କେନ୍ଦ୍ରାପଡ଼ା,୧୯।୧୦: କେନ୍ଦ୍ରାପଡ଼ା ପୁରୁଣା ମେଡିକାଲ ରୋଡ୍ରେ ଥିବା ଏକ ନର୍ସିଂହୋମ ଉପରେ ଶନିବାର ବଡ଼ ଧରଣର ଚଢାଉ ହୋଇଛି। ବେଆଇନ ଭାବେ ଚାଲିଥିବା ସମ୍ପୃକ୍ତ ନର୍ସିଂହୋମକୁ ପ୍ରଶାସନ…
ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର): ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର ଋଣ…
ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍, ଏଚ୍ଆଇଭି ହେଉ କି କ୍ୟାନ୍ସର ଭଳି ଭୟଙ୍କର…
ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ): ପୁଣି ବିଜେଡିକୁ ଝଟ୍କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଖଲ୍ଲିକୋଟ, ୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଶନିବାର ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୪ ନାବାଳକ…
ରାଜନଗର,୧୯।୧୦(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ବାତ୍ୟା ଆଶ୍ରୟସ୍ଥଳରେ ରଶ୍ମିରଂଜନ ପରିଡାଙ୍କ ହତ୍ୟା ଘଟଣାର ତଦନ୍ତକୁ ପୋଲିସ ଜୋରଦାର କରିଛି। ଘଟଣା ସ୍ଥଳରେ ପୋଲିସ…
ହରଭଙ୍ଗା,୧୯।୧୦(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜ଼ିଲା ହରଭଙ୍ଗା ବ୍ଲକର ଚାରିଛକ ବଜ଼ାର ନିକଟ ଠିଡିକଜୋର ଠାରେ ସାପ କାମୁଡାରେ ଜଣେ ଶିକ୍ଷକ ଏବଂ ତାଙ୍କ ଝିଅଙ୍କ ଜୀବନ…
ସିଂହପୁର,୧୯।୧୦(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ କାଳୀପଡ଼ିଆଠାରେ ଶୁକ୍ରବାର ଅପରାହ୍ନରେ ବିଞ୍ଝାରପୁର ଭାଜପା ପକ୍ଷରୁ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…
ପାଟଣା,୧୯।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଏକ ୨୯ ଟିକିଆ ବଣୁଆ ହାତୀପଲ ଅଞ୍ଚଳରେ ଆତଙ୍କ ଖେଳାଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲ ପଶି ଗ୍ରାମରେ…
ଭୋଗରାଇ, ୧୯ା୧୦( ପ୍ରଦୀପ ଦାସ): ଲକ୍ଷ୍ମୀପୂଜା ମେଢ଼ ଭସାଣିକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତରେ ଉତ୍ତେଜନା ଦେଖାଦେଇଛି। ତାଳସାରୀ ମେରାଇନ ଥାନା ପୋଲିସ…