ଆମ ଜିଲା ଖବର

୨ ସାଙ୍ଗଙ୍କ ସହ ମାଛ ଧରିବାକୁ ଯାଇଥିଲେ, ନାଳରେ ଭାସିଲା ଛାତ୍ରଙ୍କ ମୃତଦେହ; ସନ୍ଦେହରେ…

ପାଟଣା,୨୫।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପୋଷି ପଞ୍ଚାୟତ କେତାଙ୍ଗ ଗ୍ରାମ ନାଳରୁ ମଙ୍ଗଳବାର ଜଣେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଙ୍କ ମୃତଦେହ…

10 months ago

ଦୁର୍ନୀତି ବିରୋଧରେ ଅଭିଯୋଗ କରିବାରୁ ଅଟକାଇ ପିଟିଦେଇଗଲେ ସରପଞ୍ଚଙ୍କ ସ୍ବାମୀ

ପୁରୁଷୋତ୍ତମପୁର,୨୫।୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସମସ୍ୟା ଓ ଦୁର୍ନୀତି ବିରୋଧରେ ଜଣାଇବାରୁ ମରଣାତ୍ମକ ଆକ୍ରମଣ…

10 months ago

‘ଗନ୍ଧମାର୍ଦ୍ଧନ ପାହାଡ଼ରେ ହେବ ରୋପ୍ ୱେ ନିର୍ମାଣ’

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଲୋକସେବା ଭବନରେ ବରଗଡ଼ର ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଗନ୍ଧମାର୍ଦ୍ଧନ ପର୍ଯ୍ୟଟନସ୍ଥଳୀର ବିକାଶ…

10 months ago

ସିମନବାଡ଼ି ସାପ୍ତାହିକ ହାଟର ଦ୍ୱିତୀୟ ପାଳି: ଗ୍ରାହକଙ୍କ ଭିଡ଼, ଶସ୍ତାରେ ମିଳିଲା ପନିପରିବା ସହ…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ସାପ୍ତାହିକ ହାଟର ଦିତୀୟପାଳିରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଉକ୍ତ ହାଟରେ ସ୍ଥାନୀୟ ବ୍ୟବସାୟୀ,…

10 months ago

କାଠ ଗଣ୍ଡି ଓ ଜମି ବିବାଦକୁ ନେଇ ୧୨ ଘଣ୍ଟିଆ ଦାରିଙ୍ଗବାଡି ବନ୍ଦ

ଦାରିଙ୍ଗବାଡି,୨୫।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ବିବାଦୀୟ ଜମ୍‌ରେ ଦୁର୍ଗା ପୂଜା କମିଟି ପକ୍ଷରୁ ନାମଯଜ୍ଞ ଓ ଅମୃତ ମିଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ…

10 months ago

ଡିସେମ୍ବର ୩ରୁ ଖରିଫ ଧାନ କ୍ରୟ ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ

ନୂଆପଡ଼ା,୨୫ା୧୧ (ମକାରୁ ବେମାଲ): ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କ…

10 months ago

ତିଖାଲି ଅଞ୍ଚଳରେ ୩୦ ଟିକିଆ ହାତୀପଲ

ଖଡ଼ିଆଳ,୨୫ା୧୧ (ସୁଜିତ କୁମାର ପ୍ରଧାନ)- ଏକ ୩୦ଟିକିଆ ହାତୀପଲ ପଡ଼ୋଶୀ ରାଜ୍ୟ ଛତିଶଗଡରୁ ସୁନାବେଡ଼ା ଅଭୟାରଣ୍ୟ ଦେଇ ଖଡିଆଳ ବ୍ଲକ ତିଖାଲି ଅଞ୍ଚଳକୁ ପଶିଆସିଥିଲେ। ଏମାନଙ୍କ ମଧ୍ୟରେ…

10 months ago

ନାତି ମୃତ୍ୟୁ ଖବର ଶୁଣୁଶୁଣୁ ଟଳିପଡିଲେ ଜେଜେମା: ଗୋଟିଏ ଜୁଇରେ ଜଳିଲା…

ବଲାଙ୍ଗୀର,୨୫।୧୧(ସୁନିଲ କୁମାର ମହାନ୍ତି): ନାତିର ମୃତ୍ୟୁ ଖବର ଶୁଣି ଜେଜେମା’ଙ୍କ ମୃତ୍ୟୁ। ଗୋଟିଏ ଜୁଇରେ ଜଳିଲା ଦୁଇ ଜଣଙ୍କ ଚିତା। ଏପରି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର…

10 months ago

ଭଞ୍ଜ ଟ୍ରଫି: କୋରାପୁଟକୁ ୩-୨ ଗୋଲରେ ହରାଇଲା ସୁନ୍ଦରଗଡ଼

ଭଞ୍ଜନଗର,୨୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଭଞ୍ଜ ଟ୍ରଫି-୨୦୨୫ ସର୍ବ ଭାରତୀୟ ଟୁର୍ନାମେଣ୍ଟ ଚାଲିଛି। ମଙ୍ଗଳବାର ଦ୍ୱିତୀୟ ମ୍ୟାଚ୍‌ କୋରାପୁଟ ଓ ସୁନ୍ଦରଗଡ଼ ମଧ୍ୟରେ…

10 months ago

ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବଡ଼ ଷଡ଼ଯନ୍ତ୍ର: ସିବିଆଇ ତଦନ୍ତ ପାଇଁ ଦାବି କଲା ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ୍‌

ବଲାଙ୍ଗୀର,୨୫ା୧୧(ସୁନିଲ କୁମାର ମହାନ୍ତି): କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍‌ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍‌ ଫୋରମ ଯାଇ…

10 months ago