ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୃତ ଦିଲ୍ଲୀପଙ୍କ ପରିବାର, ହତ୍ୟାକାରୀଙ୍କୁ କଠୋର ଦଣ୍ଡ ପାଇଁ ନିବେଦନ

ଖଲ୍ଲିକୋଟ,୧୩ା୬(ପ୍ରଶାନ୍ତ କୁମାର ମିଶ୍ର): ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହ ଆଲୋଚନା କରିଛନ୍ତି ମୃତ ଦିଲ୍ଲୀପ ପାହାନଙ୍କ ପରିବାର। ସୂଚନାନୁଯାୟୀ, ଶ୍ରୀକୃଷ୍ଣଶରଣପୁର ଗ୍ରାମର…

2 years ago

ଜମ୍ମୁ-କଶ୍ମୀର ଆତଙ୍କୀ ହମ୍‌ଲାର କାର୍ଯ୍ୟାନୁଷ୍ଠାନ ଦାବି

ଛତ୍ରପୁର,୧୩ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଜମ୍ମୁ-କଶ୍ମୀରର କଟ୍ରାରୁ ଶିବ ଖଡ଼ି ତୀର୍ଥ ଯାତ୍ରୀ ବସ୍‌ ଯାଉଥିବା ସମୟରେ ୯ ତାରିଖରେ ଆତଙ୍କବାଦୀଙ୍କ ଅଚାନକ ଆକ୍ରମଣରେ ୧୦ ନିରୀହ ହିନ୍ଦୁଙ୍କ…

2 years ago

ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ସାକ୍ଷୀଗୋପାଳ, ୧୩।୬(କିଶୋର ମହାପାତ୍ର): ଗୁରୁବାର ସକାଳୁ ସକାଳୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲି ରାଜ୍ୟର ନୂଆ ସରକାର ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ…

2 years ago

ଶ୍ରୀମନ୍ଦିର ଚାରିଦ୍ୱାରର ରହିଛି ନିଜସ୍ୱ ବିଶେଷତା, ଜାଣନ୍ତୁ…

ପୁରୀ, ୧୩।୬: ଦୀର୍ଘ ସମୟ ପରେ ଭକ୍ତ ମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଇଛି। କରୋନା ସମୟରୁ ସରକାରଙ୍କ ଦ୍ୱାରା ଚାରିଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ…

2 years ago

ଭାଜପା ବିଜୟ ଉତ୍ସବ ପାଳନରେ ବାଣଫୁଟାକୁ ନେଇ ଖଣ୍ଡଯୁଦ୍ଧ: ବାପ-ପୁଅ ସମେତ ୬ ଆହତ, ଗାଁରେ ଉତ୍ତେଜନା

ହାଟଡିହୀ,୧୩ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ବାଣଫୁଟାକୁ ନେଇ ମହାଭାରତ ସୃଷ୍ଟି ହୋଇଛି। ବାଣଫୁଟାରେ ବାପ, ପୁଅଙ୍କ ସମେତ ୬ ଜଣ…

2 years ago

ରୋଜଗାର କରିବାକୁ ଯାଇ ବେଙ୍ଗାଲୁରୁରେ ଚାଲିଗଲା ଓଡ଼ିଆ ଯୁବକଙ୍କ ଜୀବନ, ଗାଁକୁ ଆସି ପାରିଲାନି ମୃତଦେହ

ପାଟଣା,୧୩ା୬(ବୀରକିଶୋର ଦାଶ): ବେଳେବେଳେ ଆତ୍ମୀୟଙ୍କ ଅନ୍ତିମ ଦର୍ଶନ ବି ପରିବାର ଲୋକେ କରିପାରନ୍ତି ନାହିଁ। ମୃତଦେହ ଆସିବାରେ ଅର୍ଥ ବାଧକ ସାଜେ। ଜଣେ ଓଡ଼ିଆ ଯୁବକ ରୋଜଗାର…

2 years ago

ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା…

2 years ago

ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ

ଭୁବନେଶ୍ୱର,୧୩।୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ…

2 years ago

୧୦ ବର୍ଷ ହେଲା ବନ୍ଦ ପଡ଼ିଛି ବିଜୟାନନ୍ଦ ଚିନିକଳ

ଦେଓଗାଁ ,୧୩ା୬(କୃଷ୍ଣ ପ୍ରସାଦ ପାଣିଗ୍ରାହୀ)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସାଗରପାଲି କଲୋନୀ ନିକଟରେ ଥିବା ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୦…

2 years ago

ଶହେ ମିଟରରୁ ୮.୭ କି.ମି. ଇକୋ ସେନ୍‌ସେଟିଭ୍‌ ଜୋନ୍‌

ରାଜନଗର,୧୩ା୬(ଭାସ୍କର ରାଉତରାୟ)ଭିତରକନିକା ଜାତୀୟ ଉଦ୍ୟାନ, ଭିତରକନିକା ଅଭୟାରଣ୍ୟ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ୧ ଶହ ମିଟରଠାରୁ ୮.୭ କି.ମି. ପର୍ଯ୍ୟନ୍ତ ଇକୋ ସେନସେଟିଭ ଜୋନ୍‌ ଭାବେ…

2 years ago