ଆମ ଜିଲା ଖବର

ଗଡଜାତ ଅଞ୍ଚଳର ଖଣ୍ଡାବସା ପର୍ବ: ଚଳଚଞ୍ଚଳ ଗାଁଠାରୁ ସହର

ଥୁଆମୂଳ ରାମପୁର,୨୨।୯(ଦୁର୍ଗା କୀର୍ତ୍ତି ): ଉତ୍ସବ ମୁଖରିତ ହୋଇପଡିଛି ଥୁଆମୂଳ ରାମପୁର l ଆଜିଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଦଶଭୁଜା ମହାମାୟୀ ମା’ ମାଣିକେଶ୍ବରୀ। କଳାହାଣ୍ଡି ଜିଲା…

1 year ago

ଗାଁ ଗାଁରେ ବିକ୍ରି ହେଉଛି ଦେଶୀ-ବିଦେଶୀ ମଦ: ନୀରବଦ୍ରଷ୍ଟା ସାଜିଛି ଅବକାରୀ ବିଭାଗ

ଅମରପାଲି,୨୨/୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳରେ ବ୍ୟାପକ ଦେଶୀ ବିଦେଶୀ ମଦ ବିକ୍ରି ହେଉଛି। ଅବକାରୀ ବିଭାଗ ସବୁ ଜାଣି ଚୁପ ରହୁଛି।…

1 year ago

ଟ୍ରକ୍‌ ପାର୍କିଂ ନିର୍ମାଣକୁ ବିରୋଧ: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବାନ୍ଦେନଟିକ୍ରା ନିକଟରେ ଟ୍ରକ ପାର୍କିଂ ନିର୍ମାଣକୁ ନେଇ ବିରୋଧ ତେଜି ଉଠିଛି। ଏହି କ୍ରମରେ ରବିବାର ବାନ୍ଦେନଟିକ୍ରା ଗ୍ରାମବାସୀ ବରଗଡ଼ ପାଣିଛତର…

1 year ago

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଛକରୁ ସିନ୍ଧିବାହାଳୀ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଥିଲେ ମଧ୍ୟ ପ୍ରଶାସନ ନ ଶୁଣିବାରୁ ଶେଷରେ ଅଞ୍ଚଳବାସୀ ନିଜସ୍ବ…

1 year ago

ଲୋକଙ୍କ ଜୀବନ ସହ ଖେଳୁଛି ଆଇପିଏଲ୍‌: ଭୟରେ ଲୋକେ

ଭବାନୀପାଟଣା,୨୨ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଥିବା ଆଇପିଏଲ୍‌ (ଇଣ୍ଡିଆନ ପଟାସ୍‌ ଲିମିଟେଡ) କମ୍ପାନୀ ସ୍ଥାନୀୟ ଲୋକଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହୋଇଛି।…

1 year ago

ନୂଆପଡ଼ାକୁ ଥରେ କି ଦୁଇଥର ନୁହେଁ, ବାରମ୍ବାର ଆସିବି: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆପଡ଼ା, ୨୨ା୯ (ରବିନାରାୟଣ ଜେନା/ ମକାରୁ ବେମାଲ):ନୂଆପଡ଼ାକୁ ଥରେ କି ଦୁଇଥର ନୁହେଁ, ବାରମ୍ବାର ଆସିବି। ନୂଆପଡ଼ାର ସର୍ବାଙ୍ଗୀନ ବିକାଶ ମୋର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ…

1 year ago

ଶୈଳପୁତ୍ରୀ ବେଶରେ ମା’ ସମଲେଶରୀ: ମନ୍ଦିରରେ ଭକ୍ତଙ୍କ ସମାଗମ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ସୋମବାର ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶରୀ ମନ୍ଦିରରେ…

1 year ago

ଡଙ୍ଗାରେ ବଜ୍ରପାତ: ବାପ ମୃତ, ପୁଅ ନିଖୋଜ

ମହାକାଳପଡ଼ା,୨୧ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ତନ୍ତିଆପାଳ ଗ୍ରାମର ବିଜୟ ପରିଡ଼ା (୪୭) ପୁଅଙ୍କ ସହ ସମୁଦ୍ରକୁ…

1 year ago

ଭୋପାଳରେ ନୂଆଁଖାଇ ଭେଟଘାଟ: ନାଚଗୀତରେ ମସଗୁଲ ହେଲେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ପରିବାର ଭୋପାଳ ପକ୍ଷରୁ ରବିବାର ୧୨ତମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୁଦୁର ଭୋପାଳରେ ରହୁଥିବା ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ବେଶ…

1 year ago

ଗଞ୍ଜାମରେ ଜମିଲାଣି ଜୁଆଖେଳ: ୨୦ ଗିରଫ

ବେଲଗୁଣ୍ଠା/ ଜଗନ୍ନାଥ ପ୍ରସାଦ,୨୧ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ/ ବିଭୂ ପ୍ରସାଦ ପଟ୍ଟନାୟକ): ପାର୍ବଣ ଋତୁର ଆଗମନରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଜୁଆଖେଳ ଆସର ଜମିଲାଣି। ଏପରି ପରିସ୍ଥିତିରେ…

1 year ago