ଆମ ଜିଲା ଖବର

ଭିତ୍ତିଭୂମି ନାହିଁ, ୟୁଏଏସ ନାହିଁ: ବିଇଓ ଅଫିସ ଆଗରେ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ

ଥୁଆମୂଳ ରାମପୁର,୧।୮(ଦୁର୍ଗା କୀର୍ତ୍ତି): ବିଦ୍ୟାଳୟରେ ଆବଶ୍ୟକୀୟ ଭିତ୍ତିଭୂମି ନ ଥାଇ ୟୁ.ଏ.ଏସ ଲାଗୁ କରିବା ବିଭାଗୀୟ ଦୂରଦୃଷ୍ଟି ଅଭାବ ବୋଲି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ…

1 year ago

ସ୍ତ୍ରୀଙ୍କ ଶରୀରରେ କିରୋସିନ ଢାଳି ହତ୍ୟା କଲେ ନିଷ୍ଠୁର ସ୍ବାମୀ

ଦେବଗଡ,୧।୮(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ଅନ୍ତର୍ଗତ ରେଙ୍ଗାଳି ଗ୍ରାମରେ ସ୍ତ୍ରୀ ଶରୀରରେ କିରୋସିନ ଢାଳି ନିଆଁ ଲଗାଇବା ସହ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି ।…

1 year ago

ଯୌନ ନିର୍ଯାତନା ବିରୋଧରେ ସଚେତନତା ଜରୁରୀ

ଥୁଆମୂଳ ରାମପୁର,୧ା୮ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦରସ୍ଥିତ ମା’ ମାଣିକେଶ୍ୱରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟଠାରେ ଗୁରୁବାର ତାଲୁକ ଆଇନସେବା କମିଟି ଅଧ୍ୟକ୍ଷ ତଥା ଜେଏମ୍‌ଏଫ୍‌ସି…

1 year ago

ଧରିତ୍ରୀ ପ୍ରଭାବ: ଜେଜେମା’, ନାତୁଣୀଙ୍କ ଘରେ ପହଞ୍ଚିଲା ପ୍ରଶାସନ

ନୂଆପଡ଼ା,୧ା୮ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କେନ୍ଦୁବାହାରା ପଞ୍ଚାୟତ ସନବାହାଲି ଗାଁରେ ଅସହାୟ ଜେଜେମା’ଙ୍କ ନାତୁଣୀଙ୍କ ଭବିଷ୍ୟତ ଚିନ୍ତା ଶୀର୍ଷକ ଖବର ଧରିତ୍ରୀରେ ସୋମବାର ପ୍ରକାଶିତ ହେଲା…

1 year ago

ପାଣିଘେରରେ ତେରେସିଂହା ବସ୍ତି ସ୍କୁଲ

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣିଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ…

1 year ago

ଦିଗମ୍ବର ଠେଲାଙ୍କ ସ୍ବପ୍ନ ସାକାର: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୪ ମାସରେ କଲେ ଗୃହ ନିର୍ମାଣ

ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋରବୋର୍ଡା ପଞ୍ଚାୟତ ଅନ୍ତର୍ଗତ ଫପସୀ ଗ୍ରାମର ଦିଗମ୍ବର ଠେଲା ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ପାଇ ୪ ମାସ…

1 year ago

ସରକାରଙ୍କ ନୂଆନୀତିକୁ ବିରୋଧ, ଆଜି ଆନ୍ଦୋଳନ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ଖରିଫ ଧାନବିକ୍ରି ପାଇଁ ଏଥର ରାଜ୍ୟ ସରକାର ନୂଆନୀତି ଆଣିଛନ୍ତି। ସରକାରଙ୍କ ଏହି ନୀତି ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଗୋଟିଏ ପଟେ ଏହି ନୀତି…

1 year ago

୧୪ ଦିନ ରଖି ନାବାଳିକାଙ୍କୁ ବଳାତ୍କାର

ସୁନ୍ଦରଗଡ଼,୩୧।୭: ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରେ ପ୍ରାୟ ୧୪ ଦିନ ରଖି ଜଣେ ନାବାଳିକାଙ୍କୁ ବଳାତ୍କାର…

1 year ago

ଦାୟିତ୍ୱ ଗ୍ରହଣର ୩ ଦିନ ପରେ କୋଟିଆରେ ପହଞ୍ଚିଲେ ନୂତନ ଜିଲାପାଳ: ତଦାରଖ କଲେ ଉନ୍ନୟନମୂଳକ କାର୍ଯ୍ୟ

ପଟ୍ଟାଙ୍ଗି,୩୧।୭(ଶରତ କୁମାର ଧଳ): କୋରାପୁଟ ଜିଲାକୁ ବଦଳି ହୋଇ ଆସିଥିବା ମନୋଜ ସତ୍ୟବାନ ମହାଜନ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବାର ୩ଦିନ ପରେ ଗୁରୁବାର ହଟାତ୍‌…

1 year ago

ପୁଣି ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଲେ କଲେଜର ଡାଟା ଏଣ୍ଟ୍ରି ଅପରେଟର, ସହଯୋଗ କରୁଥିଲେ ଅଧ୍ୟାପକ

ଦିଗପହଣ୍ଡି,୩୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଏକ କଲେଜର ଜଣେ ଯୁକ୍ତ ୨ ଦ୍ୱିତୀୟବର୍ଷ ବିଜ୍ଞାନ ଛାତ୍ରୀଙ୍କୁ ସେହି କଲେଜର ଜଣେ ଡାଟା ଏଣ୍ଟ୍ରି…

1 year ago