ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍ ଆକର୍ଷିତ…
ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ ଅଧିକାର…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି…
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି।…
ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ ହୋଇଯାଇଛନ୍ତି।…
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ ହେଉଥିବା…
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି…
ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ ହିତାଧିକାରୀମାନଙ୍କ…
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ ଦଳ…