ବାତ୍ୟା ଅମ୍ଫନ୍‌

ବାତ୍ୟା ଅମ୍ଫନ ପ୍ରଭାବ: ଆରଡିରେ ଆରମ୍ଭ ହେଲାଣି ବର୍ଷା, ବହୁଛି ୪୦ କି.ମି. ବେଗରେ ପବନ

ଆରଡି,୧୯ା୫, (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡି ଓ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ବାତ୍ୟା ଅମ୍ଫନର ପ୍ରଭାବ ଦେଖିବାକୁ ମିଳିଛି। ଅପରାହ୍ନରୁ ଝିପିଝିପି ବର୍ଷା ସାଙ୍ଗକୁ ଘଣ୍ଟାକୁ ପ୍ରାୟ ୪୦ କି.ମି. ବେଗରେ ପବନ ବହିବା ଆରମ୍ଭ ହୋଇଯାଇଛି। ଆରଡି, ସୁନ୍ଦରପୁର,...

ବାତ୍ୟା ‘ଅମ୍ଫନ’ର ପ୍ରଭାବ: ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା

କୋଲକାତା,୧୯।୫: ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏହା ସ୍ଥଳଭାଗ ଛୁଇଁବା ବେଳେ ବ୍ୟାପକ କ୍ଷୟକ୍ଷତି କରିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇତିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ...

ବାତ୍ୟା ଅମ୍ଫନ: ଭଦ୍ରକରେ ବର୍ଷା, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଭଦ୍ରକ,୧୯।୫(ବ୍ୟୁରୋ)-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ବର୍ତ୍ତମାନ ଘଣ୍ଟାକୁ ୧୭ କି.ମି. ବେଗରେ ଏହା ଗତି କରୁଛି। ସକାଳୁ ଭଦ୍ରକ ସହରରେ ପାଗ କୋହଲା ଥିଲା। ତେବେ ଅପରାହ୍ନରୁ ଏଠାରେ ଝିପିଝିପି ବର୍ଷା...

ବାତ୍ୟା ‘ଅମ୍ଫନ’କୁ ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ,୧୯।୫: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଷ୍ଟ୍ରୀୟ ସଙ୍କଟ ପରିଚାଳନା କମିଟି(ଏନ୍‌ସିଏମ୍‌ସି)ର ତୃତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ତଥା କେନ୍ଦ୍ର ମନ୍ତ୍ରଣାଳୟ ବା ଏଜେନ୍ସି ଗୁଡିକର ବାତ୍ୟା ଅମ୍ଫନର ମୁକାବିଲାକୁ ନେଇ ସମୀକ୍ଷା...

ବାତ୍ୟା ‘ଅମ୍ଫନ’କୁ ନେଇ ମମତାଙ୍କ ସହ କଥା ହେଲେ ଶାହା

ନୂଆଦିଲ୍ଲୀ,୧୯।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ ସୋମବାର ମହାବାତ୍ୟାର ରୂପ ନେଇଛି। ଏହା ୨୦ ତାରିଖ ଅପରାହ୍ନରେ କିମ୍ବା ସନ୍ଧ୍ୟାରେ ବାଂଲାଦେଶର ହାତିଆ ଏବଂ ସୁନ୍ଦରବନ ନିକଟରେ ଲ୍ୟାଣ୍ଡ ଫଲ କରିବ...

ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି କରୁଛି ଅମ୍ଫନ। ଏ ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ତାଙ୍କ...

ବାତ୍ୟା ଅମ୍ଫନ: ଜଗତ୍‌ସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବେଶି ପ୍ରଭାବ ରହିବ, ମଙ୍ଗଳବାର ରାତିରୁ ବୁଧବାର ସନ୍ଧ୍ୟାଯାଏ ସତର୍କ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ଧୀରେ ଧୀରେ ବର୍ଷା ବଢ଼ୁଥିବା ବେଳେ ମଙ୍ଗଳବାର ରାତିରୁ ବୁଧବାର ସନ୍ଧ୍ୟା ଯାଏ ଏହାର ପ୍ରଭାବ ଅଧିକ ରହିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)...

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ ମୁକାବିଲା କରାଯାଇଥିଲା, ସେହିପରି ଏହି ବାତ୍ୟାକୁ ସାହସର ସହ ମୁକାବିଲା ପାଇଁ ଅଗ୍ନିଶମ...

୬ ଜିଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ, ଅଗ୍ନିଶମ ବାହିନୀ ମୁତୟନ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ପ୍ରସ୍ତୁତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ,...

୨୦ ବର୍ଷ ପରେ ପୁଣି ମହାବାତ୍ୟା ଭୟ: ଏରସମା ବ୍ଲକ ଅଞ୍ଚଳରେ ସର୍ବାଧିକ ୧୦ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା

ଜଗତ୍‌ସିଂହପୁର ଅଫିସ୍‌/ଏରସମା,୧୯ା୫(ସ୍ବ.ପ୍ର.): ଦୀର୍ଘ ୨୦ ବର୍ଷ ପରେ ଆସନ୍ତା ୨୦ ତାରିଖରେ ପୁଣି ଏକ ମହାବାତ୍ୟାର ଆଶଙ୍କା ରହିଛି। ଏହି ଖବର ବିଶେଷକରି ୧୯୯୯ ମହାବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ଅଞ୍ଚଳ ଏରସମା ବ୍ଲକର ଲୋକଙ୍କୁ ଆତଙ୍କିତ କରିଦେଇଛି। ତେବେ ସମ୍ଭାବ୍ୟ...

୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ ବୈଠକ ବସିଛି। ‘ଅମ୍ଫନ୍‌’ ମୁକାବିଲା ପାଇଁ ୧୪ ଜଣଙ୍କୁ ସେକ୍ଟର ଅଫିସର...

ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri