ଆମ ଜିଲା ଖବର

ଜୋର ଧରିଲାଣି ଆବାସ ତାତି

ସୋନପୁର,୨୩।୧(ନି.ପ୍ର.):ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାକୁ ନେଇ ସବୁଠି ଅସନ୍ତୋଷ ତେଜିବାରେ ଲାଗିଛି। କିଏ ବ୍ଲକ ଆଗରେ ତ କିଏ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗପତ୍ର ଧରି ପ୍ରତିବାଦ ଜଣାଉଛନ୍ତି।…

1 year ago

ପ୍ରମିଳା-ଭାସ୍କର ସାକ୍ଷାତ୍‌ ଆଲୋଚନା, ଚିନ୍ତାରେ ବିରୋଧୀ

ରାୟଗଡ଼ା,୨୩ା୧(ସ୍ବ.ପ୍ର.):ମନ୍ତ୍ରୀ ପ୍ରମିଳା ମଲିକ ପୂର୍ବତନ ଏମ୍‌ପି ଏନ. ଭାସ୍କର ରାଓଙ୍କ ଘରକୁ ଯିବା ବିଜେଡ଼ିର ଭାସ୍କର ବିରୋଧୀ ଗୋଷ୍ଠୀଙ୍କୁ ଚିନ୍ତାରେ ପକାଇଛି। ପ୍ରମିଳା ସେଠାକୁ କାହିଁକି ଗଲେ…

1 year ago

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଠୁଙ୍କିଲେ ଗ୍ରାମବାସୀ

ନବରଙ୍ଗପୁର,୨୩ା୧(ବି.ପ୍ର.):ଆବାସ ଯୋଜନା ଗୃହ ଆବଣ୍ଟନରେ ଅନିୟମିତତା ଅଭିଯୋଗ କରି ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗ୍ରାମବାସୀ ରବିବାର ପଞ୍ଚାୟତ କାର୍ଯାଳୟରେ ତାଲା ଠୁଙ୍କିଛନ୍ତି। ଫଳରେ…

1 year ago

ବିପଦ ସାଜିଛି ଟ୍ରାନ୍ସଫର୍ମର

ପାରଳାଖେମୁଣ୍ଡି, ୨୩ା୧(ଡି.ଏନ୍‌.ଏ):ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଛି। ଏହି ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି…

1 year ago

୭ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆନ୍ଦୋଳନ

ଛତ୍ରପୁର,୨୩ା୧(ଡି.ଏନ୍‌.ଏ.):ଛତ୍ରପୁର ଉପକଣ୍ଠ ଆଇଆରଇ କମ୍ପାନୀ ପରିସରରେ ଥିବା ରିପ ପ୍ଲାଣ୍ଟରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କମାନଙ୍କର ବିଭିନ୍ନ ସମସ୍ୟା ଲାଗି ରହିଛି ା ଗତ ମଙ୍ଗଳବାର ବିଭିନ୍ନ ଦାବି…

1 year ago

ଜଙ୍ଗଲ ରାସ୍ତା ମରାମତି କଲେ ବନବାସୀ

କେନ୍ଦୁଝର,୨୩ା୧(ସ୍ବ.ପ୍ର.):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଅନ୍ତର୍ଗତ କଅଁଳେଇବାଲିପାଳ (କେ.ବାଲିପାଳ) ପଞ୍ଚାୟତର କେ.ବାଲିପାଳ ଗ୍ରାମଠାରୁ ମୟୂରନଚା ପର୍ଯ୍ୟନ୍ତ ଜଙ୍ଗଲ ରାସ୍ତାରୁ ବନବାସୀ ମରାମତି କରିଛନ୍ତି। ଗତ ବର୍ଷ ବର୍ଷାରେ…

1 year ago

ଲକ୍ଷ୍ୟଠାରୁ ଦୂରରେ ୩ ସାମୁଦ୍ରିକ ଥାନା

କେନ୍ଦ୍ରାପଡ଼ା ଅଫିସ, ୨୩ା୧:କେନ୍ଦ୍ରାପଡ଼ା ଜିଲାର ମାତ୍ର ୪୮ କିଲୋମିଟର ତଟାଞ୍ଚଳରେ ୩ ସାମୁଦ୍ରିକ ଥାନା ପ୍ରତିଷ୍ଠା ହୋଇଛି। ଅନୁପ୍ରବେଶ ରୋକିବା ସହିତ ସ୍ଥାନୀୟ ଅଞ୍ଚଳର ଆଇନଶୃଙ୍ଗଳା ପରିସ୍ଥିତିର…

1 year ago

ପଶ୍ଚିମବଙ୍ଗକୁ ଶାମୁକା ଚୋରାଚାଲାଣ

ଲଙ୍ଗଳେଶ୍ୱର, ୨୩।୧:ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଶାମୁକା ଚୋରାଚାଲାଣ ବଢ଼ିବାରେ ଲାଗିଛି। ସମୁଦ୍ର ଉପକୂଳବର୍ତ୍ତୀ ବିଭିନ୍ନ ପଞ୍ଚାୟତରେ କେତେକ ବ୍ୟବସାୟୀ ଏଭଳି ବେଆଇନ ବ୍ୟବସାୟରେ…

1 year ago

ବୁଣାକାରଙ୍କ ଗାଁରେ ୟୁନେସ୍କୋ ପ୍ରତିନିଧି ଦଳ

ରସୁଲପୁର,୨୩ା୧(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ୍‌ର ବୁଣାକାର ଗଁା ଗୋପାଳପୁରରେ ରବିବାର ମିଳିତ ଜାତିସଂଘର ଶିକ୍ଷା, ବିଜ୍ଞାନ ଓ ସଂସ୍କୃତି ସଂଗଠନ(ୟୁନେସ୍କୋ)ର ପ୍ରତିନିଧି ଦଳ ପହଞ୍ଚତ୍ ମା’ତାରିଣୀ ତନ୍ତୁବାୟ…

1 year ago

ଆଦିବାସୀ ଯୁବକ ନିର୍ମାଣ କଲେ ସ୍ବୟଂଚାଳିତ ପେଟ୍ରୋଲ ପମ୍ପ

କଳିଙ୍ଗନଗର,୨୩ା୧(ଡି.ଏନ୍‌.ଏ.):ମାଟ୍ରିକ ପାସ୍‌ ପରେ ଅର୍ଥ ଅଭାବରୁ ପାଠପଢ଼ା ବନ୍ଦ ହୋଇଯାଇଥିଲା। ତେଣୁ କିଛି ରୋଜଗାର କରିବା ଲକ୍ଷ୍ୟରେ ନିକଟରେ ଥିବା ବ୍ରାହ୍ମଣୀ ପାଳ ବଜାରରେ ପେଟ୍ରୋଲ ଟାଙ୍କିରୁ…

1 year ago