ଆମ ଜିଲା ଖବର

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଫଛପଟେ ଝୁଲୁଛି ମୃତଦେହ: ଶରୀରର ଅଧାଅଂଶ ଭୂମିରେଇ ଲାଗିଥିବା ନେଇ ବଢୁଛି ସନ୍ଦେହ

କାଲିମେଳା,୨୮।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟେ ଥିବା ଚାଷଜମି ନିକଟରେ ମଙ୍ଗଳବାର ସକାଳେ ଗଛରେ ଜଣେ ଯୁବକଙ୍କ ମୃତଦେହ…

1 year ago

ଶବରୀ ନାରାୟଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା: ୩ ହଜାର ଲୋକ ଉଠାଇଲେ ଜଳ

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟ ଜିଲାର ବିଲାପୁଟ ଗ୍ରାମଠାରେ ନବନିର୍ମିତ ଶବରୀ ନାରାୟଣ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ମହାସମାରୋହରେ ଆରମ୍ଭ ହୋଇଛି। ଏହି ପ୍ରତିଷ୍ଠା…

1 year ago

ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା,୨୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୋଦିନୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ…

1 year ago

ରାଇସ୍‌ମିଲ୍‌ରେ ଟଳିପଡିଲେ ଚାଷୀ

ସୋରଡା,୨୮।୧(ରଜନୀ ମହାପାତ୍ର): ଧାନ କଟନିଛଟନିକୁ ନେଇ ହୃଦଘାତରେ ଚାଷୀଙ୍କ ମୃତ୍ୟୁ  ହୋଇଥିବା ଅଭିଯୋଗହୋଇଛି। ଗଞ୍ଜାମ ଜିଲା ସୋରଡା ବ୍ଲକ ସରାବଡି ପଞ୍ଚାୟତ ଅନ୍ତର୍ଗତ ଚାକୁଣ୍ଡା ଗ୍ରାମର ଗଣେଶ…

1 year ago

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୭।୧: ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡିଛନ୍ତି। ମଙ୍ଗଳବାର ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ…

1 year ago

ଗୋଟିଏ ରାତିରେ ୭ ଘର ଭାଙ୍ଗିଲା ଦନ୍ତା

ପାଟଣା,୨୮।୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳ ରେ ଗୋଠ ଛଡା ଦନ୍ତା ଉତ୍ପାତ କରି ୭ରୁ ଉଦ୍ଧର୍‌ବ ଘର ଭାଙ୍ଗିବା ସହ ପନିପରିବା ଚାଷ…

1 year ago

ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ପ୍ରଧାନ ଶିକ୍ଷକ: ଥାନାର ଦ୍ୱାରସ୍ଥ ହେଲା ପରିଚାଳନା କମିଟି

ଲୋଇସିଂହା,୨୮।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ରେଙ୍ଗାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଛାତ୍ରୀମାନଙ୍କୁ ଆଶଳୀନ ବ୍ୟବହାର ପ୍ରଦର୍ଶନ କରୁଥିବାରୁ…

1 year ago

ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି।…

1 year ago

ରାଇକିଆର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ: ଅନୁଦାନ ଘୋଷଣା କଲେ ବିଧାୟକ

ରାଇକିଆ,୨୮।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ଯୋଗଦେଇ…

1 year ago

କୁହୁଡ଼ି ଯୋଗୁ ହାଇୱା ପଛକୁ ପିଟିଲା କ୍ଷୀର ଗାଡ଼ି

କଟକ,୨୮।୧: କଟକ ତେଲେଙ୍ଗାପେଣ୍ଠ ଛକରେ ମଙ୍ଗଳବାର ଏକ ଓମ୍‌ଫେଡ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ କ୍ଷୀର ଗାଡ଼ି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି…

1 year ago