ଆମ ଜିଲା ଖବର

ଚିଲିକାରେ ଚାଲିଛି ପକ୍ଷୀ ଗଣନା

କୃଷ୍ଣପ୍ରସାଦ,୧୮।୧(କୈଳାଶ ଚନ୍ଦ୍ର ପଟନାୟକ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ ଟା ରୁ ୧୨ ଟା ଯାଏ ଗଣନା କରାଯିବ। ଏଥିପାଇଁ ୫ଟି ରେଞ୍ଜରେ…

4 weeks ago

ହେଉନାହିଁ  ଜବରଦଖଲ ଉଚ୍ଛେଦ: ବଢୁଛି ଟ୍ରାଫିକ ସମସ୍ୟା, ରାଶନ ଦୋକାନୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ…

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): ଦାରିଙ୍ଗବାଡି ଥାନା ଅଧୀନରେ ରହିଥିବା ବ୍ଲକ ଅଫିସ ରୋଡ଼ରେ ଜବର ଦଖଲ ଉଚ୍ଛେଦ ହୋଇନାହିଁ। ବାରମ୍ବାର ଉକ୍ତ ରାସ୍ତାରେ ଦୁର୍ଘଟଣା ବୃଦ୍ଧି ସାଙ୍ଗକୁ ଟ୍ରାଫିକ…

4 weeks ago

ଘରେ ପଶିଲେ, କିଛି କହିବା ପୂର୍ବରୁ ବେକ, କାନକୁ ହାଣି ପକାଇଲେ  

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ଅଭାବନୀୟ ଘଟଣା ଘଟିଛି। କଲୋନୀରେ ରହୁଥିବା…

4 weeks ago

ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ହେଲେ ଦୟା ଶଙ୍କର ଦ୍ୱିବେଦୀ

ଦେବଗଡ,୧୮।୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ ପାଲଲହଡ଼ା କମିଟିର ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦେବଗଡ଼ ସହରର ଯୁବ…

4 weeks ago

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା…

4 weeks ago

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ ୨୦…

4 weeks ago

ଗୌରୀଶଙ୍କର-ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ବାଜି ମାରିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମସ୍ଥିତ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆ ଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ କ୍ଲବ୍‌ ଆନୁକୂଲ୍ୟରେ…

4 weeks ago

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ ସଡକ…

4 weeks ago

ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ ବିଜେଡିରେ…

4 weeks ago

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ…

4 weeks ago