ଆମ ଜିଲା ଖବର

ଶାଳକାଠ ବୋଝେଇ ପିକ୍‌ଅପ୍‌ ଜବତ, ବନବିଭାଗକୁ ଦେଖି ଦୌଡ଼ିଲେ ମାଫିଆ

ଭୁବନ,୨୨ା୩(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ଏକ ବେଆଇନ ଶାଳ କାଠ ସହିତ ପିକ୍‌ଅପ୍‌ ଗାଡ଼ି ଜବତ କରାଯାଇଛି। ପିକ୍‌ଅପ୍‌ ଗାଡ଼ିଟି…

2 years ago

ତିହିଡ଼ି ବଜାରରୁ ହଟିଲା ଜବରଦଖଲ

ତିହିଡ଼ି,୨୨ା୩(ସଞ୍ଜିତ ବଳ): ତିହିଡ଼ି ବଜାରକୁ ପ୍ରଶାସନ ପକ୍ଷରୁ ଅବରୋଧ ମୁକ୍ତ କରାଯାଇଛି। ତିହିଡ଼ି ଥାନାଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ସରକାରୀ…

2 years ago

ଜିଲାପାଳଙ୍କ ଜନସମ୍ପର୍କ ଶିବିର: ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କଲେ ଜିଲାପାଳ

ଡୁଙ୍ଗୁରିପାଲି, ୨୨/୩ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସହଲା ଗ୍ରାମପଞ୍ଚାୟତ ପରିସରରେ ଶୁକ୍ରବାର ଜିଲାପାଳଙ୍କ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ…

2 years ago

ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି…

2 years ago

ଗୋ’ସେବକଙ୍କୁ ଆକ୍ରମଣ କଲେ ଗୋଚାଲାଣକାରୀ

ଅନୁଗୋଳ,୨୨ା୩(ମାନସ ବିଶ୍ୱାସ): ଅନୁଗୋଳ ଜିଲାର ଛେଣ୍ଡିପଦା ଥାନା ଗୋଳାଗଡିଆ ଗ୍ରାମ୍ୟ ଜଙ୍ଗଲ ମଧ୍ୟରେ ଗୋଚାଲାଣକାରୀଙ୍କ ଦ୍ବାରା ୧୭୦୦ରୁ ଊର୍ଦ୍ଧ୍ୱ ଗୋରୁ ବେଆଇନ ଚାଲାଣ କରାଯାଉଥିଲା। ଏହାର ଖବର…

2 years ago

ତାଣ୍ଡବ ରଚିଲା କାଳବୈଶାଖୀ: ଉଡ଼ାଇ ନେଲା ଛପର, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଆନନ୍ଦପୁର,୨୨ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅନେକ ଘରର ଚାଳ ଛପର ଉଡ଼ାଇ ନେଇଯାଇଥିବା…

2 years ago

୨୬ରେ ଭୁବନେଶ୍ୱର ଯିବେ ଜିଲାର ଶତାଧିକ ସଦସ୍ୟା ସଦସ୍ୟ

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଛଟେଇ ହୋଇଥିବା ବାହ୍ୟ ଠିକା କର୍ମଚାରୀମାନଙ୍କୁ ପୁନଃନିଯୁକ୍ତି, ସମାନ କାମକୁ ସମାନ ଦରମା ଏବଂ ବାହ୍ୟ ଠିକା କର୍ମଚାରୀମାନଙ୍କୁ ସ୍ଥାୟୀ କର୍ମଚାରୀ ମାନ୍ୟତା…

2 years ago

ବିିଶୃଙ୍ଖଳିତ ଶିକ୍ଷକଙ୍କୁ ତୁରନ୍ତ ବଦଳି ପାଇଁ ଜୋର୍‌ ଧରିଲା ଦାବି

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଧାର୍ଯ୍ୟ ସମୟରୁ ଢେର ବିଳମ୍ବରେ ବିଦ୍ୟାଳୟକୁ ଆସୁଛନ୍ତି ଶିକ୍ଷକ। କେବଳ ଏତିକି ନୁହେଁ, ପାନ ଓ ଗୁଟଖା ଖାଇ ଶ୍ରେଣୀ କକ୍ଷରେ ଛେପ…

2 years ago

୨ ଦିନ ପାଇଁ ଶିମିଳିପାଳ ବନ୍ଦ

ବାରିପଦା,୨୨ା୩: ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨…

2 years ago

ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ…

2 years ago