ଆମ ଜିଲା ଖବର

ଓଡ଼ିଶାରୁ ଲଣ୍ଡନ୍‌ ଗଲା ଗ୍ରୀନ୍‌ ଅମୃତଭଣ୍ଡା

ଢେଙ୍କାନାଳ,୧୫ା୩(ରତନ ନାୟାର): ଆମ୍ବ ପରେ ଢେଙ୍କାନାଳର ଅମୃତଭଣ୍ଡାର ଚାହିଦା ବିଦେଶରେ ବଢ଼ିବାରେ ଲାଗିଛି। ଏହାର ସୁସ୍ବାଦକୁ ନେଇ ବିଦେଶରେ ଲୋକମାନେ ଏହି ଅମୃତଭଣ୍ଡା ପ୍ରତି ଅଧିକ ଆଗ୍ରହ…

2 years ago

ଜଳୁଛି ପଶ୍ଚିମ ଓଡ଼ିଶା: ସମ୍ବଲପୁରରେ ତାତି ଛୁଇଁଲା ୪୨ ଡିଗ୍ରୀ

ଭୁବନେଶ୍ୱର,୧୫।୩: ରାଜ୍ୟରେ ଗତ କିଛିଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ବୁଧବାର, ଗୁରୁବାର, ଶୁକ୍ରବାର ଭଳି ଶନିବାର…

2 years ago

ଠିକାଦାରଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ

ବ୍ରହ୍ମପୁର,୧୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ଠିକାଦାରଙ୍କୁ ହୋଲିରେ ଛୁରାମାଡ଼ ହୋଇଛି।  ଛୁରାମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର ଠିକାଦାର (କଣ୍ଟ୍ରାକ୍ଟର…

2 years ago

ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ

ଭୁବନେଶ୍ୱର,୧୫।୩: ହୋଲିରେ ରକ୍ତ ରଞ୍ଜିତ ହେଲା ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱରରେ ଗଡ଼ିଛି ୨ ମୁଣ୍ଡ। ଶହୀନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରିଥିବା ବେଳେ…

2 years ago

ଶାବର ଶ୍ରୀକ୍ଷେତ୍ରରେ ହୋଲି, ରଙ୍ଗରେ ରଙ୍ଗେଇ ହେଲେ ଜିଲାପାଳ

କୋରାପୁଟ,୧୫ା୩(ଅମିତାଭ ବେହେରା): କୋରାପୁଟରେ ଶନିବାର ରଙ୍ଗର ପର୍ବ ହୋଲି ଧୂମ୍‌ଧାମରେ ପାଳିତ ହୋଇଯାଇଛି। କୋରାପୁଟ ଜିଲାପାଳଙ୍କ ବାସଭବନଠାରେ ହୋଲି ଉତ୍ସବ ପାଳନ କରାଯାଇଥିଲା। ଜିଲାର ବିଭିନ୍ନ ବିଭାଗର…

2 years ago

ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି

ପାଟଣା,୧୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସାରସକେଲା ପଞ୍ଚାୟତ ତୁଳସୀପୁରଠାରେ ପାଟଣା ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏକ ସୁରମ୍ୟ ଜଙ୍ଗଲ ପରି ବେଷ୍ଟିତ ଅଞ୍ଚଳରେ ରବିବାର…

2 years ago

ଦୁଇଦିନ ପରେ ଚୈତ୍ର ମଙ୍ଗଳବାର, ଚଳଚଞ୍ଚଳ ମା’ ତାରାତାରିଣୀଙ୍କ ପୀଠ

ପୁରୁଷୋତ୍ତମପୁର,୧୫ା୩(ସୀମାଞ୍ଚଳ ମିଶ୍ର): ପାଖେଇ ଆସିଲାଣି ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା। ଏଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ରତ୍ନଗିରି ପାହାଡ଼ ପାରିପାଶର୍‌ବ। ମା’ଙ୍କ ପ୍ରସିଦ୍ଧ ମଙ୍ଗଳବାର…

2 years ago

ମାଟି ବୋହି ଚର୍ଚ୍ଚାରେ ନୂଆପଡା ଜିଲାପାଳ, ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡା,୧୫।୩: (ମକାରୁ ବେମାଲ)ମନରେଗା ଯୋଜନାରେ ଦୈନିକ ୬0,000 ରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ଜିଲାକୁ…

2 years ago

ଏସପିଙ୍କ ଘରେ ଦୋଳି ଖେଳିଲେ ରାଧାକୃଷ୍ଣ

ଫୁଲବାଣୀ, ୧୫।୩(ରାକେଶ କୁମାର ରାଉତ): ଆଜି ରଙ୍ଗର ପର୍ବ ହୋଲି । ଆଜିର ଦିନରେ ଜଣେ ଜଣକୁ ରଙ୍ଗ ବୋଳି ପରସ୍ପରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅବିର ଓ…

2 years ago

ଦିଗପହଣ୍ଡି ଅଞ୍ଚଳରେ ଦୋଳ ଉତ୍ସବରେ ହୋଲି ଖେଳ

ଦିଗପହଣ୍ଡି,୧୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ପବିତ୍ର ଚୈତ୍ର ପ୍ରତିପଦା ତିଥି ଦୋଳ ଉତ୍ସବ ଅବସରରେ ଯୁବକ ଗୋଷ୍ଠୀ ପକ୍ଷରୁ ହୋଲି ଖେଳ ରବିବାର…

2 years ago