ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ ଆସିଛି। ନିଜର ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦେଢ଼ଶୁର…
ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା
ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା ବ୍ୟକ୍ତିତ୍ୱ ରମଣୀ ରଞ୍ଜନ ବେହେରା ମନୋନୀତ ହୋଇଛନ୍ତି। ବରଗଡ଼ ଲୋକ ସଭା MP…
ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର
ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା ଭିତରୁ ବୁଧବାର ଜଣେ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ବରଗଡ଼…
“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଜମିର ହିଡ଼ ବାନ୍ଧି ପାଣି ଅଟକାଇବାକୁ ନେଇ ଗ୍ରାମର ପ୍ରକାଶ…
ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…
ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର କାରବାର ଚାଲିଛି, କିନ୍ତୁ ଅନ୍ୟପଟେ ପାହାଡ଼ ତଳେ ଥିବା ଗାଁଗୁଡ଼ିକରେ ବସବାସ କରୁଥିବା…
ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ
ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ ତଳିଆ ଅଞ୍ଚଳ, ନଦୀନାଳ କୂଳିଆ ବାସିନ୍ଦା ଏବଂ କଚ୍ଚା ଘରେ ରହୁଥିବା ଲୋକଙ୍କ…
ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ
ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ଛେଲାଗଡ଼ ଗ୍ରାମ…
ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଚଢ଼ଉ କରି ଏକ ସ୍କୁଟି ସହ ଗଞ୍ଜେଇ ଜବତ କରିବା ସହ…
ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…
ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ରାସ୍ତାର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବଡ଼…
ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା
ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ସହରର ବସଷ୍ଟାଣ୍ଡ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଗତ…
ଓଡ଼ିଆରେ ପ୍ରେସକ୍ରିପସନ ଲେଖି ଚର୍ଚ୍ଚାରେ ଡାକ୍ତର ଶିବ ପ୍ରସାଦ, ସୋସିଆଲ ମିଡିଆରେ ପ୍ରଶଂସା
କୁନ୍ଦୁରା/କୋରାପୁଟ,୨୩।୯(ସନ୍ତୋଷ ପ୍ରହରାଜ/ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ସଦର ମହକୁମାରେ ଜନ୍ମ ଗ୍ରହଣ କରିଥିବା ଡାକ୍ତର ଶିବ ପ୍ରସାଦ ସେନାପତି ଓଡ଼ିଆରେ ପ୍ରେସକ୍ରିପସନ ଲେଖି ଚର୍ଚ୍ଚାକୁ ଆସିଛନ୍ତି । ବର୍ତ୍ତମାନ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି । କୋରାପୁଟ…
ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା
ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ କରିଛନ୍ତି । ଏଥିପାଇଁ ତାଙ୍କୁ ବିଭିନ୍ନ ସରକାରୀ ବେସରକାରୀ ସଂସ୍ଥା ପକ୍ଷରୁ ଶୁଭେଚ୍ଛାର…

