ଆମ ଜିଲା ଖବର

ହଷ୍ଟେଲରୁ ଇଞ୍ଜିନିୟରିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

କୋରେଇ/ରଗଡ଼ି,୨୯ା୩(ଡି.ଏନ.ଏ.): ମନରେ ଭରି ରହିଥିଲା ଅମାପ ସ୍ବପ୍ନ। ଜଣେ ଭଲ ଇଞ୍ଜିନିୟର ହୋଇ ପରିବାରର ଆର୍ଥିକ ଅନଟନକୁ ଦୂର କରିବେ ବୋଲି ସେ ବହୁ ଆଶା ବାନ୍ଧିଥିଲେ…

1 year ago

ମଧ୍ୟାହ୍ନଭୋଜନ ଖାଉନାହାନ୍ତି ଛାତ୍ରୀଛାତ୍ର

ରଘୁନାଥପୁର,୨୯ା୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ଉନ୍ନତି ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଏଠାରେ ମାଗଣାରେ ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ପାଠପଢା ବହି…

1 year ago

ମଧ୍ୟାହ୍ନଭୋଜନ ବାକିରେ ଚାଲିଛି

ରାଜନଗର,୨୯ା୩(ଡି.ଏନ.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ବିଦ୍ୟାଳୟରେ ପାଠ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ସରକାର ମଧ୍ୟାହ୍ନଭୋଜନ ଯୋଗାଇ ଦେଉଛନ୍ତି। ସରକାର ବିଦ୍ୟାଳୟ ପଏଣ୍ଟରେ ଚାଉଳ ପହଞ୍ଚାଇ ଦେଉଥିବା…

1 year ago

୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା/ଖଇରପୁଟ,୨୯ା୩ (ଡି.ଏନ୍‌.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ମଙ୍ଗଳବାର ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ ସେମାନଙ୍କ…

1 year ago

ପ୍ରଥମ ଦିନରେ ଧରାହେଲେ ୮୪ ନାବାଳକ

କଟକ ଅଫିସ୍‌,୨୯ା୩: ରାଜ୍ୟରେ ଦୁର୍ଘଟଣା ରୋକିବାକୁ ମଙ୍ଗଳବାରଠାରୁ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହୋଇଛି। ପରିବହନ ବିଭାଗର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଏବଂ ପୋଲିସର ମିଳିତ ସହଯୋଗରେ ରାଜ୍ୟର ବିଭିନ୍ନ…

1 year ago

ମାଟି ଅତଡ଼ା ଧସି ୨ ମୃତ, ୨ ଗୁରୁତର

କୋରାପୁଟ/ନନ୍ଦପୁର,୨୯ା୩ (ସ୍ବ.ପ୍ର): ଘର ଲିପାପୋଛା ପାଇଁ ଆବଶ୍ୟକ ମାଟି ସଂଗ୍ରହ କରୁଥିବା ୪ ମହିଳାଙ୍କ ଉପରେ ଅତଡ଼ା ଧସିଯାଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର…

1 year ago

ପୁରୀରେ ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ପୁରୀ ଅଫିସ,୨୯ା୩: ପୁରୀ ରେଳ ଷ୍ଟେଶନ ନିକଟରେ ସୋମବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଗୁଣପୁର-ପୁରୀ ଏକ୍ସପ୍ରେସ ଟ୍ରେନଟି ସଂଟିଙ୍ଗ କରୁଥିବା ସମୟରେ ଦୁଇଟି ବଗି ଲାଇନ୍‌ଚ୍ୟୁତ…

1 year ago

୫ରେ ବାସୁଦେବପୁର ବ୍ଲକ ଅଫିସ ଘେରିବେ ଗାଁସାଥୀ

ଭଦ୍ରକ ଅଫିସ,୨୮।୩- ଗାଁସାଥୀ (ମେଟ୍‌) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର ଭଦ୍ରକ ଜିଲା ଶାଖା ପକ୍ଷରୁ ସ୍ଥାନୀୟ ସୀତାରାମ କଲ୍ୟାଣ ମଣ୍ଡପଠାରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ…

1 year ago

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ଅକ୍ଟୋବର ସୁଦ୍ଧା ସରିବ କାର୍ଯ୍ୟ

ଧାମନଗର,୨୮।୩ (ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ସାମିଲ ହେଇଥିବା ଭଦ୍ରକ ଜିଲାର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

1 year ago

ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ

ରୂପସା, ୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗୁତୁଡ଼ିହା ଗ୍ରାମର ଏକ ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।…

1 year ago