ଆମ ଜିଲା ଖବର

ଭଦ୍ରକକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ଭେଟିଦେଲେ ୨୭୪ କୋଟି ଟଙ୍କାର…

ଭଦ୍ରକ,୨।୬: ଭଦ୍ରକକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର। ୨୭୪ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୩ ପୂର୍ଣ୍ଣାଙ୍ଗ ପ୍ରକଳ୍ପର ଲୋକାର୍ପଣ ସହ ନୂଆ…

1 year ago

ବର୍ଷାରେ ବେହାଲ ସିର୍ଲିଗୁଡ଼ା-ତେଣ୍ଡାପାଳି ରାସ୍ତା

କୋକସରା,୨ା୬ (ଦୁଷ୍ମନ୍ତ କୁମାର ପାଟ୍ଟଜୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତର ସିର୍ଲିଗୁଡ଼ାଠାରୁ ତେଣ୍ଡାପାଳି ରାସ୍ତା ଶୋଚନୀୟ ହୋଇପଡିଛି। ଖାଲଖମାପୂର୍ଣ୍ଣ ରାସ୍ତାରେ ବର୍ଷାପାଣି ଜମି ରହିଥିବାରୁ…

1 year ago

ମଦ ବନ୍ଦ ଦାବି ତେଜିଲା: ବିଧାୟକଙ୍କ ନେତୃତ୍ୱରେ ଗର୍ଜିଲେ ମହିଳା

କୋରାପୁଟ/ଲକ୍ଷ୍ମୀପୁର,୨।୬(ଅମିତାଭ ବେହେରା/ଅନନ୍ତ ପ୍ରସାଦ ନାୟକ) କୋରାପୁଟ ଜିଲାର ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀର ନାରାୟଣପାଟଣା, ବନ୍ଧୁଗାଁ, ଲକ୍ଷ୍ମୀପୁର ଓ ଦଶମନ୍ତପୁର ଆଦି ୪ଟି ବ୍ଲକ ଅଞ୍ଚଳରେ ସମ୍ପୂର୍ଣ୍ଣ ମଦ…

1 year ago

ଆତ୍ମସମର୍ପଣ କରିଥିବା ମାଓବାଦୀ ଦେଇଥିଲେ ବଡ଼ ତଥ୍ୟ, ଏବେ ଗନ୍ଧମାର୍ଦ୍ଦନରୁ ମିଳିଲା..

ବରଗଡ଼, ୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ଥାନା ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଵିପୁଳ ପରିମାଣରେ ମାଓବାଦୀଙ୍କ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ସେଥିରେ ଡିଟୋନେଟର,…

1 year ago

ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ: ଗାଡ଼ି ଭଙ୍ଗାରୁଜା

ଉଦଳା,୨।୬(ସନ୍ତୋଷ କୁମାର ବାଛିନି): ପୁଣି ମାତିଲେଣି ମାଫିଆ। ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ କରି ଗାଡ଼ି ଭଙ୍ଗାରୁଜା କରିଛନ୍ତି। ଏଭଳି ଘଟଣା ଘଟିଛି କପ୍ତିପଦା…

1 year ago

ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର

ଭୁବନେଶ୍ୱର,୨।୬: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା…

1 year ago

ପ୍ରେସ୍‌ କାଉନସିଲ ନାଁ ବ୍ୟବହାର ଉପରେ ନିଷେଧାଦେଶ

କେନ୍ଦୁଝର,୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଏକ ବୈଧାନିକ ସଂସ୍ଥା ହୋଇଥିବାରୁ କୌଣସି ଗଣମାଧ୍ୟମ ସଂସ୍ଥା…

1 year ago

ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରୁଥିଲେ ବ୍ୟକ୍ତି, ୪ ଲକ୍ଷ ଟଙ୍କା ଝାମ୍ପିନେଲେ ଲୁଟେରା

ବଲାଙ୍ଗୀର,୨ା୬: ବଲାଙ୍ଗୀରର ପାଟଣାଗଡ଼ ଅଂଚଳରେ ଦିବାଲୋକରେ ଏକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ ସୋମବାର ରାମଜୀ ଛକ ନିକଟରେ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଝାମ୍ପି…

1 year ago

୫ରେ ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ,୨ା୬(ବିଦ୍ୟାଧର ସାହୁ): ଚଳିତ ମାସ ଆସନ୍ତା ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରମ୍ଭାରେ ନିର୍ମିତ ହୋଇଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି…

1 year ago

ଦୁର୍ଘଟଣାରେ ଚାଲିଗଲା ଯୁବ ବ୍ୟବସାୟୀଙ୍କ ଜୀବନ

ଧର୍ମଶାଳା,୨ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ଉମାକାନ୍ତ ପାତ୍ର (ପପୁ) ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ବାଇକ୍‌ ଯୋଗେ ଯାଜପୁର ଟାଉନ…

1 year ago