ଆମ ଜିଲା ଖବର

ବିଜ୍ଞାନ ପରୀକ୍ଷାରେ ୧୭,୬୬୧ ଛାତ୍ରୀଛାତ୍ର ଅନୁପସ୍ଥିତ

କଟକ ଅଫିସ,୧୭ା୩:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷାର ଗୁରୁବାର ଛାତ୍ରୀଛାତ୍ର ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ତେବେ ଏହି ପରୀକ୍ଷାରେ…

1 year ago

ଝିଅର ମୃତଦେହ ଆଣିବା ପାଇଁ ଭିକ୍ଷା ମାଗିଲେ ବାପା

ପିପିଲି,୧୭।୩(ସ୍ବ.ପ୍ର.):ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ବେଣାଗାଁ ଅଞ୍ଚଳର ଗଜେନ୍ଦ୍ର ହରିଚନ୍ଦନଙ୍କ କ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଗଜେନ୍ଦ୍ରଙ୍କ ଝିଅ ସୁମିତ୍ରାଙ୍କୁ ଅପହରଣ କରି ପରେ…

1 year ago

‘ରତ୍ନଭଣ୍ଡାର ପ୍ରସଙ୍ଗରେ ଜାଣିଶୁଣି ପଛଘୁଞ୍ଚା ଦେଉଛି ପ୍ରଶାସନ’

ପୁରୀ ଅଫିସ,୧୭ା୩: ରତ୍ନଭଣ୍ଡାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଶ୍ରୀମନ୍ଦିର ପ୍ରଶାସନ ଗୁରୁବାର ସତ୍ୟପାଠ ଦାଖଲ କରିନାହିଁ। ରତ୍ନଭଣ୍ଡାର ପ୍ରସଙ୍ଗରୁ ଶ୍ରୀମନ୍ଦିର ପ୍ରଶାସନ ଜାଣିଶୁଣି ଦୂରେଇ ରହିବାକୁ…

1 year ago

ଶିଳ୍ପୀ ଅଶୋକଙ୍କ ଅଭିନବ କଳାକୃତି

ପୁରୀ ଅଫିସ ୧୭ା୩: ଜାତୀୟ ପୁରସ୍କାରପ୍ରାପ୍ତ ଶିଳ୍ପୀ ଅଶୋକ ମହାପାତ୍ର ଏକ ଅଭିନବ କଳାକୃତି ନିର୍ମାଣ କରିଛନ୍ତି। ସେ କାଠରେ କାରୁକାର୍ଯ୍ୟ ନିର୍ମାଣ କରି ୨୦୦୩ରେ ଜାତୀୟ…

1 year ago

ଉଦ୍‌ଘାଟନର ୮ଦିନରେ ଭାଙ୍ଗିପଡ଼ିଲା ଡ୍ରେନ

ଚୌଦ୍ୱାର/ମଙ୍ଗୁଳି-ଜଗତ୍‌ପୁର (ଡି.ଏନ୍‌.ଏ.)୧୭।୩: ଚୌଦ୍ୱାର ପୌରପାଳିକା ଅଧୀନ ୧୯ନମ୍ବର ୱାର୍ଡ ହାଉସିଂ ବୋର୍ଡ କଲୋନୀରେ ଗତ ୮ଦିନ ତଳେ ଉଦ୍‌ଘାଟିତ ହୋଇଥିବା ଏକ ଡ୍ରେନ୍‌ ଏବଂ ଏଥିରେ ପକାଯାଇଥିବା…

1 year ago

ସ୍କୁଲ କମିଟି ସଭାପତିଙ୍କୁ ଚାପୁଡ଼ା ମାରିଲେ ବିଡିଓ

ଭଦ୍ରକ ଅଫିସ/ ବନ୍ତ,୧୭।୩ (ଡି.ଏନ.ଏ):ସ୍କୁଲ ପରିଚାଳନା କମିଟି ସଭାପତିକୁ ଚାପୁଡ଼ା ମାରିଲେ ବିଡିଓ। ସ୍କୁଲରେ ୫-ଟି କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ବ୍ଲକ ପ୍ରଶାସନ ଆସିଥିବା…

1 year ago

ମାଟ୍ରିକ୍‌ ପରୀକ୍ଷା କେନ୍ଦ୍ରର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଭାପୁର/ଖଣ୍ଡପଡ଼ା,୧୭ା୩(ଡି.ଏନ୍‌.ଏ.): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଖୋଲାରଖି ପରୀକ୍ଷା ପରିଚାଳନା କରିବା ଦାୟିତ୍ୱରେ ଥିବା ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ମହଙ୍ଗା ପଡ଼ିଛି। ଏଥିପାଇଁ ନୟାଗଡ଼ ଜିଲା…

1 year ago

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଅପହରଣ ଉଦ୍ୟମ

ପଟ୍ଟାମୁଣ୍ଡାଇ, ୧୭ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଛାତ୍ରୀ କାର କାଚ ଭାଙ୍ଗି ଅପହରଣକାରୀଙ୍କ କବଳରୁ ଖସି ଆସିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ…

1 year ago

ବଲିଉଡ୍‌ରେ କେନ୍ଦୁଝର ଝିଅ ୟୁବିକା

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ୟୁବିକା ବ୍ରହ୍ମ ବଲିଉଡ୍‌ ଜ୍ୱିଗାଟୋ ଚଳଚ୍ଚିତ୍ରରେ ଅଭିନୟ କରୁଛନ୍ତି। ଏହି ଚଳଚ୍ଚିତ୍ର ଶୁକ୍ରବାର…

1 year ago

ମାଟ୍ରିକ ପରୀକ୍ଷା ବେଳେ ଛାତ୍ରଙ୍କ ମୃତ୍ୟୁ

ଦାମନଯୋଡ଼ି, ୧୭ା୩(ଡି.ଏନ.ଏ.):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବେଳେ ଦାମନଯୋଡି ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ଜଣେ…

1 year ago