ଦାରିଙ୍ଗବାଡି, ୬।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କଚ୍ଚା ଘରକୁ ପକ୍କାଘର କରିବା ପାଇଁ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରଶାସନ ପକ୍ଷରୁ ପଦକ୍ଷେପ…
ମହାକାଳପଡ଼ା, ୬ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ପାଇଁ ଆଶା ସଞ୍ଚାର ହୋଇଛି। ଜିଲାର ମହାକାଳପଡ଼ା ବ୍ଲକର ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ…
ସମ୍ବଲପୁର,୬।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ…
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ): ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ ଏବଂ…
ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭ ବର୍ଷୀୟା…
ଦେବଗଡ,୬।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ବାରକୋଟ ଥାନା ଠାକୁରପାଲି ଗ୍ରାମର ସମୀର ମହାକୁଳ(୧୯)ଙ୍କୁ ଦେବଗଡ…
ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର ଫାଟକରେ…
ଦାରିଙ୍ଗବାଡି, ୬।୧୨(ଅରୁଣ ସାହୁ):ସରକାରଙ୍କ ବିଭିନ୍ନ ଯୋଜନା ପାଇଁ ଆବଶ୍ୟକ ପଡୁଛି ଆଧାର କାର୍ଡ। ଏଥିପାଇଁ ଲୋକଙ୍କୁ କରିବାକୁ ପଡୁଛି କସରତ ବିଶେଷ କରି ଗରିବଶ୍ରେଣୀର ଲୋକମାନେ କାମ…
ମାଲକାନଗିରି,୬ା୧୨ (ଦୁର୍ଯ୍ୟୋଧନ ପାତ୍ର):ଛତିଶଗଡ଼ ନାରାୟଣପୁର ଜିଲା ଭୈରମଗଡ଼ ଥାନା ଅଞ୍ଚଳରେ ୨ ଜଣ ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ପ୍ରଜାକୋର୍ଟରେ ଗୁରୁବାର ଗଳାକାଟି ହତ୍ୟା କରିଛନ୍ତି। ସେମାନେ ହେଲେ…
ସଇଁତଲା,୫ା୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ଦାଦନ ଦୁଃଖ ପିଛା ଛାଡ଼ିବାର ନାମ ନେଉନାହିଁ । କିଛି ଦିନ ତଳେ ସଇଁତଲା ବ୍ଲକ ଗଣ୍ଡପତ୍ରାପାଲି ଗ୍ରାମର ଜଣେ…