ଆମ ଜିଲା ଖବର

ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତାରେ ସ୍ବାଭାବିକ ହେଲା ଭାରୀଯାନ ଚଳାଚଳ

ଦାରିଙ୍ଗବାଡ଼ି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତା ବିଚ୍ଛିନ୍ନ ଘଟଣାରେ ଆସିଛି ସୁଧାର। ବୁଧବାର ସକାଳଠାରୁ ସମସ୍ତ ପ୍ରକାର ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି।…

10 months ago

ମଣ୍ଡିରୁ ଉଠୁନି ଧାନ: ରାସ୍ତା ଅବରୋଧ କଲେ ଚାଷୀ

ଭେଡେନ,୨୫।୬(ହୃଷିକେଶ ଖମାରୀ): ଆଉ ୪ଦିନ ପରେ ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢମାସ ପୂରିବ । ହେଲେ ଏପର୍ଯ୍ୟନ୍ତ ଜିଲାର ଚାଷୀମାନଙ୍କ ଧାନ ବିକ୍ରି…

10 months ago

ରକ୍ତ ଦାନ, ମହତ୍‌ କାମ: ମେଗା ରକ୍ତଦାନ ଶିବିର ଉଦଘାଟିତ

ଦାରିଙ୍ଗବାଡି, ୨୫।୬ (ଅରୁଣ ସାହୁ):ରକ୍ତ ଦାନ, ମହତ୍‌ କାମ। ଜଣେ ରକ୍ତଦାନ କଲେ କେବଳ ତାଙ୍କ ସ୍ବାସ୍ଥ୍ୟର ଉନ୍ନତି ହେବନି, ଅନ୍ୟ ଜଣେ ସେହି ରକ୍ତ ପାଇ…

10 months ago

ଦିନକ ପରେ ପଡ଼ିଥାନ୍ତା ହାତଗଣ୍ଠି: ହେଲେ ବିଧିର ବିଧାନ ଥିଲା କିଛି ଅଲଗା,ଭଉଣୀକୁ ଆଣିବାକୁ ଯାଇ….

ନୀଳଗିରି, ୨୫।୬:(ପ୍ରଶାନ୍ତ କୁମାର ବିଶ୍ବାଳ): ଦିନକ ପରେ ପଡ଼ିଥାନ୍ତା ହାତଗଣ୍ଠି । ଶେଷ ହୋଇଥିଲା ସବୁ ପ୍ରସ୍ତୁତି, ବାହାଘର ପାଇଁ ଭଉଣୀଙ୍କୁ ଆଣିବାକୁ ଯିବାବେଳେ ଦୁର୍ଘଟଣାରେ ଚାଲିଗଲା…

10 months ago

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ ଗସ୍ତରେ…

10 months ago

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର ସହିତ…

10 months ago

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ…

10 months ago

ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ ଟାଟା…

10 months ago

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ ଦାଦନ…

10 months ago

ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି

ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍‌ ଖଣି…

10 months ago