ଆମ ଜିଲା ଖବର

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ ଯାଉଥିବାବେଳେ…

9 months ago

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର ବିୟର…

9 months ago

ଭିନ୍ନମୋଡ ନେଲା ଜାମସର ପୋଖରୀକୁ ଟ୍ରକ ପଶିବା ଘଟଣା: ଦୁର୍ଘଟଣା ରଚିଥିଲେ ଡ୍ରାଇଭର

ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ):ଗତ ନଭେମ୍ବର ୧୭ ତାରିଖ ରାତିରେ ବଲାଙ୍ଗୀର-ବରଗଡ ୨୬ନଂ. ଜାତୀୟ ରାଜପଥ ପୁଇଁତଳା ଥାନା ଅନ୍ତର୍ଗତ ଜାମସର ପୋଖରୀକୁ ଏକ ମାଲ ପରିବହନ ଟ୍ରକ ପଶି…

9 months ago

ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ

ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି,…

9 months ago

ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି

ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍‌ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି। ନଭେମ୍ବର…

9 months ago

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି…

9 months ago

ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି।…

9 months ago

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା…

9 months ago

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ନିଲାନ୍ଦ୍ରି…

9 months ago

ଓଏଏସ ଅଧିକାରୀଙ୍କୁ ଭିଜିଲାନ୍ସ ଅଧିକାରୀ କହି ନେଇଗଲେ ୪ ଲକ୍ଷ, ପରେ…

ବଣାଇଁ,୧୨ା୧୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟରତ ଓଏଏସ ଅଫିସରଙ୍କୁ ଭିଜିଲାନ୍ସର ଧମକ ଦେଇ ଲୁଟ ଚଳାଇଥିବା ୨ଜଣଙ୍କୁ ବଣାଇଁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ…

9 months ago