ଆମ ଜିଲା ଖବର

Digital arrest ଦେଖାଇ ନେଇଗଲେ ୩୪ ଲକ୍ଷ

ବ୍ରହ୍ମପୁର ,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ସାଇବର ଗ୍ୟାଙ୍ଗ ସବୁବର୍ଗର ଯୁବତୀଯୁବକଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷିତ ଲୋକଙ୍କୁ ମଧ୍ୟ ଠକିବାକୁ ପଛେଇନାହାନ୍ତି। ଏଥିପାଇଁ ସେମାନେ ନୂଆନୂଆ ତରିକା ଅପଣାଉଛନ୍ତି।…

1 year ago

ଘନଉଛି ବିବାଦ: କର୍ପୋରେଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ମେୟରଙ୍କ ସହ ୨୦ କର୍ପୋରେଟର

ଛତ୍ରପୁର,୩୦ା୧(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମରେ ଚାଲିଥିବା ବିବାଦ ଆହୁରି ଘନେଇବାରେ ଲାଗିଛି। ଉକ୍ତ ମହାନଗର ନିଗମର ୨୬ ନମ୍ବର ଓ୍ବାର୍ଡର କର୍ପୋରେଟର…

1 year ago

RIଙ୍କୁ ବନ୍ଧୁକ ଦେଖାଇ ସୁନା ଚେନ୍‌, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାରିପଦା(ନୀଳାନ୍ଦ୍ରି ଦଣ୍ଡପାଟ),୩୦।୧: ମୟୁରଭଞ୍ଜ କରଞ୍ଜିଆ ଥାନା ନିକଟସ୍ଥ ପାଟ୍‌ବିଲ୍‌ ଆର୍‌ଆଇଙ୍କ ଠାରୁ ଲୁଟିନେଲେ ସୁନା ଚେନ୍‌ ଓ ଟଙ୍କା। ୨ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ରାଜସ୍ବ ନିରୀକ୍ଷକ…

1 year ago

ଦୁଇ ବର୍ଷରେ କୋରାପୁଟ ଜିଲାରେ ୭୫୩ ସଡ଼କ ଦୁର୍ଘଟଣାରେ ଗଲାଣି ୪୭୪ ଜଣଙ୍କ ଜୀବନ

କୋରାପୁଟ,୩୦ା୧(ଅମିତାଭ ବେହେରା): ୨୦୨୩ ଜାନୁଆରୀରୁ ଗତ ୨୦୨୪ ଡିସେମ୍ବର ଯାଏ ୨ ବର୍ଷରେ କୋରାପୁଟ ଜିଲାରେ ସମୁଦାୟ ୭୫୩ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ମୋଟ୍‌ ୪୭୪…

1 year ago

କାର୍‌କୁ ଷ୍ଟାର୍ଟରେ ରଖି ବିଚ୍‌ ରାସ୍ତାରେ ନିଘୋଡ଼ ନିଦରେ ଶୋଇପଡ଼ିଲେ କନଷ୍ଟେବଳ, ଭିଡିଓ ଦେଖିଲେ…

ଦାରିଙ୍ଗବାଡ଼ି,୩୦ା୧(ଅରୁଣ ସାହୁ): ଜନସାଧାରଣଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ଓ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ସୁଧାରିବାକୁ ପୋଲିସ ସର୍ବଦା ଯତ୍ନବାନ ହେବା ଜରୁରୀ। କିନ୍ତୁ ଏମିତି କିଛି ପୋଲିସ…

1 year ago

ଜିଲାର ୩୦୦ରୁ ଊର୍ଦ୍ଧ୍ୱ ଗ୍ରାମରେ ଆଜିଯାଏ ପହଞ୍ଚିନି ବିଦ୍ୟୁତ୍‌ ସେବା

କୋରାପୁଟ,୩୦ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବିକାଶ କେନ୍ଦ୍ରଠାରେ ୧୯ତମ ଜିଲା ବିଦ୍ୟୁତ୍‌ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲ୍ଲାକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

1 year ago

ହଷ୍ଟେଲରୁ ୧୫ ଛାତ୍ର ଫେରାର ହୋଇଯିବା ଘଟଣା: ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ

ବଣାଇଁ,୩୦ା୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥିବା ଛାତ୍ରାବାସରୁ ଗତ ୨୮ ତାରିଖ ରାତିରେ…

1 year ago

ଘରେ ପଶି ୬ ବର୍ଷର ଶିଶୁକନ୍ୟାକୁ ଦଳିଦେଲା ଦନ୍ତା, ପ୍ରତିବାଦରେ ରାସ୍ତାରୋକୋ

ଢେଙ୍କାନାଳ,୩୦ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା ହିନ୍ଦୋଳ ରୋଡ୍‌ ଫାଣ୍ଡି ବଦାଳୁ ହାଣ୍ଡିଫୁଟା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ…

1 year ago

୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ୩ ମାଓବାଦୀଙ୍କ ସହ ୩୨ ଜଣଙ୍କ ଆତ୍ମସମର୍ପଣ, ବନ୍ଧୁକ ଛାଡ଼ି କହିଲେ…

ମାଲକାନଗିରି,୩୦ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ…

1 year ago

ପ୍ରକଳ୍ପ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢାଉ

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ଆଜି ସକାଳୁ ବଣାଇଁ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ବିଶ୍ୱଦର୍ଶୀ ସାହୁ(ଓଡବ୍ଲୁଏସ୍‌)ଙ୍କ ବଣାଇଁସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର,…

1 year ago