ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ…
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ…
ସୁନ୍ଦରଗଡ଼,୭।୧୦(ଜୟନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…
ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍ କରାଇ ଦେବା ଲାଗି ଠିକାଦାରଙ୍କ…
ଜୁନାଗଡ଼,୭।୧୦(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବାଗଡୁଙ୍ଗରୀ ଓ ଭେଜିପଦର ଗ୍ରାମକୁ କେନାଲ ପାଣି ସଠିକ୍ ଭାବରେ ପହଞ୍ଚି ପାରୁ ନାହିଁ। ଯାହାଫଳରେ ସେଠାରେ…
ଦାରିଙ୍ଗବାଡି, ୭/୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ ପରିଚିତ । ତେବେ…
ଦାରିଙ୍ଗବାଡ଼ି,୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ରାଇକିଆ ପର୍ଯ୍ୟନ୍ତ ପ୍ରାୟ ୨୫ କି.ମି. ରାସ୍ତାରୁ ସିମନବାଡିଠାରୁ ସିକକେତା ଗ୍ରାମ ପର୍ଯ୍ୟନ୍ତ ୧୫ କି.ମି.…
ଭୋଗରାଇ,୭।୧୦(ପ୍ରଦୀପ ଦାସ): ନିଃଶବ୍ଦ ଓ ନିଶ୍ଚଳ ଲୁଣା ଜଙ୍ଗଲ ବେଳାଭୂମିରେ ଦେଖାଯାନ୍ତି ବିରଳ ପ୍ରଜାତିର ନାଲି କଙ୍କଡ଼ା। ଏସିଆ, ୟୁରୋପ, ଅଷ୍ଟ୍ରେଲିଆ ଓ ଆମେରିକା ଭଳି କେତେକ…
ବରଗଡ଼,୭।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ସୋମବାର ମା ସମଲେଶ୍ବରୀ ସ୍କନ୍ଧମାତା ବେଶରେ…
କେନ୍ଦୁଝର, ୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ ଅନ୍ତର୍ଗତ ଏକ ସ୍କୁଲରୁ ଛୁଟି ପରେ ଫେରୁଥିବା ଜଣେ ଛାତ୍ରୀ(୧୩)ଙ୍କୁ ବଳାତ୍କାର କରାଯାଇଚି। ଏ ନେଇ…