ଆମ ଜିଲା ଖବର

କଳଙ୍ଗା ସମ୍ପ୍ରଦାୟଙ୍କୁ ଏସ୍‌ଟି ମାନ୍ୟତା ମିଳୁ: କେନ୍ଦ୍ର ସରକାରଙ୍କୁ ଅନୁରୋଧ କଲେ ପ୍ରଦୀପ ପୁରୋହିତ

ବରଗଡ,୧୩। ୩(ପ୍ରେମାନନ୍ଦ ଖମାରୀ): କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି(ଏସ୍‌ଟି)ର ମାନ୍ୟତା ଦିଆଯାଉ ବୋଲି କେନ୍ଦ୍ର ସରକାରଙ୍କ ନିକଟରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ଦାବି…

2 years ago

ଛତ୍ରପୁର ଓକିଲ ସଂଘ ନିର୍ବାଚନ: ସଭାପତି, ସମ୍ପାଦକ ପଦବୀ ଲାଗି ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା

ଛତ୍ରପୁର,୧୩।୩(ସନ୍ତୋଷ ପାଢୀ): ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଲାଗି ଚୂଡାନ୍ତ ପ୍ରାର୍ଥି ତାଲିକା ଗୁରୁବାର ପ୍ରକାଶ ପାଇଛି । ଉଭୟ ସଭାପତି ଓ ସମ୍ପାଦକ ପଦବୀ…

2 years ago

ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

କଟକ,୧୩।୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ…

2 years ago

ଅନ୍‌ଲାଇନ ଗେମ୍‌ରୁ ଜୀବନ ହାରିଲେ ଛାତ୍ରୀ

ରାୟଗଡ଼ା,୧୩।୩: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ…

2 years ago

ହୀରାକୁଦ ଡ୍ୟାମରେ ଗାଧୋଇବା ବେଳେ ଭାସିଗଲେ VSSUT ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର

ସମ୍ବଲପୁରର,୧୩।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ସମୟରେ ବୁଡ଼ିଯାଇଛନ୍ତି।…

2 years ago

ଓଲଟିଲା ବସ୍‌: ଚାପି ହୋଇଗଲେ ଜଣେ, ୩୦ ଆହତ

ସୁନ୍ଦରଗଡ଼,୧୩ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲାରୁ ମା’ ସମଲେଶ୍ବରୀ ଘରୋଇ ବସ୍‌ ସୁନ୍ଦରଗଡ଼କୁ ଆସୁଥିବା ବେଳେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ତେଲେନଡ଼ିହିରେ ସାମ୍ନା…

2 years ago

କାଜୁବଗିଚାରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଝରିଗାଁ,୧୩ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚିତାବେଡ଼ା ପଞ୍ଚାୟତର ସିଉନାଗୁଡ଼ା ଗ୍ରାମରେ ବେକରେ ଓଢ଼ଣୀ ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୂଚନାନୁସାରେ ସିଉନାଗୁଡ଼ା…

2 years ago

ବେଆଇନ ବନ୍ଧୁକ କାରଖାନା ଠାବ, ୪ ଅଭିଯୁକ୍ତଙ୍କୁ ଉଠାଇ ନେଲା କୋଲକାତା ପୋଲିସ

କଟକ ସଦର,୧୩ା୩(ସୁଶାନ୍ତ କୁମାର ଜେନା): କଟକ କମିଶନରେଟ ପୋଲିସ ଅଧିନସ୍ଥ ୪୨ ମୌଜା ଥାନା ଅନ୍ତର୍ଗତ ଧୂଳିଶ୍ୱର୍‌ ଗ୍ରାମର ଏକ ବେଆଇନ ବନ୍ଧୁକ କାରଖାନା ଉପରେ ଗୁରୁବାର…

2 years ago

ଶୋଇଥିବା ବେଳେ ଗାମୁଛା ଭିଡ଼ି ଦୁଇ ନାବାଳକ ଭାଇଙ୍କୁ ହତ୍ୟା: ଗିରଫ ହେଲେ ବାପା, ଜେଜେ ମା’

ନୟାଗଡ଼,୧୩ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗେଡ଼ା ଗାଁରେ ୨ ନାବାଳକ ଭାଇଙ୍କୁ ହତ୍ୟା ଘଟଣାରେ ଅଟକ ଥିବା ବାପା ପ୍ରକାଶ ମହାନ୍ତି ଓ ଜେଜେମା…

2 years ago

ଘରେ ଶୋଇଥିବା ବେଳେ ଉପରେ ଖସିପଡ଼ିଲା ଚାଳ, ଜଣଙ୍କ ଜୀବନ ଗଲା

ବଣାଇଁ,୧୩ା୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଦେଉଳହୁଡ଼ି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଦୀର୍ଘଦିନ ହେବ ଗ୍ରାମର ଜେନା ମୁଣ୍ଡାରୀ ଘର ଖଣ୍ଡେ…

2 years ago