କୋଣାର୍କରେ ଏନ୍ଡିଆରଏଫ୍ ଟିମ୍ : ଲୋକଙ୍କୁ ସତର୍କ କଲା ପ୍ରଶାସନ
ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୯ରେ ପୁରୀ ଏଲୋ…
ବାତ୍ୟା ମୁକାବିଲା ପାଇଁ ତତ୍ପରତା: ସ୍ବତନ୍ତ୍ର ସେଲ୍ ଖୋଲିଲା ପୂର୍ବତଟ ରେଳପଥ
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପୂର୍ବତଟ ରେଳପଥ। ଫାଇଲିନ୍, ହୁଡ୍ହୁଡ୍, ତିତ୍ଲି ଓ ଫନୀ ବାତ୍ୟାରେ ରେଳପଥର ବିପୁଳ ସମ୍ପତ୍ତି ନ ହୋଇଥିଲା। ଏହାର ପୁନରାବୃତ୍ତି ନ ହେବା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ…
ସମ୍ଭାବ୍ୟ ମହାବାତ୍ୟା ‘ଅମ୍ପନ’ର ମୁକାବିଲା ପାଇଁ ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲା ସ୍ବେଛାସେବୀ ସଂଗଠନ
ଗଞ୍ଜାମ,୧୯।୫(ଡି.ଏନ୍.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର ମୁକାବିଲା ନିମନ୍ତେ ପ୍ରଶାସନକୁ ସହଯୋଗ ପାଇଁ ହାତ ବଢ଼ାଇଛି। ଏ ନେଇ କାଇଁଚପୁର ପଞ୍ଚାୟତ…
ଗର୍ଭବତୀ ମହିଳାଙ୍କୁ ମେଡିକାଲ ସ୍ଥାନାନ୍ତର
ଭଦ୍ରକ ଅଫିସ,୧୯।୫: ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପକ୍ଷରୁ ବେଶ ତତ୍ପରତା ଦେଖାଦେଇଛି। ବାତ୍ୟା ପାଇଁ ପ୍ରଶାସନ ବାସୁଦେପୁର, ଧାମରା ଓ ଚାନ୍ଦବାଲି ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗର୍ଭବତୀଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ ଏହି ସବୁ…
ମାଟ୍ରିକ ଖାତାଦେଖା ସ୍ଥଗିତ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ ପାଇଁ ସ୍ଥଗିତ ହେଲେ ମାଟ୍ରିକ ଖାତାଦେଖା। ଖାତାଦେଖା ସ୍ଥଗିତ ନେଇ ମଙ୍ଗଳବାର ସ୍କୁଲ ଓ ଗଣାଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ,…
ସମ୍ଭାବ୍ୟ ବାତ୍ୟା ପାଇଁ ୧୫୦୦ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ରାଜନଗର,୧୯।୫(ଡି.ଏନ୍.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅମ୍ଫନ ମହାବାତ୍ୟା ଯୋଗୁ ରାଜନଗର ବ୍ଲକରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏଥିପାଇଁ ପ୍ରଶାସନ ବଙ୍ଗୋପସାଗର ତଟବର୍ତ୍ତୀ ପେଣ୍ଠ, ପ୍ରସନ୍ନପୁର, ଏଣ୍ଡୁଳାପୁର, ବାଉଁଶଗଡ଼ି, ଅଢ଼ାସୋଲ, ବରାହିପୁର, କେରୁଆପାଳ, ତାଳଚୁଆ, ବାଘମାରି ଆଦି ୨୦ଟି ଗ୍ରାମର…
ଉଗ୍ର ରୂପ ନେଉଛି ମହାବାତ୍ୟା ଅମ୍ଫନ: ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଗତି କରୁଛି
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ଭାଇରସ୍ ସଂକ୍ରମଣ ଅନ୍ୟପଟେ ମହାବାତ୍ୟା ଅମ୍ଫନ ରାଜ୍ୟସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଏହାର ମୁକାବିଲା ପାଇଁ ସରକାର ସଜାଗ ଥିବା ସହ ଆଗୁଆ ପ୍ରସ୍ତୁତି ଜଳାଇଛନ୍ତି। ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୁର୍ଣ୍ଣିଝଡ଼ ଏବେ ମହାବାତ୍ୟାର ରୂପ…
୪ ଆଇପିଏସ ଅଫିସରଙ୍କ ହାତରେ ୪ ଜିଲାର ଦାୟିତ୍ୱ
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’କୁ ଦୃଷ୍ଟିରେ ରଖି ରାଜ୍ୟର ୪ଜଣ ଆଇପିଏସ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ବାଞ୍ଚଳ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକଙ୍କୁ ବାଲେଶ୍ୱର , ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ)ର…
ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି ଅମ୍ଫନ: ୨୦ରେ ଲ୍ୟାଣ୍ଡଫଲ
ଭୁବନେଶ୍ୱର,୧୮।୫(ବ୍ୟୁରୋ)-ପାରାଦୀପଠାରୁ ୭୭୦ କିମିଦୂରରେ ରହିଛି ବାତ୍ୟା ଅମ୍ଫନ। ଏହା ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି। ୨୦ ତାରିଖ ଅପରାହ୍ନରେ ଏହା ଦୀଘା-ହାତିଆ ମଝିରେ ସୁନ୍ଦରବନରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୬୫ରୁ ୧୭୫ ରହିବ। ଉତ୍ତର ଓଡ଼ିଶା…
ଅମ୍ପନ ମୁକାବିଲା: ୪ ଆଇଏଏସ ଅଫିସରଙ୍କୁ ୪ ଜିଲା ଦାୟିତ୍ୱ
ଭୁବନେଶ୍ୱର,୧୮।୫(ବ୍ୟୁରୋ)-ବାତ୍ୟା ଅମ୍ପନ ମୁକାବିଲା ଲାଗି ସୋମବାର ୪ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ୪ ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀଙ୍କୁ ବାଲେଶ୍ୱର ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କୁ…
ସମୁଦ୍ର ଭିତରେ ମହାବାତ୍ୟାର ରୂପ ନେଲା ଅମ୍ଫନ: କଟକ, ପୁରୀ, ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮।୫(ବ୍ୟୁରୋ): ବଙ୍ଗୋପସାଗର ମଧ୍ୟରେ ସୋମବାର ବାତ୍ୟା ‘ଅମ୍ଫନ’ ମହାବାତ୍ୟାର ରୂପ ନେଇଛି। ପାରାଦୀପଠାର ବର୍ତ୍ତମାନ ୭୮୦ କିମି ଦୂରରେ ବାତ୍ୟା ଅମ୍ଫନ ରହିଥିବା ବେଳେ ଘଣ୍ଟାକୁ ୮ କିମି ବେଗରେ ଗତି କରୁଛି । ଏହି ସମୟରେ ସମୁଦ୍ର ଭିତରେ ୨୩୦…
‘ଅମ୍ଫନ’ ମୁକାବିଲା ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଲେ ମୋଦି
ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖାପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେଇସାରିଛି। ଏହାର ମୁକାବିଲା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଉଚ୍ଚ ସ୍ତରୀୟ ବୈଠକ ଡକାଇଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରଣାଳୟ ଓ ନ୍ୟାଶନାଲ…
Archives


