ଆମ ଜିଲା ଖବର

ଗାଁମୁହାଁ ବନ୍ୟପ୍ରାଣୀ, ବଢୁଛି ଭୟ

ଯୋଡ଼ା/ କେନ୍ଦୁଝର,୭ା୪(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ-ମଣିଷ ଲଢ଼େଇ ପରେ ଏବେ ବାର୍‌ହା-ମଣିଷ ଲଢ଼େଇ ବନ ବିଭାଗ ପାଇଁ ଚିନ୍ତାର ବିଷୟ ହୋଇଛି। ଖାଦ୍ୟ ଅଭାବ ଓ ଜଙ୍ଗଲ…

1 year ago

ଘରୋଇ ବିଦ୍ୟାଳୟ ଆରଟିଇ ନିୟମ ମାନୁନାହାନ୍ତି

ରାଜନଗର,୭ା୪(ଡି.ଏନ.ଏ.): ଶିକ୍ଷା ଅଧିକାର ଆଇନ (ଆରଟିଇ)କୁ ଶିକ୍ଷାକୁ ବ୍ୟବସାୟରେ ପରିଣତ କରିଥିବା କେତେଗୋଟି ଘରୋଇ ବିଦ୍ୟାଳୟ ମାନୁନାହଁାନ୍ତି। ଘରୋଇ ବିଦ୍ୟାଳୟଗୁଡିକରେ ଆର୍ଥତ୍କ ଅନଗ୍ରସର ପିଲାଙ୍କୁ ମାଗଣାରେ ପାଠ…

1 year ago

ଅବ୍ୟବସ୍ଥା ଘେରରେ ମା’ ରାମଚଣ୍ଡୀ ପୀଠ

ମହାକାଳପଡ଼ା,୭ା୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଶକ୍ତିପୀଠ ଦରିଆପାରି ମା’ ରାମଚଣ୍ଡୀଙ୍କ ବିଜେସ୍ଥଳୀ ମହାକାଳପଡ଼ା ବ୍ଲକ ରାମନଗରଠାରେ ଆସନ୍ତା ମହାବିଷୁବ ସଂକ୍ରାନ୍ତିରେ ଝାମୁଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟ ଓ…

1 year ago

ବିଜୁବାବୁ, ନେହେରୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ପାରାଦୀପ,୭।୪(ସ୍ବ.ପ୍ର.): ପାରାଦୀପର ଅଠରବାଙ୍କି ବାଲିପ୍ଲଟ ମାଛ ଗଦିରେ ଥିବା କଳିଙ୍ଗ କର୍ଣ୍ଣଧାର ମତ୍ସ୍ୟଜୀବୀ ସମବାୟ ସମିତି ଘର ଉପରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ…

1 year ago

ସନ୍ଧ୍ୟା ହେଲେ ସହରରେ ଅନ୍ଧାର ଭୟ

ଜଗତ୍‌ସିଂହପୁର ଅଫିସ,୭ା୪: ସନ୍ଧ୍ୟା ହେଲେ ଜଗତ୍‌ସିଂହପୁର ସହରରେ ଲୋକଙ୍କୁ ଅନ୍ଧାରୀ ଭୟ ଘାରୁଛି। କାରଣ ସହରର ପାଖାପାଖି ୬୦୦ ଖୁଣ୍ଟରେ ଏଲ୍‌ଇଡି ଲାଇଟ୍‌ ଜଳୁନି। ରାତିରେ କୌଣସି…

1 year ago

ଯୁଗ୍ମ ତଦନ୍ତ କଲେ ଓଆର୍‌ଏସ୍‌ଏସି,ମାଇନିଂ ଅଫିସର

ନୟାଗଡ଼ ଅଫିସ,୭।୪: ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଗୋତିସାହି ଆରଆଇ ଅଫିସର ପୁଆଣିଆଁସ୍ଥ ଟାଙ୍ଗିରି ପାହାଡ଼ ପଥର ଖଣିକୁୂ ଓଡିଶା ସ୍ପେଶ ଆପ୍ଲିକେଶନ (ଓଆରଏସଏସି)ର ୫ଜଣିଆ ଟିମ୍‌…

1 year ago

ଇଂଲିଶ୍‌ ନୁହେଁ, ଓଡ଼ିଆରେ ଆସିବ ବିଦ୍ୟୁତ୍‌ ବିଲ୍‌

ନୟାଗଡ଼ ଅଫିସ,୭।୪: ବିଦ୍ୟୁତ୍‌ ଗ୍ରାହକଙ୍କ ପାଇଁ ଖୁସି ଖବର । ଏଣିକି ବିଦ୍ୟୁତ୍‌ ବିଲ୍‌ ଆଉ ଇଂଲିଶରେ ନ ଆସି ଓଡିଆରେ ଗ୍ରାହକଙ୍କ ପାଖକୁ ଆସିବ ।…

1 year ago

ଅବକ୍ଷୟମୁଖୀ ଚଇତି ଘୋଡ଼ାନାଚ

ଖଣ୍ଡପଡ଼ା,୭ା୪(ସ୍ବ.ପ୍ର.): ବୃତ୍ତି ସହ ପର୍ବର ସମ୍ପର୍କ ଭିତରେ ଉଜ୍ଜୀବିତ ଆମର ପରମ୍ପରା। କୈବର୍ତ୍ତ ସମ୍ପ୍ରଦାୟର ଲୋକଙ୍କ ଆରାଧ୍ୟ ହେଉଛନ୍ତି ମା’ବାସୁଳୀ। ଘୋଡ଼ାନାଚ ବାସୁଳୀ ପୂଜାର ଅଂଶ ବିଶେଷ।…

1 year ago

ଜୁଲମ କରୁଛି ବିଦ୍ୟୁତ୍‌ ବିଭାଗ, ଉପଭୋକ୍ତା ଅତିଷ୍ଠ

ନୟାଗଡ଼ ଅଫିସ,୬ା୪: ନୟାଗଡ଼ ଜିଲାରେ ବିଦ୍ୟୁତ୍‌ ବିଭାଗର ମନମାନି ବଢ଼ି ଚାଲିଛି। ଏଥିପାଇଁ ଉପଭୋକ୍ତାମାନେ ଆର୍ଥିକ ଓ ମାନସିକସ୍ତରରେ ନିର୍ଯାତିତ ହେଉଛନ୍ତି। ଅଭିଯୋଗ ସତ୍ତ୍ୱେ ପ୍ରତିକାର ପାଇଁ…

1 year ago

ସ୍ଥାପନ ହେବ ନବକୃଷ୍ଣଙ୍କ ଭବ୍ୟ ପ୍ରତିମୂର୍ତ୍ତି

ଅନୁଗୋଳ ଅଫିସ,୭ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ଉଦ୍ୟାନରେ ବିଶିଷ୍ଟ ଗାନ୍ଧିବାଦୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ବିବାଦ ସୃଷ୍ଟି ହେବା…

1 year ago