ଆମ ଜିଲା ଖବର

ବ୍ରହ୍ମପୁର-ଫୁଲବାଣୀ ମଧ୍ୟରେ ରେଳ ଲାଇନ୍‌ ଦାବି: ଆଜି ପ୍ରସ୍ତୁତି ବୈଠକ, ୧୩ରେ ଭଞ୍ଜନଗରରେ ଶୋଭାଯାତ୍ରା

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)- ଦକ୍ଷିଣ ଓଡ଼ିଶା ରେଳ ଏବଂ ଉନ୍ନୟନ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବ୍ରହ୍ମପୁର ଫୁଲବାଣୀ ରେଳ ଲାଇନ ଦାବି ନେଇ ଗଞ୍ଜାମ ଓ କନ୍ଧମାଳ…

1 year ago

ଶେଷରେ ବଦଳିଲେ ଦାରିଙ୍ଗବାଡ଼ି ଅତିରିକ୍ତ ତହସିଲଦାର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ…

ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରୁ ଅତିରିକ୍ତ ତହସିଲଦାର ନମିତା ପ୍ରଧାନଙ୍କ ବଦଳି ହୋଇଛି। ରାଜ୍ୟସରକାର ତାଙ୍କୁ ନବରଙ୍ଗପୁର ସଦରକୁ…

1 year ago

ଛିଡ଼ିଲା ଦଉଡ଼ି, ଛେଳି ପାଇଁ ୩ ଘଣ୍ଟା ଧରି କୂଅରେ ଫସି ରହିଲେ, ଉଦ୍ଧାର ପରେ ସଂଘର୍ଷ କାହାଣୀ କହିଲେ ଲୁଦି…

ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଶିବ ମନ୍ଦିରର କୂଅରେ ଏକ ଛେଳି ପଡିଯାଇଥିଲା। ପରେ ତାକୁ ଉଦ୍ଧାର କରିବାକୁ…

1 year ago

ଭିଜିଲାନ୍ସ ଜାଲରେ ଲମତାପୁଟ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା

କୋରାପୁଟ,୧୦।୬(ଅମିତାଭ ବେହେରା): କୋରାପୁଟ ଜିଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର…

1 year ago

ଜୁନିୟର ଖଣି ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗୋଡ଼େଇ ମାରିଲେ

ବାଲେଶର,୧୦।୬(ବାଞ୍ଛାନିଧି ଦେ): ପୁଣି ବାଲି ମାଫିଆଙ୍କ ଆତଙ୍କରାଜ। ବାଲି ମାଫିଆଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଜୁନିୟର ଖଣି ଅଧିକାରୀ । ବେଆଇନ ବାଲି ଚୋରା ଚାଲାଣ…

1 year ago

ଚାକିରିକୁ ପୂରିନି ଦେଢ ବର୍ଷ, କନିଷ୍ଠ ଯନ୍ତ୍ରୀଙ୍କୁ ଗ୍ରାସିଲା ଟଙ୍କା ଲୋଭ: ଭିଜିଲାନ୍ସ ହାବୁଡରେ ପଡ଼ି…

ବରଗଡ,୧୦।୬(ପ୍ରେମାନନ୍ଦ ଖମାରୀ): ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ଛନ୍ତି ବରଗଡ଼ ଜିଲା ଗାଇସିଲଟ ବ୍ଲକରେ କାର୍ଯ୍ୟରତ ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ।…

1 year ago

ମା’, ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲା: ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଲାରୀ ଗ୍ରାମର ମା’, ପୁଅ ହତ୍ୟା ଉଦ୍ୟମ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଆସିଷ୍ଟାଣ୍ଡ…

1 year ago

୧୦ ଲକ୍ଷ ଲାଞ୍ଚନେଇ ବନ୍ଧାହୋଇଥିଲେ ଉପଜିଲାପାଳ ଜେଲରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ…

1 year ago

ବର୍ଷେ ଉପଲବ୍ଧିର ଗୋଟି ଗୋଟି ହିସାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ଏବଂ ରାଜ୍ୟ ଭାଜପା ସରକାରଙ୍କ ପ୍ରଥମ ବର୍ଷର ଉପଲବ୍ଧି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

1 year ago

ଧର୍ମଶାଳାରେ ବ୍ୟାପିଲା ଝାଡ଼ାବାନ୍ତି: ଗଛମୂଳେ ସାଲାଇନ ଲଗାଇ ଚିକିତ୍ସିତ ହେଉଛନ୍ତି ରୋଗୀ

ଧର୍ମଶାଳା,୧୦।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଶତାଧିକ ଲୋକେ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ସକାଳୁ ସକାଳୁ ଏହି…

1 year ago