ଆମ ଜିଲା ଖବର

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ ଖୋଳି…

1 year ago

ଗନ୍ଧମାର୍ଦ୍ଦନ ସୁରକ୍ଷା ପ୍ରସଙ୍ଗ:ପ୍ରମୁଖ ରାଜନୈତିକ ଦଳଙ୍କ ବଢ଼ୁଛି ଅଡୁଆ

ବଲାଙ୍ଗୀର,୨୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଓ ବରଗଡ଼ ମଧ୍ୟରେ ଅବସ୍ଥିତ ଗନ୍ଧମାର୍ଦ୍ଦନ ପାହାଡ଼ ଜୈବବିବିଧତାରେ ପରିପୂର୍ଣ୍ଣ। ହେଲେ ଶିଳ୍ପସଂସ୍ଥାଗୁଡ଼ିକର ଦୃଷ୍ଟି ସେଠାରେ ଥିବା ପ୍ରାକୃତିକ ସମ୍ବଳ ଉପରେ ନିବଦ୍ଧ।…

1 year ago

ରାଶନ କାର୍ଡ: ଅଯୋଗ୍ୟ ତାଲିକାରେ ୫୧୪

ହାଟଡ଼ିହୀ,୨୨ା୧(ଶୁଭକାନ୍ତ ନାୟକ):ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଥିବା ଯୋଗ୍ୟ ଏବଂ ଅଯୋଗ୍ୟ, ଭୂତ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ସ୍ବଚ୍ଛତା ଆଣିବା ପାଇଁ ଇ-କେୱାଇସି ପ୍ରକ୍ରିୟା…

1 year ago

ଜଙ୍ଗଲରୁ ମୃତ ଶରୀର ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସୋରଡା, ୨୧ା୧ (ରଜନୀ ମହାପାତ୍ର): ସୋରଡା ବଡଗଡ ଥାନା ଇଲାକାରେ ପୁଣି ଠାରେ ଏକ ହତ୍ୟା ଘଟଣା ସାମ୍ନାକୁ ଆସିଛି। ବଡଗଡ ଥାନା ଅନ୍ତରଗତ ଓରା ଗ୍ରାମା…

1 year ago

ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ

ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ…

1 year ago

ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ

କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା। ପୋଲିସ…

1 year ago

ସ୍କୁଟିକୁ ଧକ୍କା ଦେଲା ଟ୍ରକ; ୨ ନାବାଳିକା ମୃତ, ଜଣେ ଗୁରୁତର

ବଣାଇଁ,୨୧।୧ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନା ରାଜମୁଣ୍ଡା ବାଇପାସରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ଟ୍ରକ ଧକ୍କାରେ ଦୁଇ ନାବାଳିକା ମୃତ୍ୟୁ ବରଣ କରିଛନ୍ତି।…

1 year ago

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ଘଟଣା! ମୁଖ୍ୟ ଅଭିଯୁକ୍ତ ଗିରଫ

ବରଗଡ,୨୧।୧(ପ୍ରେମାନନ୍ଦ ଖମାରୀ): ବରଗଡ ଧନୁଯାତ୍ରା ଦେଖିବାକୁ ଯାଇ ଯୁବତୀଙ୍କୁ ବଳାତ୍କାର କରିବା ଘଟଣାକୁ ନେଇ ଆସିଲା ବଡ଼ ଖବର। ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ…

1 year ago

ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର…

1 year ago

ବ୍ଲକ କାର୍ଯ୍ୟାଳୟକୁ ଖବରଦାତାଙ୍କ ପ୍ରବେଶ ନିଷେଧ କଲେ ବିଡିଓ

ସାନଖେମୁଣ୍ଡି,୨୧।୧: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟକୁ ଖବରଦାତାମାନଙ୍କୁ ପ୍ରବେଶ ନିଷେଧ କରାଯାଇଛି। ଏହାକୁ ନେଇ ଖବରଦାତାମାନେ ଗଣମାଧ୍ୟମର କଣ୍ଠରୋଧ କରାଯାଉଥିବା ଅଭିଯୋଗ କରିଛନ୍ତି। ଖବରଦାତା ବ୍ଳକ…

1 year ago