ଆମ ଜିଲା ଖବର

ରାତ୍ର ଜଗୁଆଳ-ଝାଡୁଦାର ନିଯୁକ୍ତିରେ ଅନିୟମିତତା: ସ୍କୁଲରେ ତାଲା ପକାଇଲେ ଏସ୍‌ଏଚ୍‌ଜି ମହିଳା

ଅମରପାଲି,୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି କ୍ଲଷ୍ଟରର ଅଚଣ୍ଡାସ୍ଥିତ ସରକାରୀ ଉନ୍ନୀତ ହାଇସ୍କୁଲରେ ତାଲା ପକାଇ ପ୍ରତିବାଦ କରୁଛନ୍ତି ଏସ୍‌ଏଚ୍‌ଜି ମହିଳା। ଫଳରେ…

2 months ago

ମାନସିକ ଅନଗ୍ରସରଙ୍କୁ ଅପମାନିତ କଲେ ବିଏସଏସଓ: ବୁଦ୍ଧିଜୀବୀ ମହଲରେ ନିନ୍ଦା

ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ବୁଧବାର ଭୀମଭୋଇ ଦିବ୍ୟାଙ୍ଗ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଏକାଧିକ…

2 months ago

ବାଲିଯାତ୍ରା ଗ୍ରାଉଣ୍ଡ୍‌ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା: ନିର୍ଦ୍ଦେଶନାମା ଜାରି

କଟକ,୮ା୧୦: ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରି ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲାପାଳ। ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’…

2 months ago

ଲାଞ୍ଚ ନେଉଥିଲେ OAS ଅଧିକାରୀ, ମାଡିବସିଲା ଭିଜିଲାନ୍ସ

ଭଞ୍ଜନଗର,୮/୧୦(ବାବୁଲା ପ୍ରଧାନ): ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ୨୫…

2 months ago

ଆଇନଜୀବୀଙ୍କୁ ଗୁଳିକରି ହତ୍ୟା: ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ଦାବିରେ କଲମ ଛାଡ଼ ଆନ୍ଦୋଳନ

ଅନୁଗୋଳ,୮ା୧୦(ମାନସ ବିଶ୍ୱାଳ): ବ୍ରହ୍ମପୁରର ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ପ୍ରତିବାଦରେ ଅନୁଗୋଳ ବାର୍‌ ଆସୋସିଏଶନ ପକ୍ଷରୁ କଲମ ଛାଡ଼ ଆନ୍ଦୋଳନ, ଶୋକସଭା,…

2 months ago

ସ୍ବର୍ଣ୍ଣ ପଦକ ଜିତିଲା ଜୟଶ୍ରୀ କରମେଟ ସ୍କୁଲ, ଅନ୍ତର୍ଜାତୀୟ କବାଡି ପ୍ରତିଯୋଗିତାରେ ଓଡ଼ିଆ ଖେଳାଳି ଶିବ ପ୍ରସାଦ

ଗଞ୍ଜାମ, ୮।୧୦(ବିଦ୍ୟାଧର ସାହୁ ): ଉତ୍ତରାଖଣ୍ଡ ହରିଦ୍ୱାରଠାରେ ଅନୁଷ୍ଠିତ ନ୍ୟାଶନାଲ କବାଡି ପ୍ରତିଯୋଗିତାରେ ଗଞ୍ଜାମର ଜୟଶ୍ରୀ କେମିକାଲସ ସ୍କୁଲକୁ ମିଳିଛି ସ୍ବର୍ଣ୍ଣ ପଦକ । ଗତ ମାସ…

2 months ago

ପୀତବାସ ପଣ୍ଡା ହତ୍ୟାକାରୀଙ୍କୁ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା ଓକିଲ ସଂଘ

ପୁରୁଷୋତ୍ତମପୁର,୮ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ବରିଷ୍ଠ ଓକିଲ ତଥା ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଅତି ନିର୍ମମ ଭାବେ ଗୁଳିକରି ହତ୍ୟା…

2 months ago

ବିପଦ ପାଲଟିଛି ଗୁମାଡ଼ି ନଦୀ, ରାସ୍ତା ସମ୍ପ୍ରସାରଣ ଦାବି

ଦାରିଙ୍ଗବାଡ଼ି,୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ବୁଡ଼ାଗୁଡ଼ାକୁ ସଂଯୋଗ କରୁଥିବା ତିଲୋରୀ ପଞ୍ଚାୟତ ଗୁମାଡ଼ି ନଦୀରେ ଅସ୍ଥାୟୀ ପୋଲ ଧୋଇ ହୋଇଯିବା ପରେ ବିକଳ୍ପ…

2 months ago

ଚ୍ୟାଲେଞ୍ଜ ସୃଷ୍ଟି କରିଛି ବନ୍ୟପ୍ରାଣୀଙ୍କ ସୁରକ୍ଷା: ହାତୀ-ମଣିଷ ସହାବସ୍ଥାନକୁ ନେଇ ଆଲୋଚନା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପାର୍କ ଲାଇନସ୍ଥିତ ଅଡିଟରିଅମରେ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ହାତୀ ଓ ମଣିଷ ସହାବସ୍ଥାନ ସମ୍ପର୍କରେ ଆଲୋଚନା ହୋଇଛି। ଅତିଥି ଭାବେ…

2 months ago

ପୌର ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ମାମଲା: ହ୍ବିପ୍‌ ଜାରିକଲା ବିଜେଡି, ନିର୍ଦ୍ଦେଶ ନ ମାନିଲେ…

ରାୟଗଡ଼ା,୮ା୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ୧୯ଜଣ କାଉନସିଲର ସେପ୍ଟେମ୍ବର ୧୨ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଏହି ମାମଲାରେ ବିଜେଡି ରାଜ୍ୟ ସଭାପତି…

2 months ago