ଆମ ଜିଲା ଖବର

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ଦଣ୍ଡଯାତ୍ରା ଲାଗି ମଞ୍ଚ ପ୍ରସ୍ତୁତ କରାଯାଉଥିବା ବେଳେ ୧୧ କେଭି ବିଦ୍ୟୁତ୍‌…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର ସର୍ବସମ୍ମତି କ୍ରମେ ରବିବାର ମନୋନୀତ ହୋଇଛନ୍ତି । ସ୍ଥାନୀୟ ଆରଏମସି ଠାରେ ପୂର୍ବତନ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ ନିକଟ ବାଲୁବାଙ୍ଗା ଗ୍ରାମର ପୁଷର ପ୍ରଧାନ(୪୧) ବୋଲି ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର ଜଣେ ୨୮ ବର୍ଷୀୟା ଯୁବତୀଙ୍କ ସହ ଇନଷ୍ଟାଗ୍ରାମରେ ବନ୍ଧୁତା କରିଥିଲେ । ପରେ…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨ ଲକ୍ଷ ୩୩ ହଜାର ଟଙ୍କା ଜବତ କରାଯାଇଛି । ସୂଚନା ମୁତାବକ ନବରଙ୍ଗପୁର…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ ରା.ଉଦୟଗିରି ଏସଡ଼ିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡ଼ବା ଥାନା ଅଧିକାରୀ ଶୁଭ୍ରାନ୍ତ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ସେମାନେ ହେଲେ ଟିକରପଡା ଗ୍ରାମର ମିଛା ନାୟକ, ଅନନ୍ତ ନାୟକ ଓ ଅଚୁତ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ ଘର ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ଗ୍ରାମର ଉଆଳି ଗୌଡ଼ଙ୍କ ୨ଟି ବଳଦ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ ଯୁବକ ରୋଗୀ ଓ ତାଙ୍କ ପରିଜନ ମାନଙ୍କଠାରୁ ଚୋରୁ କରିବା ସହ ବିଭିନ୍ନ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ ପିକଅପ୍ ଭ୍ୟାନ (OR _17k 6167)କୁ ଜବତ କରାଯାଇଛି । ଉକ୍ତ ଗାଡି…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା ବିନିମୟରେ ଶନିବାର ବରଗଡ଼ ସହର ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା ଓ ତାଙ୍କର ୨ଜଣ ସହଯୋଗୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଉଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri