ଆମ ଜିଲା ଖବର

ଗଞ୍ଜାମରେ ଚାଞ୍ଚଲ୍ୟ: ଅପହରଣର ମାସେ ପରେ ମିଳିଲା ଛାତ୍ରୀଙ୍କ କଙ୍କାଳ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାନ୍ତ ଚକାପାଦ ଥାନା ଅଧୀନ ଗସମା ଜଙ୍ଗଲରୁ ରବିବାର ଜଣେ ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ କଙ୍କାଳ ରବିବାର ଉଦ୍ଧାର ହୋଇଛି।…

1 year ago

ଅଗ୍ନି ବିପନ୍ନଙ୍କୁ ସହାୟତା ଦେଲା ବିପଦର ବନ୍ଧୁ

ଭଞ୍ଜନଗର,୨୯ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ବାରୁଡ଼ା ପଞ୍ଚାୟତ ଗୁଜୁରାଳୀ ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୨ଟି ପରିବାରର ସମସ୍ତ ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି।…

1 year ago

ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି 

ପୁରୀ,୨୯ା୬(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ…

1 year ago

ପୁରୀ ଅଘଟଣ ପରେ ସ୍ଥଗିତ ହେଲା ଭାଜପା ରାଜ୍ୟ ସଭାପତି ନିର୍ବାଚନ

ଭୁବନେଶ୍ୱର,୨୯।୬: ନିର୍ବାଚନ ଅଧିକାରୀ ତଥା ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ…

1 year ago

କାଲି ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୯ା୬(ଅଜିତ୍‌ କୁମାର ମହାନ୍ତି): ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ…

1 year ago

ଆଡ଼ପ ମଣ୍ଡପ ବିଜେ ଆରମ୍ଭ

ପୁରୀ,୨୯।୬: ଆରମ୍ଭ ହେଲା ଶ୍ରୀଜିଉଙ୍କ ଆଡ଼ପ ମଣ୍ଡପ ବିଜେ। ସେବକମାନେ ବିଜେ ପ୍ରତିମା ପ୍ରଭୁ ଶ୍ରୀ ମଦନମୋହନ ଏବଂ ରାମକୃଷ୍ଣଙ୍କୁ ଭକ୍ତିମୟ ପରିବେଶ ମଧ୍ୟରେ ରଥରୁ ଶ୍ରୀଗୁଣ୍ଡିଚା…

1 year ago

ବୁଢ଼ାବଳଙ୍ଗରେ ବନ୍ୟା ଆଶଙ୍କା: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ବିଧାୟକ

ବୈଶିଙ୍ଗା,୨୯।୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅଞ୍ଚଳରେ ପ୍ରବାହିତ ହେଉଥିବା ବୁଢ଼ାବଳଙ୍ଗ ନଦୀର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଥିବାରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଆଶଙ୍କା…

1 year ago

ପୁରୀ ଶରଧାବାଲି ଦଳାଚକଟା ଘଟଣା: ଏକ ମାସ ମଧ୍ୟରେ ସରିବ ତଦନ୍ତ, ଦୋଷୀଙ୍କୁ ମିଳିବ କଠୋର ଦଣ୍ଡ

ପୁରୀ,୨୯।୬: ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

1 year ago

ଶ୍ରୀଜିଉଙ୍କ ଆଡ଼ପ ମଣ୍ଡପ ବିଜେ ଦେଖିବାକୁ ଶରଧାବାଲିରେ ପ୍ରବଳ ଭିଡ଼

ପୁରୀ,୨୯।୬: କିଛି ସମୟ ପରେ ଶ୍ରୀଜିଉ ଆଡ଼ପ ମଣ୍ଡପ ବିଜେ କରିବେ। ଗୋଟି ପହଣ୍ଡିରେ ଜନ୍ମବେଦୀକୁ ଯିବେ ଶ୍ରୀଜିଉ। ପ୍ରଥମେ ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀସୁଦର୍ଶନ।…

1 year ago

ଦଳାଚକଟା ପରେ ତତ୍ପର ସରକାର: ବରିଷ୍ଠ ଅଧିକାରୀଙ୍କୁ ପୋଲିସ ପରିଚାଳନା ଦାୟିତ୍ୱ

କଟକ, ୨୯ା୬: ରାଜ୍ୟ ପୋଲିସ ମୁଖ୍ୟାଳୟ ଦ୍ୱାରା ଜାରି ଏକ ନିର୍ଦ୍ଦେଶନାମାରେ ଏଡିଜି (ADG) ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ପୋଲିସ ପରିଚାଳନାର ନୂଆ ଦାୟିତ୍ୱ ଦିଆଯାଇଛି। ସେ ଚଳିତ…

1 year ago