ଆମ ଜିଲା ଖବର

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।…

2 years ago

ବରଡ଼ା ମାଳଗୋଡ଼ା, ବାଜବାଟି ଖାଦାନରେ ବେଆଇନ ଉତ୍ତୋଳନ

ଯାଜପୁର,୨୫।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ମହଜୁଦ ଥିବା ମୂଲ୍ୟବାନ କଳାପଥର ଖାଦାନ ଲୁଟ୍‌ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। କିଛିଦିନର ନୀରବତା ପରେ…

2 years ago

ସମୁଦ୍ର ଗର୍ଭରେ ଧ୍ୱଂସହେବ ଅଗରନାସୀ ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାମୁଦ୍ରିକ ଜଳ ପତ୍ତନ ବୃଦ୍ଧି ପାଇବା ସହ ଉଚ୍ଚ ଲହଡ଼ିରେ କୂଳ ଅବକ୍ଷୟ ହେଉଛି। ସମୁଦ୍ର ଅବକ୍ଷୟକୁ ରୋକିବା…

2 years ago

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ ସ୍କ୍ରାପ୍‌…

2 years ago

ବାଲିପାଟଣା ଥାନାରେ ଥାର୍ଡ ଡିଗ୍ରୀ

ଭୁବନେଶ୍ୱର,୨୫୯ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡ଼ିଶା ପୋଲିସର ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିଥିବାବେଳେ କମିଶନରେଟ୍‌ ପୋଲିସର…

2 years ago

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ…

2 years ago

ପୋଲ ଉପରେ ୫ଫୁଟ୍‌ର ବର୍ଷାପାଣି

ପାଟଣା,୨୫।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତର ନୂଆପଡ଼ା ଦେଇ ଯାଇଥିବା ସୀତା ନଦୀ ପୋଲ ଉପରେ ମଙ୍ଗଳବାର ଅପରାହ୍ନରୁ ୫ ଫୁଟ୍‌ର ବର୍ଷାଜଳ…

2 years ago

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ…

2 years ago

ନକଲି ପେଟ୍ରୋଲ, ଡିଜେଲ ୮୦ ଟଙ୍କାରେ କିଣି ବିକୁଛନ୍ତି…

ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର ଦେଇ…

2 years ago

ବିଦ୍ୟୁତ୍‌ କାର୍ଯ୍ୟାଳୟ ହୋହଲ୍ଲା: ଘେରିଲେ …

ପାଟଣା,୨୫।୧(ବୀରକିଶୋର ଦାଶ)ଚ ଅଘୋଷିତ ବିଦ୍ୟୁତ୍‌କାଟ୍‌ ପ୍ରତିବାଦରେ ଉପଭୋକ୍ତାମାନେ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଉପଖଣ୍ଡ ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ମଙ୍ଗଳବାର ଅପରାହ୍ନରେ ଘେରାଉ କରିଥିଲେ। ସବ୍‌ ଷ୍ଟେଶନ…

2 years ago