କେନ୍ଦୁଝର,୨୧।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉ। ତାଙ୍କର ରଥକୁ ସର୍ବୋଚ୍ଚ ରଥ ଭାବେ ଗିନିଜ ୱାଲର୍ଡ ରେକର୍ଡରେ ସ୍ଥାନ ମିଳିଛି। ଚାରିଶହ ବର୍ଷରୁ ଉଦ୍ଧର୍ବ…
ବାରିପଦା,୨୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ବୁଲିଛି ଖଣ୍ଡା-ଭୁଜାଲି। ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିବା ପରେ ମାରଣାସ୍ତ୍ରରେ ଗୋଟିଏ…
ଛତ୍ରପୁର,୨୧।୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା କେ.ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ଗାଧେଇବା ବେଳେ ଭାସି ଯାଇ ଡିପ୍ଲୋମା ଛାତ୍ର ହେମନସେନ ବେହେରାଙ୍କ…
କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।…
କେନ୍ଦୁଝର, ୨୦ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା…
ବାଲେଶ୍ୱର,୨୧।୬: ଧିରେ ଧିରେ ସ୍ବାଭାବିକ ହେଉଛି ବାଲେଶ୍ୱର ସ୍ଥିତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ଶନିବାରଠାରୁ ସକାଳ ୫ଟାରୁ ଦିନ ୨ଟା ଯାଏ…
ସୁବର୍ଣ୍ଣପୁର,୨୧।୬: ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁର ଖଣ୍ଡହତାର ଆର୍ଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆର୍ଆଇ ପଞ୍ଚାନନ ଡାଙ୍ଗ। ଏକ ତଦନ୍ତ ରିପୋର୍ଟ…
ବାଲିଗୁଡ଼ା,୨୧।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ ଶୁକ୍ରବାର ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର…
ପାଟଣା,୨୧।୬(ବୀର କିଶୋର ଦାଶ): ଭୁବନେଶ୍ୱର ଷ୍ଟେଟ ଗେଷ୍ଟ ହାଉସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭାଜପାର ନବନିର୍ବାଚିତ ୩ ବାଥୁଡି ସମ୍ପ୍ରଦାୟର ବିଧାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି।…
ପୁରୀ,୨୧ା୬: ଶନିବାର ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା। ସ୍ନାନବେଦିରେ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ହେବ ପ୍ରବଳ ଭିଡ଼ । ଶୃଙ୍ଖଳିତ ଦର୍ଶନ ନେଇ ଜିଲା ପ୍ରଶାସନ,…