ଆମ ଜିଲା ଖବର

ବାବନ୍ଧରେ ମାଈହାତୀ ମୃତ

ଢେଙ୍କାନାଳ ଅଫିସ, ୬ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅଧୀନ ବାବନ୍ଧ ସାନସାହି ଗ୍ରାମ୍ୟ ଜଙ୍ଗଲରେ ବୁଧବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ଉକ୍ତ ହାତୀ କିଛିଦିନ…

1 year ago

ବାର୍‌ହା ଆକ୍ରମଣରେ ୪ ଗୁରୁତର

କେନ୍ଦୁଝର,୫ା୪(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାମେବାରୀ ସେକ୍ସନ ଜଜାଙ୍ଗ ପାଚେରୀ ସାହିରେ ବୁଧବାର ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ…

1 year ago

ଅଟୋ ଓଲଟି ମୃତ୍ୟୁ ଘଟଣା: ଅଟୋ ମଡ଼ାଇ ମାରିଦେବା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ

ନିରାକାରପୁର,୫ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ତାଳପଡ଼ାଠାରେ ଏକ ମାଲ୍‌ବାହୀ ଅଟୋ ରାସ୍ତା ଉପରୁ ବିଲ ମଧ୍ୟକୁ ଖସିଯିବାରୁ ନିରାକାରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ରବୀନ୍ଦ୍ର…

1 year ago

ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଅଲଗା ହେଲା ମୁଣ୍ଡଗଣ୍ଡି

କୋରାପୁଟ,୫ା୪(ସ୍ବ.ପ୍ର.): କୋରାପୁଟ ଓଏମ୍‌ପି ପେଟ୍ରୋଲ ପମ୍ପ୍‌ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଆନ୍ଧ୍ରରୁ ଜୟପୁର ଯାଉଥିବା ଏକ ଟ୍ରକ୍‌ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ…

1 year ago

ଝଡ଼ବର୍ଷାରେ ଭାଙ୍ଗିଲା ବଡ଼ବଡ଼ ଗଛ

ରାୟଗଡ଼ା,୫ା୪(ସ୍ବ.ପ୍ର.): ଅଦିନିଆ ଝଡ଼ବର୍ଷା ଯୋଗୁ ରାୟଗଡ଼ା ସହର ରାସ୍ତାରେ ବଡ଼ବଡ଼ ଗଛ ଭାଙ୍ଗିପଡ଼ିଛି। ବୁଧବାର ସନ୍ଧ୍ୟାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ହେବାରୁ ସହରର ରିଙ୍ଗ୍‌ରୋଡସ୍ଥିତ ୟୁଜିଏମଆଇଟି…

1 year ago

ଭାଇଙ୍କୁ ପିଟି ହତ୍ୟା କଲେ ଭାଇ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ପଛପାଖରେ ଥିବା ରାଜୀବ ଆବାସ ଯୋଜନା ଘରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନଭାଇଙ୍କୁ ଡମ୍ବଲ୍ସ(ବାୟାମ ଲୁହା)ରେ ଛେଚି ମଝିଆ…

1 year ago

ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଦଣ୍ଡାଦେଶ, ଏମ୍‌ପି ପଦ ରଦ୍ଦ ନେଇ ଗର୍ଜିଲେ ଜୟଦେବ

ଆନନ୍ଦପୁର,୫ା୪(ସ୍ବ.ପ୍ର.): ପୁରୁଣା ମାମଲାର ବିଚାର କରି ରାହୁଲ ଗାନ୍ଧୀଙ୍କୁ ସର୍ବାଧିକ ଦୁଇ ବର୍ଷର ଦଣ୍ଡାଦେଶ ଓ ୨୪ ଘଣ୍ଟା ମଧ୍ୟରେ ଏମ୍‌ପି ପଦ ରଦ୍ଦ କରିବା ଘଟଣାକୁ…

1 year ago

ମନ୍ଦିର ପରିଚାଳନା କମିଟିକୁ ନେଇ ବିବାଦ

ଆନନ୍ଦପୁର,୫ା୪(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଫକୀରପୁରଠାରେ ଥିବା ବାଲୁଙ୍କେଶ୍ୱର ମନ୍ଦିରର ନୂତନ ପରିଚାଳନା କମିଟିକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଦୀର୍ଘ ୨୦ ବର୍ଷ ପରେ ଗଠିତ…

1 year ago

୪୭ ଗ୍ରାମ ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ନୟାଗଡ଼ ଅଫିସ, ୫।୪:ନୟାଗଡ଼ ଅବକାରୀ ବିଭାଗର କର୍ମଚାରୀମାନେ ବୁଧବାର ଇଟାମାଟି ପାଇକସାହିର ଦଣ୍ଡପାଣି ପ୍ରଧାନଙ୍କୁ ଇଟାମାଟି ଫିଲ୍ମ ହଲ ନିକଟରୁ ଗିରଫ କରି ୪୭ ଗ୍ରାମ ବ୍ରାଉନ…

1 year ago

ବ୍ୟାଙ୍କ ନିକଟରୁ ଲୁଟ୍‌ ଘଟଣା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ୍‌, ୬ ଗିରଫ

ଫୁଲବାଣୀ ଅଫିସ,୫ା୪: ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍‌ ଘଟଣାରେ କନ୍ଧମାଳ ଜିଲା ପୋଲିସ କଳାହାଣ୍ଡି ପୋଲିସ ସହାୟତାରେ…

1 year ago