ଗୋଲାମୁଣ୍ଡା,୧୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡାସ୍ଥିତ କଲ୍ୟାଣମଣ୍ଡପ ଠାରେ ଶନିବାର ଜିଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲା ସାମ୍ବାଦିକ ୟୁନିୟନ (ଓୟୁଜେ)ପକ୍ଷରୁ…
ଦେବଗଡ଼,୧୬।୧୧(ଶଶାଙ୍କ ଶେଖର ଝାଙ୍କର) ହାତୀ ଉପଦ୍ରବକୁ ନେଇ ଉତ୍ତେଜନା। ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ କ୍ଷତିଗ୍ରସ୍ତ ଚାଷୀ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଭେଜିକୁଦର…
ଭବାନୀପାଟଣା,୧୫ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟର ସ୍ବାଭିମାନ ଓ ଅସ୍ମିତା ରକ୍ଷା ପାଇଁ ଶୁକ୍ରବାର ପୁରାତନ ଛାତ୍ରସଂଘ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ…
ଦାରିଙ୍ଗବାଡି,୧୬।୧୦(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଲୁଚିରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ନେଇ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରକାରୀ…
ପାଇକମାଳ ୧୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅମାନୁଷିକ ଘଟଣା ଘଟିଯାଇଛି। ଏହି ଥାନା ଅଧୀନ ସୋଢ଼ା ଗ୍ରାମର ଜଣେ ଯୁବକ…
ବୌଦ୍ଧ,୧୬।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥର ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…
ରାଇକିଆ,୧୬।୧୧(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ରାସ୍ତାରେ ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେଲା ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଏହାକୁ…
ବାରିପଦା,୧୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍ ଅଞ୍ଚଳରେ ଘୂରିବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଚିନ୍ତାର କାରଣ ପାଲଟିଛି। କୋର୍ ଅଞ୍ଚଳ ଛାଡ଼ି…
ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା। ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି ବାଟ…
ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ ଖାଦ୍ୟ…