ଆମ ଜିଲା ଖବର

ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା

କୋରାପୁଟ,୪।୬(ସ୍ବ.ପ୍ର.): ଶାବର ଶ୍ରୀକ୍ଷେତ୍ରରେ ରବିବାର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ…

12 months ago

ଉନ୍ନୟନ କାର୍ଯ୍ୟ ଅନୁଧ୍ୟାନ କଲେ ଇଓ

ଗଞ୍ଜାମ,୪ା୬(ଡି.ଏନ୍‌.ଏ.): ଗତକିଛି ମାସ ହେବ ଦ୍ରୁତଗତିରେ ଚାଲିଛି ସହରର ଉନ୍ନୟନ କାର୍ଯ୍ୟ। ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରର ବିଭିନ୍ନ ଓ୍ବାର୍ଡରେ ପ୍ରକଳ୍ପ ନିର୍ମାଣ ତଥା ଉନ୍ନତିକରଣ କାର୍ଯ୍ୟକୁ…

12 months ago

ଖେଳାଳି ଚୟନ ଶିବିର ଉଦ୍‌ଯାପିତ: ରାଜ୍ୟସ୍ତରକୁ ୩୦ ଖେଳାଳି ମନୋନୀତ

କୋରାପୁଟ,୪।୬(ସ୍ବ.ପ୍ର.): ୬୯ତମ ରାଜ୍ୟ ଦୌଡ଼କୁଦ ପ୍ରତିଯୋଗୀତା ନିମନ୍ତେ କୋରାପୁଟ ଷ୍ଟାଡିୟମଠାରେ ଚାଲିଥିବା ୨ ଦିନିଆ ଖେଳାଳି ଚୟନ ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟରେ ହେବାକୁ ଥିବା…

12 months ago

ଗଜବେଶରେ ଦର୍ଶନ ଦେଲେ ଶ୍ରୀଜିଉ

କେନ୍ଦୁଝର,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ଧୂମ୍‌ଧାମରେ ପାଳିତ ହୋଇଛି। ଶ୍ରୀଜିଉଙ୍କୁ ସକାଳ ପୂଜାର୍ଚ୍ଚନା ପରେ ପହଣ୍ଡି କରି ସ୍ନାନମଣ୍ଡପକୁ ଅଣାଯାଇଥିଲା। ସେଠାରେ ଶ୍ରୀଜିଉଙ୍କୁ…

12 months ago

ହାତୀ କ୍ଷତିଗ୍ରସ୍ତ ପରିବାରକୁ ମିଳୁନି ସରକାରୀ ସହାୟତା

ମୋରଡ଼ା,୪ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟୀ ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି।…

12 months ago

ସ୍ନାନମଣ୍ଡପରେ ପଡ଼ିଲା ରକ୍ତଛିଟା

ପୁରୀ ଅଫିସ,୪ା୬: ରବିବାର ଶ୍ରୀଜିଉଙ୍କ ସ୍ନାନଯାତ୍ରା ଚାଲିଥିବା ବେଳେ ତିନି ତିନୋଟି ଅଘଟଣ ଘଟିଛି। ସକାଳେ ଜଣେ ଭକ୍ତ ମନ୍ଦିର ଭିତରେ ଦର୍ଶନ କରୁଥିବା ବେଳେ ହଠାତ୍‌…

12 months ago

ସିଦ୍ଧ ବଳରାମଜୀଉଙ୍କ ମନ୍ଦିରରେ ଦେବସ୍ନାନ ନିତି ପାଳିତ

ଢେଙ୍କାନାଳ ଅଫିସ,୪।୬: ଢେଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଭୋର ୫:୩୦ ସମୟରେ ପହଣ୍ଡି ଆରମ୍ଭ…

12 months ago

ପୁରୀରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ ଅଫିସ,୪ା୬: ରବିବାର ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଜଣେ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଭକ୍ତ ଜଣକ ରାଜସ୍ଥାନର…

12 months ago

ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିଛି: ରେଳ ମନ୍ତ୍ରୀ

ବାଲେଶ୍ୱର,୪।୬:ବାଲେଶ୍ୱର ବାହାନଗା ଦୁର୍ଘଟଣାର କାରଣ ଜଣାପଡିଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇଲୋକ୍ଟ୍ରନିକ୍‌ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି…

12 months ago

ଆବାସରୁ ବଞ୍ଚିତ୍ତ ଦିବ୍ୟାଙ୍ଗ ଜମ୍ବୁ

ଚମ୍ପୁଆ, ୪।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ଭିନ୍ନକ୍ଷମମାନଙ୍କୁ ସାମାଜିକ ସୁରକ୍ଷାରେ ସାମିଲ କରିବା ପାଇଁ ବିଭିନ୍ନ ଯୋଜନାମାନ କରିଛନ୍ତି। ଅଗ୍ରାଧିକାର ଭିତ୍ତିରେ ଦିବ୍ୟାଙ୍ଗମାନଙ୍କୁ ସହାୟତା ପ୍ରଦାନ ପାଇଁ ବହୁବିଧି…

12 months ago