ଆମ ଜିଲା ଖବର

ସିରିଜ ଦୁର୍ଘଟଣା: ବସକୁ ପିଟିଲା ହାଇୱା-କଣ୍ଟେନର, ୧୨ ଆହତ

ଭଦ୍ରକ, ୧।୩(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଛତାବର ନିକଟରେ ଟାୟାର ପମ୍ପଚର ହୋଇଥିବା ଏକ ଟୁରିଷ୍ଟ ବସ…

2 years ago

ଗୁହାଳ ଘରେ ଲାଗିଲା ନିଆଁ: ଗୋରୁ-ଛେଳି ଜୀବନ୍ତ ଦଗ୍ଧ,ଘର ମାଲିକ ଗୁରୁତର

ବାଲେଶ୍ୱର, ୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ସଦର ବ୍ଲକ ସାର୍ଥା ପଞ୍ଚାୟତ ଅନ୍ତର୍ଗତ ଗନ୍ଧିଆ ଗ୍ରାମର କୈଳାସ ମାଝୀଙ୍କ ଗୁହାଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁହାଳ ଘରେ ନିଆଁ…

2 years ago

ଅଜଣା ଦୁର୍ବୃତ୍ତଙ୍କ ଏସିଡ ମାଡ଼ରେ ଯୁବକ ଗୁରୁତର

ସାବରଙ୍ଗ,୧।୩(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଲଷ୍ମୀଦାସ ପୁର ପଞ୍ଚାୟତର ରାମଚନ୍ଦ୍ରପୁର ଗ୍ରାମର ଜଣେ ଯୁବକଙ୍କ ଉପରେ ଏସିଡ ମାଡ଼ ହୋଇଛି। ଜଗବନ୍ଧୁ ପଳେଇ ନାମକ…

2 years ago

ଆଜିଠୁ ରାଶନକାର୍ଡ ଅନ୍‌ଲାଇନ ଆବେଦନ ହେବ ଆରମ୍ଭ

ସମ୍ବଲପୁର,୧ା୩(ପ୍ରମୋଦ ବହିଦାର):ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍‌ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ…

2 years ago

ପିଡିଟି ଉପରେ ୫ଦିନିଆ ସଚେତନତା ଶିବିର

ଥୁଆମୂଳ ରାମପୁର,୧ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଜାତୀୟ ପଞ୍ଚାୟତ ପୁରସ୍କାର ଓ ପଞ୍ଚାୟତ ବିକାଶ ସୂଚୀ (ପିଡିଟି) ଉପରେ…

2 years ago

ଥମୁନି ଅସନ୍ତୋଷ, ତେଜୁଛି ଚାଷୀ ଆନ୍ଦୋଳନ: ମାର୍ଚ୍ଚ ୧୭ରେ କିଷାନ ମହାପଞ୍ଚାୟତ

ବରଗଡ/ସୋହେଲା,୧ା୩(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର):କୃଷି ଏବଂ କୃଷକଙ୍କ ସମସ୍ୟା ନେଇ ବରଗଡ଼ ଜିଲା ସୋହେଲାରେ ଚାଷୀ ସଙ୍ଗଠନ ଜୟ କିଷାନ ଆନ୍ଦୋଳନ ନେତୃତ୍ୱରେ ଶତାଧିକ ଚାଷୀ ବିକ୍ଷୋଭ ଶୋଭାଯାତ୍ରା…

2 years ago

Uttam Mohanty : ଚିତ୍ରକଳାରେ ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମନୋଜ

କଟକ,୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକେ ହୋଇଯାଇଛି। ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ଶୁକ୍ରବାର ତାଙ୍କର ଶେଷକୃତ୍ୟ…

2 years ago

ବେଦାନ୍ତ ଲାଞ୍ଜିଗଡ଼ର ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ: କଳାହାଣ୍ଡିର ଗ୍ରାମାଞ୍ଚଳ ଯୁବକମାନଙ୍କୁ କୁଶଳୀ ବନାଇବା ସହିତ ରୋଜଗାର ଯୋଗାଉଛି

ଲାଞ୍ଜିଗଡ଼, ୨୮/୨(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତ ଲିମିଟେଡ଼ ତରଫରୁ ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ (ଏସଡିପି) ଅନୁଷ୍ଠିତ ହୋଇଯାଇଛି । ବ୍ୟାପକ ତାଲିମ…

2 years ago

ଜୁନାଗଡ଼ ବିଇଓଙ୍କ କାର୍ଯ୍ୟାଳୟ ବିଳମ୍ବରେ ଆସୁଛନ୍ତି କର୍ମଚାରୀ

ଭବାନୀପାଟଣା/ଜୁନାଗଡ଼,୨୮ା୨(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କେତେଜଣ କର୍ମଚାରୀ ମନଇଚ୍ଛା ଅଫିସ ଆସୁଥିବା ଜଣାପଡିଛି। ଅଫିସ ସମୟ…

2 years ago

ବିକଶିତ ଭାରତକୁ ବିଜ୍ଞାନର ଅବଦାନ

ଦିଗପହଣ୍ଡି,୨୮|୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ପ୍ରଧାନାଆଚାର୍ଯ୍ୟ ଷଷ୍ଠି ପ୍ରସାଦ ବିଷୋୟୀ ଏବଂ…

2 years ago