ଆମ ଜିଲା ଖବର

ଆଜି ଏତିକି ବେଳେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ କିସ୍ତି ଟଙ୍କା

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):କେନ୍ଦ୍ର ସରକାର ଚାଷୀଙ୍କୁ ଜୁନ୍‌ ୧୮ରେ ପିଏମ୍‌-କିଷାନ ଯୋଜନାରେ ୧୭ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ସାରା ଦେଶରେ ଏହି ଦିନକୁ ପିଏମ୍‌-କିଷାନ ଉତ୍ସବ…

2 years ago

ଶମ୍ବର ଶିକାର କରି କରୁଥିଲେ ମାଂସ ଚାଲାଣ: ମାଡ଼ି ବସିଲେ ରେଞ୍ଜ କର୍ମଚାରୀ

ନାକଟୀଦେଉଳ, ୧୭ା୬(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ଖଳାଶୁଣୀ ବନ୍ୟପ୍ରାଣୀ ଅଭୟାରଣ୍ୟରେ ଅବାଧରେ ଚାଲିଛି ବନ୍ୟପ୍ରାଣୀ ଶିକାର। ଶିକାରୀମାନେ ଯୋଜନାବଦ୍ଧଭାବେ ତାର ଓ ବାରୁଦ ଗୁଳା ବିଛାଇ ଶମ୍ବର…

2 years ago

ସିକିମ୍‌ରେ ଫସିଛନ୍ତି ଓଡ଼ିଆ ପର୍ଯ୍ୟଟକ: ଉଦ୍ଧାର ପାଇଁ ଲୋଡ଼ିଲେ ସରକାରଙ୍କ ସହାୟତା

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଉତ୍ତର-ପୂର୍ବ ସିକିମ୍‌ ରାଜ୍ୟକୁ ପରିବାର ସହିତ ଖରାଛୁଟିରେ ବୁଲିବାକୁ ଯାଇଥିବା ସୁବର୍ଣ୍ଣପୁର ଜିଲାର ୪ ଜଣଙ୍କ ସମେତ ମୟୂରଭଞ୍ଜ ଜିଲାର ଅନ୍ୟ ପର୍ଯ୍ୟଟକ ୫…

2 years ago

ସମ୍ବଲପୁର: ୨୧ରେ ଖୋଲିବ ସ୍କୁଲ

ସମ୍ବଲପୁର,୧୭।୬ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଆସନ୍ତା ୨୧ ତାରିଖରେ ସ୍କୁଲ ଖୋଲିବା ନେଇ ଭାରପ୍ରାପ୍ତ ଜିଲାପାଳ ସୁଚାରୁ ବଳ ସୂଚନା ଦେଇଛନ୍ତି । ପାଣିପାଗ…

2 years ago

ସରିଲା ଖରା ଛୁଟି: କଳାହାଣ୍ଡିରେ ଖୋଲିବ ସ୍କୁଲ

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ): ସରିଲା ଖରା ଛୁଟି। ମଙ୍ଗଳବାରଠାରୁ କଳାହାଣ୍ଡି ଜିଲାରେ ଖୋଲିବ ସ୍କୁଲ। ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲୁ ରହିବ ପାଠ ପଢା। ଏନେଇ…

2 years ago

ପାରମ୍ପରିକ ବାଦ୍ୟ, ନୃତ୍ୟରେ ନବ ନିର୍ବାଚିତ ଏମ୍‌ପିଙ୍କୁ ପାଛୋଟିନେଲେ

ରାଇକିଆ,୧୭।୬(ପ୍ରଦୀପ ବେହେରା): କନ୍ଧମାଳ ନବ ନିର୍ବାଚିତ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ କନ୍ଧମାଳ ଗସ୍ତ ଅବସରରେ ରାଇକିଆଠାରେ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ବେରେଡାକିଆ ଛକଠାରୁ ପାରମ୍ପରିକ ବାଦ୍ୟ ଓ…

2 years ago

କେନ୍ଦୁଝରରେ ସକାଳୁଆ ସ୍କୁଲ: ଜିଲାପାଳ

କେନ୍ଦୁଝର,୧୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର କେନ୍ଦୁଝର ଜିଲାରେ ସମସ୍ତ ସ୍କୁଲ ଖୋଲିବ। ଖରା ଦିନ ଛୁଟି ପରେ ସ୍କୁଲ ଖୋଲୁ ଥିବାରୁ ପିଲାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ…

2 years ago

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଜିଲାପାଳ…

2 years ago

ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌ ସାହୁ…

2 years ago

ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ

କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ…

2 years ago