ପୁରୀ,୨୭।୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି…
ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବିଭାଗ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏ ବାବଦରେ…
ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର…
ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ।…
ଦାରିଙ୍ଗବାଡ଼ି,୨୭ା୬(ଅରୁଣ ସାହୁ): ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରଥଯାତ୍ରା ପାଇଁ ଉତ୍ସବ ମୁଖର ହୋଇପଡ଼ିଛି। ବ୍ଲକ ଅଞ୍ଚଳର ସିମନବାଡ଼ି ସମେତ ଉକ୍ତ ପଞ୍ଚାୟତର…
ପୁରୀ,୨୭ା୬: ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ, ଘଣ୍ଟା, ମାର୍ଦ୍ଦଳର ତାଳେ ତାଳେ ମା’ଙ୍କୁ ରଥ ଅଭିମୁଖେ ଆଣୁଛନ୍ତି ସେବାୟତ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ…
ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ…
ମହାପ୍ରଭୁ ଓଡ଼ିଶାରେ ୬୪ଟି ନାମରେ ପୂଜିତ ହେଉଛନ୍ତି। ତାହା ମଧ୍ୟରୁ ଶ୍ରୀପତିତପାବନ, ଶ୍ରୀଦଧିବାମନ ଓ ଶ୍ରୀଭାଗବତ ଏହି ତିନୋଟି ନାମରେ ଅନେକ ଗୁରୁତ୍ୱ ରହିଛି। ଶ୍ରୀବଳଭଦ୍ର ଅନେକ…
ପାଟଣା,୨୭।୬(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀ ଗ୍ରାମର ଶିକ୍ଷା ବିତ ମହେଶ୍ୱର ମହାନ୍ତଙ୍କର ଗୁରୁବାର ଭୁବନେଶ୍ୱରର ଏମ୍ସ ହସ୍ପିଟାଲ୍ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…
ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍ ଆଜି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ଭକ୍ତଙ୍କୁ ଦର୍ଶନ ଦେବା ସହ…