ଆମ ଜିଲା ଖବର

ପୁନର୍ବାର ପ୍ରତିମୂର୍ତ୍ତି ଉନ୍ମୋଚନ ଯୋଜନା ବାତିଲ

ପାରାଦୀପ,୩୧।୧୨(ଶରତ ରାଉତ):ପାରାଦୀପ ନୂଆବଜାର ଖଣ୍ଡିଆପାର୍କଠାରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଘଟଣାକୁ ନେଇ ସୋମବାର ପାରାଦୀପ ରାଜନୀତି ଉଷ୍ମ ହୋଇଛି। ସକାଳୁ…

1 year ago

ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ: କଂସ ରାଜୁତିରେ ଦୁଲୁକିବ ନଗର

ପାଟଣାଗଡ଼ ୩୧।୧୨ (ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ଗଙ୍ଗାଧର ପାର୍କ ଠାରେ ସୋମବାର ରାତିରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ…

1 year ago

ଚିକିତ୍ସା ସେବାରୁ ରାଜନୈତିକ ସଫଳତା ପାଇଛି: ଫକିର

କେନ୍ଦୁଝର ଜିଲା ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଥମ ଥର ପାଇଁ ଡା. ଫକିର ମୋହନ ନାଏକ (୫୦) ବିଧାୟକ ହୋଇଛନ୍ତି। ଭାଜପା ଟିକେଟରୁ ଲଢ଼ି ସେ ତାଙ୍କ…

1 year ago

ଆଗରୁ ବୁଲିଥିଲେ ଏବେ ଯିବାକୁ ପଡୁ ନ ଥାନ୍ତା: ପୂଜାରୀ

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର): ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଚାଷ ନଷ୍ଟ ହୋଇଯାଇଛି। ଚାଷୀମାନେ ବହୁ କ୍ଷତି ସହିବା ଦେଖି ଉଭୟ ଶାସକ…

1 year ago

ସେଁପୁରରେ ଜମୁଛି ଧନୁଯାତ୍ରା ମହୋତ୍ସବ

ଭବାନୀପାଟଣା,୩୦ା୧୨ (ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସେଁପୁର ଦୁର୍ଗାମଣ୍ଡପ ପଡିଆରେ ଗୁରୁବାରଠାରୁ ଚାଲିଥିବା ଧନୁଯାତ୍ରା ମହୋତ୍ସବ ଜମିବାରେ ଲାଗିଛି। ଗ୍ରାମବାସୀଙ୍କ ସହଯୋଗରେ…

1 year ago

ବଦଳିବ ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ : ୪୬ ପ୍ରକଳ୍ପ ଉନ୍ନତୀକରଣ ପାଇଁ ୪୪ କୋଟିର ପ୍ରସ୍ତାବ

ଭବାନୀପାଟଣା,୩୦ା୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଥିବା ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ ଥିବା…

1 year ago

୫୦ ଟଙ୍କା ପାଇଁ ଲକ୍ଷେ ୨୦ ହଜାର ତଣ୍ଡ ଗଣିବେ ବିଦେଶୀ ମଦ ଦୋକାନୀ

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ):  ୫୦ଟଙ୍କା ପାଇଁ ଜଣେ ମଦ ଦୋକାନୀ ଲକ୍ଷେ ୨୦ହଜାର ଟଙ୍କା ତଣ୍ଡ ଗଣିବେ। ଖାଉଟି ଅଦାଲତଙ୍କ ଦ୍ୱାରା ରବିବାର ପ୍ରକାଶ ପାଇଥିବା ଏଭଳି…

1 year ago

କ୍ରିପ୍ଟୋ କରେନ୍ସି ନାଁରେ ୧ ଲକ୍ଷ ଠକେଇ

ବ୍ରହ୍ମପୁର,୩୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): କ୍ରିପ୍ଟୋ କରେନ୍ସି ନାଁରେ ବ୍ରହ୍ମପୁରର ଜଣେ ଯୁବକଙ୍କଠାରୁ ଟଙ୍କା ଠକେଇ ହୋଇଛି। ସାଇବର ଠକ ପ୍ରାୟ ୧ ଲକ୍ଷ ଟଙ୍କା ଠକି ନେଇଥିବା…

1 year ago

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା…

1 year ago

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ…

1 year ago