ଆମ ଜିଲା ଖବର

ବିଷାକ୍ତ ଛତୁ ଖାଇ ୯ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୨।୪ (ସ୍ବ.ପ୍ର.): ବିଷାକ୍ତ ଛତୁ ଖାଇ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଞ୍ଚାୟତ କଇଁକୁଳା ଗ୍ରାମର ୪ ପରିବାରର ୯ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ…

1 year ago

କମୁଛି ଲୁଣା ନଦୀର ଜଳସ୍ତର

କେନ୍ଦ୍ରାପଡ଼ା ଅଫିସ, ୨।୪: ଗତ ଡିସେମ୍ବରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି ା ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା…

1 year ago

ଯାତ୍ରୀବାହୀ ବସ୍‌ ପୋଡ଼ିଲେ ମାଓବାଦୀ

ମାଲକାନଗିରି,୨।୪(ଡି.ଏନ.ଏ.): ମାଓବାଦୀ କ୍ରମାଗତ ଭାବେ ଛତିଶଗଡ଼ ରାଜ୍ୟରେ ହିଂସା ଘଟାଇ ଚାଲିଛନ୍ତି। ନିକଟରେ ସେମାନେ ରାସ୍ତା କାର୍ଯ୍ୟରେ ନିୟୋଜିତ ଠିକାଦାରଙ୍କ ୧୦ଟି ଗାଡି ପୋଡ଼ିଦେଇଥିଲେ। ଶୁକ୍ରବାର ଏକ…

1 year ago

ମଧୁସୂଦନଙ୍କ ଜନ୍ମପୀଠ, ସଂଗ୍ରହାଳୟ ବିକାଶ ଉପରେ ଗୁରୁତ୍ୱାରୋପ

ସାଲେପୁର,୨।୪(ଡି. ଏନ.ଏ.): ଓଡ଼ିଶା ଦିବସ ଅବସରରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଶନିବାର କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁରରେ ପହଞ୍ଚତ୍ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ…

1 year ago

ଜାଲ୍‌ ସାର୍ଟିଫିକେଟ୍‌: ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/ ଭୁବନେଶ୍ୱର,୨।୪(ବ୍ୟୁରୋ): ବଲାଙ୍ଗୀର ଡାକମଣ୍ଡଳରେ ଚାକିରି ପାଇଁ ଜାଲ୍‌୍‌ ସାର୍ଟିଫିକେଟ୍‌ କାରବାର ଘଟଣା ଧରାପଡ଼ିବା ପରେ ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି ହୋଇଥିଲା। ବିଧାନସଭାରେ ବିରୋଧୀ ଏହି…

1 year ago

ବିନା ଭାତରେ ୨୧ବର୍ଷ

ମାଥିଲି,୨।୪(ଡି.ଏନ.ଏ.): ମାଲକାନଗିରି ଜିଲାରେ ଏପରି ଜଣେ ଯୁବକ ଅଛନ୍ତି ଯିଏ ଜନ୍ମ ହେବାଠାରୁ ଏ ପର୍ଯ୍ୟନ୍ତ ଭାତ ଖାଇନାହାନ୍ତି। କେବଳ ଚୁଡ଼ା ମୁଢ଼ି ଖାଇ ବଞ୍ଚତ୍ଛନ୍ତି। ସେ ହେଲେ…

1 year ago

କୋଟିଆରେ ଧର୍ମେନ୍ଦ୍ର: ଗୋ ବ୍ୟାକ୍‌ ଆନ୍ଧ୍ର

ପଟ୍ଟାଙ୍ଗୀ,୨।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତ କରିଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ…

1 year ago

ମରାମତି ହେଉନି ରାସ୍ତା, ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ

କେନ୍ଦୁଝର,୧ା୪(ସ୍ବ.ପ୍ର.): ସଦର ବ୍ଲକ ଠାକୁର ପାଟଣା-ରାଙ୍କି ରାସ୍ତା ଶୋଚନୀୟ ହୋଇ ପଡ଼ିଥିବାରୁ ଲୋକମାନେ ଯାତାୟାତରେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ରକ୍ଷଣାବେକ୍ଷଣ ଅଭାବରୁ କଂକ୍ରିଟ ରାସ୍ତାର…

1 year ago

ଶ୍ରୀମନ୍ଦିର ପତିତପାବନ ବାନା ଦର ବଢ଼ିଲା

ପୁରୀ ଅଫିସ,୧ା୪ : ଶ୍ରୀମନ୍ଦିର ପତିତପାବନ ଓଲାଗି ବାନା ଦର ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ ବାନା…

1 year ago

ନକଲି ମଦ ପ୍ରସ୍ତୁତ କାରଖାନାରେ ଚଢ଼ାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୪: ଅବକାରୀ ଗୁଇନ୍ଦା ଟିମ୍‌ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଦିଗପହଣ୍ଡି ଥାନା ଅନ୍ତର୍ଗତ କଇଠଖଣ୍ଡି ଛକରେ ପାଟ୍ରୋଲିଂ କରୁଥିଲା। ଏକ ଅଟୋକୁ ଅଟକାଇ…

1 year ago