ବାତ୍ୟା ସ୍ଥିତି ପରକ୍ଷିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବାଂଲାଦେଶରେ ୧୦ ମୃତ

ଢାକା,୨୨ା୫(ପି.ଟି.): ବାତ୍ୟା ଅମ୍ଫନରେ ବାଂଲାଦେଶରେ ୧୦ଜଣଙ୍କ ମୃତ୍ୟୁ ହେବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଖାଲୁଆ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ବହୁ କଚାଘର ଭାଙ୍ଗିଯାଇଛି। ୨୦୦୭ର ସିଡର ବାତ୍ୟା ପରେ ଏହା ସବୁଠୁ ଭୟଙ୍କର ବାତ୍ୟା...

ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗର ବ୍ୟାପକ କ୍ଷତି ହୋଇଛି। ଏଭଳି ସମୟରେ ରିଲିଫ...

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ୩ ଦିନରେ ଫସଲ କ୍ଷୟକ୍ଷତି ଆକଳନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଆସନ୍ତା ୩ ଦିନ ମଧ୍ୟରେ ଫସଲ କ୍ଷୟକ୍ଷତିର ଆକଳନ କରିବା ସହିତ ଘରଭଙ୍ଗା ସର୍ଭେ କାର୍ଯ୍ୟ ଆସନ୍ତା ସପ୍ତାହ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ବାତ୍ୟା ଅମ୍ଫନ ଯୋଗୁ ହୋଇ...

ବାତ୍ୟା ଅମ୍ପନ ତାଣ୍ଡବ: ପଶ୍ଚିମବଙ୍ଗରେ ଧନଜୀବନ କ୍ଷତିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ କେବଳ ଓଡିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷତି ଘଟାଇଛି। ସେଠାରେ ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ବହୁ ସମ୍ପତ୍ତି ନଷ୍ଟ ହୋଇଛି। ବାତ୍ୟା ଯୋଗୁ ପଶ୍ଚିମବଙ୍ଗରେ ଧନଜୀବନ ହାନୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ...

ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱରରେ ବ୍ୟାପକ କ୍ଷତି

ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍‌ ଭିତ୍ତିଭୂମି ନଷ୍ଟ ଓ ବଡ ବଡ ଗଛ ଉପୁଡି ପଡିଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି।...

ଅମ୍ଫନ ପ୍ରଭାବରେ ଆସାମରେ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ପରେ ଏବେ ଏହାର କୌଣସି ପ୍ରତିକୂଳ ପ୍ରଭାବ ପଶ୍ଚିମବଙ୍ଗ ଉପରେ ପଡିବ ନାହିଁ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ। ତେବେ ଏହାର ପ୍ରଭାବରେ ଆସାମରେ ପ୍ରବଳ ବର୍ଷା ହେବାର ଅନୁମାନ...

‘ଅମ୍ଫନ୍‌’ରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ, ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପରର ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଗୁରୁବାର ସମୀକ୍ଷା କରିଛନ୍ତି। ବାତ୍ୟାରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ ହୋଇଛି। ୧୫୦୦ ପଞ୍ଚାୟତର ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି।...

ପଶ୍ଚିମବଙ୍ଗରେ ଅମ୍ଫନ ନେଲା ୭୨ ଜୀବନ

କୋଲକାତା,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିଥିବା ବେଳେ ଏବେସୁଦ୍ଧା ଅମ୍ଫନ ଯୋଗୁ ସେଠାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ଅମ୍ଫନ ପ୍ରଭାବରେ ପଶ୍ଚିମବଙ୍ଗରେ...

ଅମ୍ଫନ୍‌ ବାତ୍ୟା ଯୋଗୁ ଭାରତ-ବାଂଲାଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ପ୍ରଭାବିତ ହେବା ଆଶଙ୍କା: ୟୁନିସେଫ୍‌

ଜେନେଭା,୨୧।୫: ବୁଧବାର ଅମ୍ଫନ୍‌ ବାତ୍ୟା ଭାରତ ଏବଂ ବାଂଲାଦେଶରେ ତାଣ୍ଡବ ରଚିଛି। ବାତ୍ୟା ଯୋଗୁ ଭାରତ ଏବଂ ବାଂଲାଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏନେଇ ୟୁନିସେଫ୍‌ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।...

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri