ଆମ ଜିଲା ଖବର

ହୃଦଘାତରେ ଆଖି ବୁଜିଲେ ଦିଗପହଣ୍ଡି ତହସିଲ କର୍ମଚାରୀ, ଶୋକରେ ବୁଡ଼ିଲେ…

ଦିଗପହଣ୍ଡି,୨୮।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ କର୍ମଚାରୀ ମମତାରାଣୀ ନାୟକଙ୍କ ହୃଦଘାତରେ ପରଲୋକ ହୋଇଯାଇଛି। ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡରିଗୁଡା ଗ୍ରାମ ବାସଭବନରେ…

1 year ago

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଗାଡ଼ିରୁ ମିଳିଲା ପୁଳା ପୁଳା ଟଙ୍କା…

ରାୟଗଡ଼ା,୨୮।୫(ଆଶିଷ ରଞ୍ଜନ ପଣ୍ଡା)- ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ଜାଲରେ ପଡ଼ିଲେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସହଦେବ କିଶନ। ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କା…

1 year ago

ସମ୍ପାଦକଙ୍କୁ ବହିଷ୍କାର ଦାବି ଘଟଣା, ବିପୁଳିଙ୍ଗି ସେବା ସମବାୟ ସମିତିରେ ତଦନ୍ତ

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ) : ଛତ୍ରପୁର ବ୍ଲକ ବିପୁଳିଙ୍ଗି ସେବା ସମବାୟ ସମିତିରେ ଚଳିତବର୍ଷ ଧାନକିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ସମବାୟ ସମିତି ସମ୍ପାଦକ ନିଜ ପରିବାର…

1 year ago

ଖେଳ ଉପକରଣ ବଣ୍ଟନରେ ଦୁର୍ନୀତି: ଖବର ପ୍ରସାରଣ ପରେ ଅଧିକାରୀ ଛାନିଆ, ଭିଜିଲାନ୍ସ ତଦନ୍ତ ଆବଶ୍ୟକ କହିଲେ କୁନ୍ଦୁରା ବ୍ଲକ ଅଧ୍ୟକ୍ଷା

କୁନ୍ଦୁରା,୨୮।୫(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ କାର୍ଯ୍ୟାଳୟରେ ଖେଳ ଉପକରଣରେ ଦୁର୍ନୀତି ଅଭିଯୋଗ ଘଟଣା ଧରିତ୍ରୀ ଖବରକାଗଜରେ ପ୍ରକାଶିତ ହୋଇଥିଲା। ଏହାପରେ ସରକାରୀ କର୍ମଚାରୀଙ୍କ ଭିତରେ…

1 year ago

ଭୁଶୁଡ଼ିଲା ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟ ଛାତ

ବାଲିଗୁଡ଼ା,୨୮ା୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ମଧ୍ୟ ଭାଗରେ ଥିବା ପୁରାତନ ସରକାରୀ ପାଟଖଣ୍ଡା ପ୍ରାଥମିକ ବିଦ୍ୟାଳୟର ପରିସରରେ ଥିବା ଏକ ବିପଦସଙ୍କୁଳ ଗୃହ…

1 year ago

ତହସିଲରେ ଆର୍‌ଡିସିଙ୍କ ସମୀକ୍ଷା: ଲୋକଙ୍କୁ ତ୍ୱରିତ ସେବା ଯୋଗାଇବାକୁ ନିର୍ଦ୍ଦେଶ

ଭଞ୍ଜନଗର,୨୮ା୫(ବାବୁଲା ପ୍ରଧାନ): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ବ୍ରହ୍ମପୁର) ରୂପା ରୋଶନ ସାହୁ ବୁଧବାର ଭଞ୍ଜନଗର ଗସ୍ତରେ ଆସି ବ୍ଲକ ଏବଂ ତହସିଲ କାର୍ଯ୍ୟାଳୟରେ ବିଭିନ୍ନ ସରକାରୀ ଯୋଜନାର…

1 year ago

ଚକାପାଦ ରେଳ ଲାଇନ ସର୍ଭେ ଚାଲିଛି, ପ୍ରକଳ୍ପରେ ବିଳମ୍ବ ପାଇଁ ସ୍ବପ୍ନ ହୋଇ ରହିଛି ରେଳଯାତ୍ରା

ଭଞ୍ଜନଗର,୨୮ା୫(ବାବୁଲା ପ୍ରଧାନ): ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଗଲାଣି ତଥାପି କନ୍ଧମାଳ ଜିଲାବାସୀ ରେଳ ଲାଇନ ଜିଲାରେ ଦେଖିନାହାନ୍ତି। ସେହିଭଳି ବ୍ରିଟିଶ ଶାସନ ପୂର୍ବରୁ ଗଞ୍ଜାମ…

1 year ago

ଗଛରେ ପିଟିହେଲା କାର୍‌: ସିଟ୍‌ରେ ଲାଗିଛି ରକ୍ତ, ଭିତରେ ନାହାନ୍ତି କେହି, ପୋଲିସର ତନାଘନା

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟରେ ଏକ କାର୍‌ ଗଛରେ ପିଟି ହୋଇଛି। ତେବେ…

1 year ago

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ…

ଭୁବନେଶ୍ୱର,୨୮।୫: ବିଜେଡିରେ ବଡ଼ ହଲଚଲ। ଦଳ ଛାଡିଛନ୍ତି ବଡ଼ ନେତା। ବିଜେଡିକୁ ଲାଗିଛି ବଡ଼ ଝଟକା। ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ଦଳ ଛାଡ଼ିଛନ୍ତି।…

1 year ago

ସ୍ବାସ୍ଥ୍ୟ କାର୍ଡ ବଣ୍ଟନରେ ଟଙ୍କା ଆଦାୟକୁ ନେଇ ଜନ ଅସନ୍ତୋଷ, ସରକାରଙ୍କ ପ୍ରତିଶ୍ରୁତି କାମରେ ଲାଗୁନି

ଧର୍ମଶାଳା,୨୮ା୫(ଶିବ ପ୍ରସାଦ ମହାନ୍ତି): ସାରା ରାଜ୍ୟରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ହିତାଧିକାରୀମାନଙ୍କ ପାଇଁ ଇ-କେ…

1 year ago