ବାତ୍ୟା ଅମ୍ଫନ୍‌

ଅମ୍ଫନ୍‌ ମୁକାବିଲା ଲାଗି ଅଣ୍ଟା ଭିଡ଼ିଲା ଜିଲା ପ୍ରଶାସନ, ପ୍ରସ୍ତୁତି ସମୀକ୍ଷା କଲେ ଡିଜିପି

ବାଲେଶ୍ୱର ଅଫିସ,୧୮ା୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଆଇଜିଙ୍କ ଅଫିସରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ସମୀକ୍ଷା କରିଥିଲେ। ପରେ ପ୍ରସ୍ତୁତ ଥିବା ଓଡ୍ରାଫ୍‌ର ଜିଲା କେନ୍ଦ୍ର ପରିଦର୍ଶନ କରିଥିଲେ।...

ସମ୍ଭାବ୍ୟ ବାତ୍ୟା ମୁକାବିଲା ସ୍ଥିତି ସମୀକ୍ଷା କଲେ ପୋଲିସ ମହାନିର୍ଦ୍ଦେଶକ

ଭଦ୍ରକ ଅଫିସ,୧୮ା୫: ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ମଧ୍ୟାହ୍ନରେ ଭଦ୍ରକରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ପ୍ରବାସୀମାନଙ୍କୁ ଜାତୀୟ ରାଜପଥ ଧାମରା ଓଭର ବ୍ରିଜ୍‌ ନିକଟରେ ଜିଲା ପୋଲିସ ପକ୍ଷରୁ ଦିଆଯାଉଥିବା ରନ୍ଧାଖାଦ୍ୟ ବ୍ୟବସ୍ଥାର...

ଭଦ୍ରକରେ ପହଞ୍ଚିଲା ଦୁଇ ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ ମୁକାବିଲା ପାଇଁ ଭଦ୍ରକରେ ଦୁଇଟି ଓଡ୍ରାଫ୍‌ ଟିମ୍‌ ପହଞ୍ଚିଛନ୍ତି। ରବିବାର ମଧ୍ୟ ଦୁଇ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚିଥିଲା। ସେମାନଙ୍କୁ ପ୍ରଶାସନ ପକ୍ଷରୁ ଗୋଟିଏ ଟିମ୍‌କୁ ଭଦ୍ରକରେ ମୁତୟନ କରାଯାଇଥିବା ବେଳେ ଅନ୍ୟ ଏକ...

ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ ନେଇଛି। ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର...

ଶକ୍ତିଶାଳୀ ହେଉଛି ଅମ୍ଫନ୍‌: ‌ଦୀଘା, ହାତିଆ ମଧ୍ୟରେ ହେବ ମାଡ଼, ୬ କି.ମି. ବେଗରେ ମାଡ଼ି ଆସୁଛି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ ୧୨୩୦ କି.ମି...

ଆଜିଠୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆରମ୍ଭ ପ୍ରବଳ ବର୍ଷା। ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ସାଗର-ହାତିଆ ଦୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ୍‌ ସମ୍ଭାବନା; ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ଏବେ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ସାଗର ଓ ହାତିଆ...

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷକରି ସମୁଦ୍ର ତଟବର୍ତ୍ତୀ ସାତଭାୟା, ପେଣ୍ଠ, ସୁନ୍ଦରୀପାଳ, ପ୍ରହରାଜପୁର, ଗଜରାଜପୁର,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri