ଆମ ଜିଲା ଖବର

ପୁଣି ଭାଙ୍ଗିଲା ଇନ୍ଦ୍ରାବତୀ ବାମ କେନାଲ, ୩୦ ଫୁଟର ଘାଇ

ଭବାନୀପାଟଣା,୨୨ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ପୁଣି ଘାଇ ସୃଷ୍ଟି ହୋଇଛି। ଏହି ଘାଇଟି ଗୁନଗୁନିଆ ଡିଷ୍ଟ୍ରିବ୍ୟୁଟାରି କେନାଲର ରେଙ୍ଗାଲପାଲି ଗାଁ ନିକଟରେ ହୋଇଛି। ପ୍ରାୟ…

1 year ago

ପାଇପ୍‌ ଲାଇନ୍‌ ବିଛାଯିବାକୁ ଖୋଳାଯାଇଥିଲା ଗାତ: ବାଇକ୍‌ ସହ ପଡ଼ି ଆଖି ବୁଜିଲେ ବ୍ୟକ୍ତି

ଖମାର,୨୨।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଅନ୍ତର୍ଗତ ଗହମଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଠିକା ସଂସ୍ଥା ଦ୍ୱାରା ରାସ୍ତା କଡରେ ଖୋଳାଯାଇଥିବା…

1 year ago

୨୧୧ ନିର୍ମାଣ ଶ୍ରମିକଙ୍କୁ ମିଳିଲା ୧.୭୯ କୋଟି

ସୋନପୁର,୨୨।୧(ନି.ପ୍ର.):  ସୁବର୍ଣ୍ଣପୁର ଜିଲା ଶ୍ରମ ବିଭାଗ ପକ୍ଷରୁ ସୋନପୁର ନୂତନ ଟାଉନ ହଲ ପରିସରରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଶନିବାର ଆୟୋଜିତ ହୋଇଯାଇଛି। ଓଡିଶା…

1 year ago

ସ୍କୁଲ ବ୍ୟାଗ୍‌ରେ ନେଉଥିଲେ ଗଞ୍ଜେଇ, ଧରିଲା ପୋଲିସ

କୋରାପୁଟ,୨୨।୧(ସ୍ବ.ପ୍ର.): କୋରାପୁଟ ଜିଲାର ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ବ୍ୟାପକ ଭାବେ ଗଞ୍ଜେଇ ଚାଷ ହୋଇଥାଏ। ଏହାକୁ ବାହାର ରାଜ୍ୟକୁ ଚାଲାଣ ପାଇଁ ଗଞ୍ଜେଇ ଚାଲାଣକାରୀମାନେ ବିଭିନ୍ନ ସମୟରେ…

1 year ago

ଭିିତରେ ସଂଗ୍ରହ, ବାହାରେ କୁଢ଼ କୁଢ଼ ଆବର୍ଜନା

ବ୍ରହ୍ମପୁର ଅଫିସ,୨୨।୧: ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର ଲକ୍ଷ୍ୟରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି କ୍ରମରେ ଗତ ବର୍ଷ…

1 year ago

ରୋମାଞ୍ଚ ଭରିଲେ ଅର୍ଚ୍ଚିତା, ସବ୍ୟସାଚୀ

ପାରଳାଖେମୁଣ୍ଡି, ୨୧ା୧ (ଡି.ଏନ୍‌.ଏ) : ଗଜପତି ଜିଲାର କଳା, ସଂସ୍କୃତି, ଐତିହ୍ୟ ଓ ସମୃଦ୍ଧି ପରମ୍ପରାର ସମାରୋହ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳାର ଶନିବାର ଚତୁର୍ଥ…

1 year ago

ଛତୁ ଚାଷ ଦେଇଛି ନୂଆ ପରିଚୟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୨।୧: ଗ୍ରାମାଞ୍ଚଳରେ ଅନେକ ସ୍ବୟଂ ସହାୟିକା ଗୋଷ୍ଠି ଅଛନ୍ତି ା ହେଲେ ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ନିଜ ଅଞ୍ଚଳରେ ନାଁ କମେଇବା ସହ…

1 year ago

‘ଯାତ୍ରା ଗୀତ ଲେଖିବା କଷ୍ଟକର’

ଜଗତ୍‌ସିଂହପୁର ଅଫିସ,୨୨।୧: ‘ଚିରିଦେବା ଆଗରୁ ଚିଠି ଥରେ ପଢ଼ି ଦେଖ, ଭୁଲିଯିବା ଆଗରୁ ଆଉଥରେ ଭାବି ଦେଖ’, ଏହି ଲୋକାଦୃତ ସଙ୍ଗୀତ ଯେତେବେଳେ ଛକ, ବଜାରରେ ବାଜିଉଠେ ସେତେବେଳେ…

1 year ago

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୨।୧: କଟ୍‌ନୀ ଛଟ୍‌ନୀ ଓ ଅନ୍ୟ ସମସ୍ୟାକୁ ନେଇ ନବ ନିର୍ମାଣ କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲା। ସେହିପରି…

1 year ago

ମଧ୍ୟାହ୍ନଭୋଜନ ଖାଇ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ଭାଲୁଘର ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୧୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ।…

1 year ago