ଆମ ଜିଲା ଖବର

ଏସ୍‌ପି ବାସଭବନ ସମ୍ମୁଖରେ ହତ୍ୟା: ଘଟଣାର ପର୍ଦ୍ଦାଫାଶ କଲା ପୋଲିସ

ନୂଆପଡ଼ା,,୮ା୩ (ମକାରୁ ବେମାଲ):  ୫ଦିନ ପୂର୍ବେ ନୂଆପଡ଼ା ଏସ୍‌ପି ଅଫିସ ସମ୍ମୁଖ ରାଜପଥରେ ବୃଦ୍ଧଙ୍କୁ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏ ନେଇ ଜିଲା ପୋଲିସ…

2 years ago

ଓଡ଼ିଶା ସ୍ବାସ୍ଥ୍ୟ ମିଶନ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଡାକରା

ନୂଆପଡ଼ା,,୮ା୩(ମକାରୁ ବେମାଲ): ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଦୀର୍ଘ ୨୦ବର୍ଷ ହେବ କାର୍ଯ୍ୟରତ ଥାଇ ମଧ୍ୟ ସରକାରୀ ମାନ୍ୟତା ପାଇନାହାନ୍ତି ା ଏହାକୁ ନେଇ ସେମାନେ…

2 years ago

ପୋଲିସକୁ ଦେଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ସାଲେପୁର,୮ା୩: କଟକ ଜିଲା ଜଗତପୁର ଥାନା ବାରଗଡ଼ିଆରେ ବାଲି ଉଠାଇବା ରେଡ୍‌ରୁ ଅଘଟଣ ଘଟିଛି। ଖଣି ବିଭାଗ ଓ ପୋଲିସର ଚଢ଼ାଉ ବେଳେ ଡରିକୁ କିଛି ଯୁବକ…

2 years ago

ମହିଳାଙ୍କୁ ୧୪ କୋଟି ୮୬ ଲକ୍ଷର ଋଣ

ନୂଆପଡ଼ା,୮ା୩ (ମକାରୁ ବେମାଲ): ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ତଥା ଘରୋଇ ବ୍ୟାଙ୍କକୁ ନେଇ ଋଣମେଳା ଆୟୋଜନ କରାଯାଇଥିଲା। ଏଥିରେ ମୋଟ ୧୪ କୋଟି…

2 years ago

ଅନ୍ତର୍ଜାତୀୟ ମହିଳା ଦିବସ: ସସ୍ମିତାଙ୍କ ଦେହରେ ଏବେ ବି ରହିଛି ପୋଲିସ ଗୁଳି

କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୧୦ ବର୍ଷ ପୂରିଛି। ଏହିଦିନରେ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସ ଗୁଳିମାଡ଼ ଘଟଣା କେନ୍ଦ୍ରାପଡ଼ା…

2 years ago

ହଟିବ ବେଆଇନ ବିଜ୍ଞାପନ

ପଟ୍ଟାମୁଣ୍ଡାଇ,୮ା୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଘରୋଇ ପ୍ରଚାରପତ୍ର ଓ ବେଆଇନ ବିଜ୍ଞାପନ ହୋର୍ଡିଂ ଛାଇହୋଇଯାଇଛି। ସହରର ରାସ୍ତା ପାର୍ଶ୍ୱରେ ଏଭଳି ସ୍ଥିତି ଯୋଗୁ ଗାଡ଼ି…

2 years ago

ପୂର୍ବ ସରକାରଙ୍କୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ…

2 years ago

ବାକି ରହିଲା ପୁଅର ପରୀକ୍ଷା: ଅଧାବାଟରେ ଚାଲିଗଲା ବାପାଙ୍କଜୀବନ, ପୁଅ…

କଣ୍ଟାବାଞ୍ଜି,୮।୩: ଅଧା ବାଟରେ ରହିଲା ପୁଅର ପରୀକ୍ଷା। ପୁଅକୁ ପରୀକ୍ଷା ଦେବାକୁ ନେଉଥିଲା ବେଳେ ଘଟିଲା ଦୁର୍ଘଟଣା । ପୁଅ ଆଗରେ ଚାଲିଗଲା ବାପାଙ୍କ ଜୀବନ ।…

2 years ago

ନାରୀ ହିଂସା ରୋକିବାକୁ ଲଢ଼େଇ ଜାରି

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ନାରୀ ହିଂସା, ନିଶାମୁକ୍ତ ଅଞ୍ଚଳ ପାଇଁ ଦୀର୍ଘ ବର୍ଷ ଧରି ଲଢ଼େଇ କରିଆସୁଛନ୍ତି। ଶନିବାର ମହସଂଘ ପକ୍ଷରୁ ୨୫ ବର୍ଷ…

2 years ago

ଅନ୍ତର୍ଜାତୀୟ ମହିଳା ଦିବସ: ଆମକୁ ମଦ ନୁହଁ, ପାଣି ଦରକାର କହି ଦାବି କଲେ ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ପଡ଼ିଆ ଠାରେ ଶନିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ନାରୀ ମହାସଙ୍ଗର ସଭାନେତ୍ରୀ…

2 years ago