ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡା ଗ୍ରାମରେ ଆରମ୍ଭ ହୋଇଛି ଆଧ୍ୟାତ୍ମିକ ମହୋତ୍ସବ। ଗ୍ରାମର ନୂଆସାହିଠାରେ ଶ୍ରୀ ସିଦ୍ଧବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା…
ପୁରୁଷୋତ୍ତମପୁର,୧।୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ପଞ୍ଚ ଠାକୁରାଣୀ ଯାତ୍ରାରେ ଶନିବାର ରାତିରେ ପବିତ୍ର ଶୀତଳଷଷ୍ଠୀ ଅବସରରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି । ଯାହାକି…
ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୪ ଅବସରପ୍ରାପ୍ତ ଶିକ୍ଷକ ଏବଂ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା…
ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼-ଭବାନୀପାଟଣା ଯାଉଥିବା ୨୬ ନମ୍ବର ଜାତୀୟ ରାଜପଥର ବନମାଳିପୁର ଛକ ନିକଟରେ ରବିବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି।…
ନୟାଗଡ,୧।୬(ଲୋକନାଥ ମିଶ୍ର): ୩୦ ହଜାର ନଦେବାରୁ ମିଳିଲା ନାହିଁ ସେବା। ଚିକିତ୍ସା ଅବହେଳାରୁ ପ୍ରସବ କରିନପାରି ଗର୍ଭବତୀ ମହିଳାଙ୍କ ମୃତ୍ୟୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚଏଚଏଚ)…
ଯାଜପୁର,୧।୬(ହର୍ଷବର୍ଦ୍ଧନ ବେହେରା): ଉତ୍ତର ସିିକ୍କିମର ତିସ୍ତା ନଦୀକୁ ଗୁରୁବାର ରାତିରେ ଏକ ଟୁରିଷ୍ଟ ଗାଡ଼ି ‘ମହିନ୍ଦ୍ରା ମାକ୍ସ’ ଖସିପଡ଼ିବା ଯୋଗୁ ନିଖୋଜ ଥିବା ରାଜ୍ୟ ଭାଜପା ମହିଳା…
ଭୁବନେଶ୍ୱର,୩୧।୫: ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜଣେ ବୃଦ୍ଧ…
କୁନ୍ଦୁରା,୩୧ା୫(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ ଅନ୍ତର୍ଗତ ୨ ଜିଲା ପରିଷଦ ମିଳିତ ଭାବେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏଥିରେ ରାଧାବିନୋଦ ସାମନ୍ତରାୟ ଓ…
କଲମପୁର,୩୧ା୫(ଗଣେଶରାମ ବାଗ): କଳାହାଣ୍ଡିରେ ଲଜ୍ଜା। କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଶନିବାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ…
ପାଟଣା,୩୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ ନୂତନ ତହସିଲଦାର ଭାବେ ଶୁକ୍ରବାର ଅଶ୍ୱିନୀ କୁମାର ନାଏକ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ତହସିଲଦାର ଲୀଳାବତୀ…