ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ ସରକାର…
ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି।…
ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ…
ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍ ଉତ୍ସାହ। ପୂଜା ପାଇଁ…
ଦଶପଲ୍ଲା,୭।୯(ଳୋକନାଥ ମିଶ୍ର):ନୟାଗଡ ଜିଲା ଦଶପଲ୍ଲା ଥାନା ଡିହଗାଁ ଛକରେ ବାଇକ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି ଓ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁଇ ମୃତକ…
ବରଗଡ,୭।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ସହରମୁହାଁ ହୋଇଛନ୍ତି ଦନ୍ତା ହାତୀ। ସହରର ଅନତିଦୂର ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟରେ ବୁଲାବୁଲି କରୁଛନ୍ତି। ହାତୀ ଆସିଥିବା ଜଣାପଡିବା ପରେ…
ମହାକାଳପଡ଼ା, ୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଶେଷ ସୀମା କଳପଡ଼ା ମୌଜା ଓ ପଟ୍ଟାମୁଣ୍ଡାଇ ବ୍ଲକ ଦେଉଳି ମୌଜା ସନ୍ନିକଟରେ ଅବସ୍ଥିତି ଶୈବ ପୀଠ…
ବରଗଡ଼, ୭।୯( ପ୍ରେମାନନ୍ଦ ଖମାରୀ):୪୮ ହିନ୍ଦୀ/ସଂସ୍କୃତ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀଙ୍କୁ ଫେରାଦ ହୋଇଛନ୍ତି। ସଂଘର ନେତା ଅକ୍ଷୟ କୁମାର…
ବରଗଡ଼,୭।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୁଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଶିକ୍ଷାନୁଷ୍ଠାନରେ ଗୁରୁ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ସକାଳ ପ୍ରାର୍ଥନା ସଭାରେ ସର୍ବପଲ୍ଲୀ ରାଧାକ୍ରୀଷ୍ଣନ୍ଙ୍କ ପ୍ରତିଛବି ସମ୍ମୁଖରେ…
ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ରହିଥିବା ଚର୍ଚ୍ଚାକୁ ଆସିଛି। ଗତ କିଛି ଦିନ…